Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶ୍ରୀ ଭାଗବତ ସାର ୭୦: କିପରି ରଚିତ ହେଲା ଓଡ଼ିଆ ଭାଗବତ?

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତରେ ଶ୍ରୀଜଗନ୍ନାଥ ଦାସ ଅନେକ ଯାଗାରେ "ପ୍ରବନ୍ଧ " ଶବ୍ଦ ବ୍ୟବହାର କରିଛନ୍ତି, ଯଦିଓ ଶ୍ରୀଜଗନ୍ନାଥ ଦାସ ସଂସ୍କୃତ ଭାଗବତ ପରି ଏକ ମହାପୁରାଣ ଅବା ମହାକାବ୍ୟକୁ ପ୍ରାକୃତ (ଓଡ଼ିଆ) ଭାଷାରେ ଅନୁବାଦ କରୁଥିଲ। କୁହାଯାଏ…

୮ ବଡ ଶିଳ୍ପକୁ ମଞ୍ଜୁରୀ ; ଢେଙ୍କାନାଳରେ ବେଦାନ୍ତ କରିବ ମେଗା ପ୍ରକଳ୍ପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚଏଲସିଏ) ୧.୫୧ ଲକ୍ଷ କୋଟି ଟଙ୍କାର ୮ଟି ମେଗା ପ୍ରକଳ୍ପକୁ ଅନୁମୋଦନ କରିଛି। ୮ ଶିଳ୍ପ ହେଲେ ୬୦ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଢେଙ୍କାନାଳ ଜିଲ୍ଲାରେ ବେଦାନ୍ତ କରିବ ମେଗା…

ଦୁର୍ଘଟଣାର ତଦନ୍ତ ମଧ୍ୟରେ ଏକ ବଡ଼ ନିଷ୍ପତ୍ତି ; ଜୁନ ୧୭ରୁ କେଦାରନାଥରେ ପୁଣି ଆରମ୍ଭ ହେବ ହେଲି ସେବା

ଉତ୍ତରାଖଣ୍ଡ: ଜୁନ୍ ୧୫ ତାରିଖରେ କେଦାରନାଥ ଧାମରୁ ଗୁପ୍ତକାଶୀ ଯାଉଥିବା ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ, ଉତ୍ତରାଖଣ୍ଡ ସରକାର ହେଲିକପ୍ଟର ସେବା ପରିଚାଳନା ଉପରେ ରୋକ ​​ଲଗାଇଥିଲେ। ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ୭ ଅଟକ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ଲଜ୍ଜା। ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ଆସିଛି। ଖବରମୁତାବକ, ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଜଣେ ଯୁବତୀ ଅପରାହ୍ନରେ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଯାଇଥିଲେ…

ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍

ଭୁବନେଶ୍ବର:ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନାମୁତାବକ, ପରିବାର ଲୋକ ରଜ…

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ; ବର୍ଷକ ଯାଏଁ ମାଟିରେ ପୋତା ହୋଇଥାଏ ଏହି ତେଲ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ । ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି । ଜ୍ୱରରେ…

ଆତ୍ମନିର୍ଭର ଭାରତ ଆଡ଼କୁ ଆଉ ଏକ ବଡ଼ ପଦକ୍ଷେପ: ଲଞ୍ଚ ହେଲା ‘ଅଚଲ୍’ ଜାହାଜ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ: ଗୋଆ ସିପୟାର୍ଡ ଲିମିଟେଡ୍ (GSL) ଆଜି ଭାରତୀୟ ତଟରକ୍ଷୀ ବାହିନୀ ପାଇଁ ନିର୍ମିତ ଆଠଟି ଫାଷ୍ଟ ପାଟ୍ରୋଲ୍ ଜାହାଜ ମଧ୍ୟରୁ ଗୋଟିଏକୁ ସଫଳତାର ସହ ଉତକ୍ଷେପଣ କରିଛି। ଏହି ଜାହାଜର ନାମ 'ଅଚଲ୍' ରଖାଯାଇଛି। ପାରମ୍ପରିକ ବୈଦିକ ମନ୍ତ୍ର ମଧ୍ୟରେ କବିତା ହାରବୋଲା ଏହି ଜାହାଜକୁ…

ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍

ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାର ଲୋକମାନେ ମୋବାଇଲ୍ ଆପ୍ 'ଓଡିଶା ଯାତ୍ରୀ' ମାଧ୍ୟମରେ ଆମ୍ବୁଲାନ୍ସ ବୁକ୍ କରିପାରିବେ। ରାଜ୍ୟ ସରକାର ଆମ୍ବୁଲାନ୍ସ ସେବାକୁ ଏହାର ଘରୋଇ କ୍ୟାବ୍ ଆଗ୍ରିଗେଟର୍ ଆପ୍ ସହିତ ସଂଯୁକ୍ତ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରୁଛନ୍ତି। ସ୍ୱାସ୍ଥ୍ୟ ଏବଂ ପରିବାର…

ଅଦିନିଆ ରଥଯାତ୍ରା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ଚେତାବନୀ ଜାରି କରିଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, “ନୂଆପଡ଼ାରେ ଏହିପରି ଆୟୋଜନ ହେଉଥିବା ଜଣାପଡ଼ିବା ପରେ ଆମେ ତାହାକୁ ବନ୍ଦ କରି ସାରିଛୁ। ଅନ୍ୟ କୌଣସି ସ୍ଥାନରେ ଏହା…

୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ସେ କହିଛନ୍ତି ଯେ, ଯୁବ ଶକ୍ତି ହେଉଛନ୍ତି ଆମ…