Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଅସୀମ ମୁନିରଙ୍କୁ ଫିଲ୍ଡ ମାର୍ଶାଲ ଭାବେ ପଦୋନ୍ନତି ଦେଲା ପାକିସ୍ତାନ

ଇସଲାମାବାଦ: ଆଜି ପର୍ଯ୍ୟନ୍ତ ଯେତେଥର ପାକିସ୍ତାନ ଓ ଭାରତ ମଧ୍ୟରେ ଯୁଦ୍ଧ ହୋଇଛି ସେତେଥର ପାକିସ୍ତାନକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଏହା ସତ୍ତ୍ୱେ ମଧ୍ୟ ପାକିସ୍ତାନୀ ସେନା ନିଜ ୟୁନିଫର୍ମ ଉପରେ ଗୋଟେ ପରେ ଗୋଟେ ପଦକ ବଢ଼ାଇବାରେ ଲାଗିଛି। ତେବେ ଏହା ମଧ୍ୟରେ ପାକିସ୍ତାନୀ ସେନା…

୫ ମାଓବାଦୀ ଗିରଫ; ମୁଣ୍ଡ ଉପରେ ଥିଲା ୩୬ ଲକ୍ଷ ପୁରସ୍କାର ରାଶି

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୀମାରୁ ଗଡ଼ଚିରୋଲି ଅଂଚଳରେ ୫ ମାଓବାଦୀକୁ ଗିରଫ । ସେମାନଙ୍କ ନାଁରେ ସରକାର ୩୬ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଗିରଫମାନଙ୍କ ମଧ୍ୟରେ ଜଣେ ଡିଭିସିଏମ ସଦସ୍ୟ, ଜଣେ ଏସିଏମ ଏବଂ ଅନ୍ୟ ୩ ଜଣ ପ୍ଲାଟୁନ ସଦସ୍ୟ ରହିଛନ୍ତି। ଗିରଫ ମାଓବାଦୀଙ୍କଠାରୁ…

ପ୍ରମୁଖ ପ୍ରତିରକ୍ଷା ପ୍ରତିଷ୍ଠାନକୁ ଉନ୍ନତ ବିଜୁଳି ସେବା ଯୋଗାଉଛି ଟିପିଏସ୍ଓଡିଏଲ୍; ୩୩ କେଭି ଲାଇନରେ ବାର୍ଡ ଗାର୍ଡ…

ବ୍ରହ୍ମପୁର: ଟିପିଏସ୍ଓଡିଏଲ୍ ପକ୍ଷରୁ ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜକୁ ସଂଯୋଗ ହୋଇଥିବା ୩୩ କେଭି ବିଦ୍ୟୁତ ଲାଇନର ଉନ୍ନତିକରଣ କରାଯାଇଛି। ଯାହା ଫଳରେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଅନୁଷ୍ଠାନକୁ ଭରସାଯୋଗ୍ୟ ବିଜୁଳି ଯୋଗାଣ ହୋଇପାରିବ। ଓଡ଼ିଶା ଉପକୂଳରେ ଥିବା…

ଭାରତ-ପାକିସ୍ତାନ ସୀମାରେ ରିଟ୍ରିଟ୍ ସେରିମୋନି ଆରମ୍ଭ, ଜୟ ହିନ୍ଦ୍ ନାରାରେ କମ୍ପିଲା ପରିବେଶ 

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପକ୍ଷରୁ ଅପରେସନ ସିନ୍ଦୂର ଆରମ୍ଭ କରାଯାଇଥିଲା। ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଯୋଗୁଁ ଅମୃତସରର ଅଟାରୀ-ୱାଘା ସୀମାରେ ରିଟ୍ରିଟ୍ ସେରିମୋନିକୁ ବନ୍ଦ କରିଦିଆଯାଇଥିଲା। ତେବେ ପରିସ୍ଥିତି ସାମାନ୍ୟ ସ୍ୱାଭାବିକ ହେବା ପରେ ମଙ୍ଗଳବାର…

ଆଇବି ମୁଖ୍ୟ ତପନ ଡେକାଙ୍କ ପୁଣି ବଢିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଗୋଟିଏ ବର୍ଷ ପାଇଁ ଇଣ୍ଟେଲିଜେନ୍ସ ବ୍ୟୁରୋ (IB) ନିର୍ଦ୍ଦେଶକ ତପନ କୁମାର ଡେକାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟର ନିଯୁକ୍ତି କମିଟି (ଏସିସି) ତାଙ୍କ ସେବା ଅବଧି ବୃଦ୍ଧିକୁ ଅନୁମୋଦନ କରିଛି।…

ଲାଞ୍ଚ ନେଇ ଫସିଲେ ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ବନ ବିଭାଗ ଅଧୀନରେ ଥିବା ବିସ୍ରା ଫରେଷ୍ଟ ଡିଭିଜନର ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକଙ୍କୁ ମଙ୍ଗଳବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୮,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଗିରଫ କରିଛନ୍ତି। ସେ ଏପ୍ରିଲ ମାସର ସରକାରୀ କାର୍ଯ୍ୟ…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ୍ ମେ ୨୧ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ। ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚଏସଇର ସୂଚନା ଅନୁଯାୟୀ, ଏକାସହ +୨ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ…

ନୂଆ ନାଁ ଓ ଫିଚର୍ସ ସହ ଆସିଲା ଗୁଗୁଲର ‘Find My Device’

ଭୁବନେଶ୍ବର:ଗୁଗୁଲ୍ ନିଜର ଲୋକପ୍ରିୟ ଫିଚର 'Find My Device' ର ଏକ ନୂତନ ସଂସ୍କରଣ ଆଣିଛି, ଯାହାର ନାଁ "Find Hub"ରହିଛି । Android Show ଇଭେଣ୍ଟରେ କମ୍ପାନୀ ଘୋଷଣା କରିଥିଲା ​​ଯେ, ଏହି ସେବା ଏବେ ପୂର୍ବ ଅପେକ୍ଷା ଅଧିକ ଶକ୍ତିଶାଳୀ ଏବଂ ବ୍ୟାପକ ହେବ। ପୂର୍ବରୁ ହଜିଯାଇଥିବା…

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ବଢିଲା ଯୁକ୍ତ ୩ ନାମଲେଖା ଆବେଦନ । ଆଜି ଆବେଦନର ଶେଷ ତାରିକ ଥିବାବେଳେ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାରେ କୁହାଯାଇଛି ଯେ, ଯେଉଁମାନେ…

ଏହି ସ୍ଥାନରେ ହେବ ଆଇପିଏଲ୍ ୨୦୨୫ର ଫାଇନାଲ ମ୍ୟାଚ୍

ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲ୍ ପାଇଁ ସ୍ଥାନ ଚୂଡ଼ାନ୍ତ ହୋଇଛି। ଆଇପିଏଲର ୧୮ତମ ସିଜିନର ଟାଇଟଲ ମୁକାବିଲା ଆସନ୍ତା ଜୁନ୍ ୩ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଯୋଗୁଁ ଆଇପିଏଲ୍ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ ରଖାଯାଇଥିଲା। ଏହି…