Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡ଼ିଶାର ସଂସ୍କୃତିକୁ ବିଶ୍ୱସ୍ତରରେ ପ୍ରୋତ୍ସାହିତ କରିବା ପାଇଁ ପ୍ରସ୍ତାବ ଆଣିଲେ ନନ୍ଦିତା

ଭୁବନେଶ୍ବର:ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ ଶନିବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭେଟିଛନ୍ତି । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ବିଶ୍ୱ ସ୍ତରରେ ପ୍ରୋତ୍ସାହିତ…

ଡାଇରିଆ ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ;ଚିକିତ୍ସା ସେବାକୁ କାର୍ଯ୍ୟକ୍ଷମ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଶନିବାର ଲୋକସେବା ଭବନରେ ବୈଠକରେ କହିଛନ୍ତି…

ସ୍କୁଲରେ ଅଚାନକ ପହଞ୍ଚି ମଧ୍ୟାହ୍ନ ଭୋଜନ ମାନ ଯାଞ୍ଚ କଲେ ମନ୍ତ୍ରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଏକ ସ୍କୁଲକୁ ଅଚାନକ ପରିଦର୍ଶନ କରି ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ଏବଂ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଯାଞ୍ଚ କରିଛନ୍ତି ଓଡ଼ିଶା ବିଧାୟକ ମନୋରଞ୍ଜନ ଦ୍ୟାନ। ଚିକିଟି ବିଧାୟକ ଅଚାନକ ରାମଚନ୍ଦ୍ରପୁର ଜଗନ୍ନାଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ବୁଲି…

ଆସନ୍ତା ୨୫ରେ ଆୟୋଜିତ ହେବ ୬ଷ୍ଠ ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ୍‌-୨୦୨୫

ଭୁବନେଶ୍ବର: ଷଷ୍ଠ ଓଡ଼ିଶା ପର୍ଯ୍ୟଟନ କନକ୍ଲେଭ ୨୦୨୫ ଆସନ୍ତା ୨୫ ତାରିଖରେ ଭୁବନେଶ୍ୱରରେ ଏକ ଘରୋଇ ହୋଟେଲରେ ଆୟୋଜିତ ହେବ । ଓଡ଼ିଶାରେ ପର୍ଯ୍ୟଟନ ଶିଳ୍ପର ବିକାଶ ନେଇ ହେବ ଆଲୋଚନା । ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ବଡ଼ ବଡ଼ ପୁଞ୍ଜି ନିବେଶକୁ ଆକର୍ଷିତ କରିବା ଏବଂ ବିଦେଶୀ ପର୍ଯ୍ୟଟକଙ୍କୁ…

ଭାରତୀୟ ହକି ଖେଳାଳିଙ୍କୁ ମିଳିବ ମାସିକ ଭତ୍ତା

ନୂଆଦିଲ୍ଲୀ:ହକି ଇଣ୍ଡିଆର ବାରମ୍ବାର ଅନୁରୋଧ ପରେ କ୍ରୀଡ଼ା ମନ୍ତ୍ରଣାଳୟ ପୁରୁଷ ଏବଂ ମହିଳା ଉଭୟ ବର୍ଗରେ ଜାତୀୟ ଶିବିର ପାଇଁ ମନୋନୀତ ଖେଳାଳିମାନଙ୍କ ପାଇଁ ପ୍ରତିମାସ ୨୫,୦୦୦ଟଙ୍କାର ଭତ୍ତା ମଞ୍ଜୁର କରିଛି। ଫଳରେ ପ୍ରଥମଥର ପାଇଁ ହକି ଖେଳାଳି ଭତ୍ତା ପାଇବାକୁ ଯାଉଛନ୍ତି । ଟାର୍ଗେଟ…

ବିମାନରେ ଥିଲେ ୧୬୮ ଯାତ୍ରୀ, କମ ଇନ୍ଧନ ଯୋଗୁ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ

