Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ଵର: ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆଜିଠୁ ଆରମ୍ଭ ହେବ। ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ମେ ୨୪ରୁ ଆରମ୍ଭ ହୋଇ ଜୁନ୍ ୩୦ ଯାଏଁ ଚାଲିବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ସୂଚନା ଅନୁଯାୟୀ, ଜୁଲାଇ ୭ରେ ପ୍ରଥମ ମେରିଟ୍‌…

ଶ୍ରୀ ଭାଗବତ ସାର ୪୬: ଯେଉଁ ପରମ ଯୋଗୀ ପୁରୁଷ ଆତ୍ମାରେ ପରମାତ୍ମିକ ସତ୍ତାଙ୍କ ଉପସ୍ଥିତି ଅନୁଭବ କରନ୍ତି ସେ ହିଁ…

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ଗ୍ରନ୍ଥର କିଛି ସାର କଥା ଆଲୋଚନା କରିବାର ଉଦ୍ୟେଶ ନେଇ, ଏହି "ଶ୍ରୀ ଭାଗବତ ସାର " ରଚନାର ଶୁଭ ଆରମ୍ଭ ହୋଇଥିବାରୁ ଏଥିରେ ଭାଗବତର ବିଷୟ ବସ୍ତୁ ଛଡା କିଛି ଏପରି ବିଷୟର ଚର୍ଚ୍ଚା କରିବା ଯାହା ସାଧାରଣ ମନରେ କୌତୁହଳ…

ସୁନ୍ଦରଗଡ଼ ଖଣି ଦୁର୍ନୀତିର ହେବ ଭିଜିଲାନ୍ସ ତଦନ୍ତ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖଣି ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ କଡ଼ା ଆଭିମୁଖ୍ୟ। ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ୍ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।…

ରୋଗୀ ସେବାର ଉନ୍ନତି ପାଇଁ ଗବେଷଣାକୁ ସାକ୍ଷମ କରିବା: ଏସ୍‌ସିବି ମେଡିକାଲ୍ କଲେଜରେ ଗବେଷଣା ପ୍ରଣାଳୀ କାର୍ଯ୍ୟଶାଳା

କଟକ: ଏସ୍‌ସିବି ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍‌ର ମଲ୍ଟି-ଡିସିପ୍ଲିନାରୀ ରିସର୍ଚ୍ଚ ୟୁନିଟ୍ (MRU) ରେ ଆୟୋଜିତ ତିନି ଦିନିଆ ଗବେଷଣା ପ୍ରଣାଳୀ କାର୍ଯ୍ୟଶାଳା ବ୍ୟାପକ ସଫଳତା ସହିତ ଶେଷ ହୋଇଛି। ୨୧ ରୁ ୨୩ ମଇ ଯାଏଁ ଏହି କାର୍ଯ୍ୟଶାଳୀ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରାଜ୍ୟ…

ପାକିସ୍ତାନ ବିରୋଧରେ ଆଉ ଏକ ବଡ଼ ପଦକ୍ଷେପ, ପାକ୍ ବିମାନ ପାଇଁ ଏନଓଟିଏଏମକୁ ମାସେ ବୃଦ୍ଧି କଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନ ବିରୋଧରେ ଭାରତର ଆଉ ଏକ ବଡ଼ ପଦକ୍ଷେପ। ପାକିସ୍ତାନ ବିମାନ ପାଇଁ NOTAMକୁ ମାସେ ବୃଦ୍ଧି କଲା ଭାରତ। ଜୁନ୍ ୨୩ ଯାଏଁ ପାକିସ୍ତାନୀ ବିମାନ ପାଇଁ ନିଜ ଏୟାରସ୍ପେସ୍ ବନ୍ଦ କଲା ଭାରତ । ପୂର୍ବରୁ ପାକିସ୍ତାନ ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ସରକାର ମେ ୨୩ ପର୍ଯ୍ୟନ୍ତ…

ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଟ୍ୱିନ ସିଟିର ଟ୍ରାଫିକ୍ ଭିଡ ହ୍ରାସ ଓ ସୌନ୍ଦର୍ଯ୍ୟକରଣକୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ ଯୋଜନା ସମ୍ପର୍କରେ ଆଲୋଚନା…

ଓଏଏସ୍ ସ୍ତରରେ ଅଦଳବଦଳ, ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ୱର: ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍‌ ପୋଷଣ ଓ ଏମ୍ଏମ୍‌ ପୋଷଣର ରାଜ୍ୟ ନୋଡାଲ୍…

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ନୀତି ନିର୍ଘଣ୍ଟ, ମଧ୍ୟରାତ୍ରୀରେ ପଡ଼ିବ ହାତଗଣ୍ଠି

ଭୁବନେଶ୍ୱର: ଲିଙ୍ଗରାଜ ମହାପ୍ରଭୁଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମେ ୩୦ ତାରିଖ ରାତି ୧୨ଟା ୫୦ରୁ ୩ଟା ମଧ୍ୟରେ ପଡ଼ିବ ହସ୍ତଗଣ୍ଠି। ରାତି ୧୦ଟା ୪୦ରୁ ୧୧ଟା ୩୦ ମଧ୍ୟରେ ବିମାନରେ ବିଜେ କରିବେ ମହାପ୍ରଭୁ। ବିମାନରେ ବିଜେ କରି କେଦାରଗୌରୀ ମନ୍ଦିରରେ ପହଞ୍ଚିବେ।…

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ବଡ଼ ସୁଯୋଗ, ମାସିକ ୧ହଜାର ଟଙ୍କାର ଷ୍ଟାଇପେଣ୍ଡ ସହ ମିଳିବ ନିଯୁକ୍ତି ଭିତ୍ତିକ ତାଲିମ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ମାସିକ ୧ ହଜାର ଟଙ୍କା ଷ୍ଟାଇପେଣ୍ଡ ସହ ଦିଆଯିବ ନିଯୁକ୍ତି ଭିତ୍ତିକ…

ବେଆଇନ୍ ମାଦକଦ୍ରବ୍ୟ ବିରୋଧରେ ହେବ ସଚେତନତା କାର୍ଯ୍ୟକ୍ରମ, ସ୍କୁଲସ୍ତରରେ ହେବ ପ୍ରବନ୍ଧ ପ୍ରତିଯୋଗିତା

ଭୁବନେଶ୍ୱର: ନୂଆ ସରକାର ରାଜ୍ୟର ଶାସନ ଭାର ହାତକୁ ନେବା ପରେ ବେଆଇନ ମାଦକ ଦ୍ରବ୍ୟ କାରବାର ଆନେକାଂଶରେ ହ୍ରାସ ପାଇଛି। ଅବକାରୀ ବିଭାଗ, ପୋଲିସ ପ୍ରଶାସନ ଏବଂ ସ୍ପେସାଲ୍‌ ସ୍କ୍ୱାର୍ଡ ଜରିଆରେ ନିୟମିତ ଚଢ଼ାଉ କରାଯାଇ ଅନେକ ବେଆଇନ ମଦଭାଟିକୁ ବନ୍ଦ କରାଯିବା ସହ ପ୍ରସ୍ତୁତି ସାମଗ୍ରୀ ଓ ଗାଡ଼ି…