ବେଙ୍ଗାଲୁରୁ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ପ୍ରାୟ ଗୋଟିଏ ସପ୍ତାହ ପରେ ଅନ୍ୟ ଏକ ବିମାନର ପାଇଲଟ୍ MAYDAY କଲ୍ କରିଛନ୍ତି। ଇଣ୍ଡିଗୋର ଗୌହାଟୀ-ଚେନ୍ନାଇ ବିମାନର ପାଇଲଟ୍ ଏହି ଜରୁରୀକାଳୀନ କଲ୍ କରିଥିଲେ। ଏହି ଘଟଣାଟି ଜୁନ୍ ୧୯ ତାରିଖରେ ଘଟିଥିଲା ବେଳେ ଏହାକୁ ନେଇ ଯାତ୍ରୀଙ୍କ ଗହଣରେ…

ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି; ୫୦,୦୦୦ରୁ ଅଧିକ ଲୋକ ପ୍ରଭାବିତ

ବାଲେଶ୍ବର: ପଡ଼ୋଶୀ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଶନିବାର ଦିନ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇଛି। ଯାହା ଫଳରେ ବାଲେଶ୍ବର ଜିଲ୍ଲାର ଅନେକ ଗାଁ ଜଳମଗ୍ନ ହେବା ସହ ୫୦,୦୦୦ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସୂଚନା ଅନୁଯାୟୀ, ଭୋଗରାଇ, ବାଲିଆପାଳ, ବସ୍ତା ତିନୋଟି ବ୍ଲକ୍…

ସୁରକ୍ଷା ଆମ ସମସ୍ତଙ୍କଠାରୁ ଆରମ୍ଭ ହୁଏ : ଉଷା ପାଢ଼ୀ

ଭୁବନେଶ୍ବର: ସଡ଼କ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ଏହାର ଅତୁଟ ପ୍ରତିବଦ୍ଧତାର ଏକ ଅଂଶ ଭାବରେ, ରାଜଧାନୀ ଅଞ୍ଚଳ ସହରାଞ୍ଚଳ ପରିବହନ (CRUT) 'ଶୂନ ଦୁର୍ଘଟଣା ଦିବସ' ପଦକ୍ଷେପ ଅଧୀନରେ ଏହାର ପ୍ରୟାସକୁ ତୀବ୍ର କରିଛି। ସମସ୍ତ ସିଆରୟୁଟି ଡିପୁ ଏବଂ କାର୍ଯ୍ୟକ୍ଷମ ଟର୍ମିନାଲରେ ଦୈନିକ…

୨୦୦୦ କିମି ଦୂରରୁ ବି ପୂରା ଧ୍ବଂସ କରିଦେବ ସହର, ଜାଣନ୍ତୁ କେତେ ମାରାତ୍ମକ ଇରାନର ଏହି ମିସାଇଲ…..

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଘନାଉଛି ସଙ୍କଟ । ଇସ୍ରାଏଲ ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏବେ ଇରାନ ତାର ମାରାତ୍ମକ ଯୁଦ୍ଧ ଅସ୍ତ୍ର ବ୍ୟବହାର କରିବା ଆରମ୍ଭ କରିଦେଇଛି । ଯାହା ବିଶେଷ ଭାବେ କୌଣସି ଦେଶ ଏବଂ ତାହାର ନାଗରିକଙ୍କ ପାଇଁ ଘାତକ ବୋଲି ପ୍ରମାଣିତ ହୁଏ । ଇରାନ ପ୍ରଥମ ଥର…

ଭୁଲ୍ ମାଗିବା ପରେ ଦୟାଙ୍କ ଉପରୁ ନିଲମ୍ବନ ଉଠାଇଲା ଯାତ୍ରା ମାଲିକ ସଂଘ

ଭୁବନେଶ୍ବର: ଯାତ୍ରା ହାସ୍ୟ ଅଭିନେତା ଦୟାନିଧି ଉପାଧ୍ୟାୟଙ୍କ ଉପରୁ ଉଠିଲା ନିଲମ୍ବନ । ଯାତ୍ରା ମାଲିକ ସଂଘ ସଭାପତି ଓ ମାଷ୍ଟର ଆସୋସିଏସନଙ୍କୁ ଭୁଲ୍ ମାଗିବା ପରେ ଏହି ନିଲମ୍ବନ ଉଠିଛି । ସୂଚନାଥାଉକି, ଯାତ୍ରା ଗୁରୁମାନଙ୍କୁ ସମାଲୋଚନା କରିବା ପରେ ଦୟାଙ୍କ ଉପରେ ବ୍ୟାନ୍ ଲାଗିଥିଲା ।…