Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

CM Mohan Majhi: ୩ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ମୁଖ୍ୟମନ୍ତ୍ରୀ, ରାଜ୍ୟକୁ ଆହୁରି ଅଧିକ ଆସିବ ପୁଞ୍ଜି

ଭୁବନେଶ୍ବର: ତିନିଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କୋଲକାତାରେ ନିବେଶକ ସମ୍ମିଳନୀରେ ଯୋଗଦେବାକୁ ଗୁରୁବାର ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୮ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ସେଠାରେ ରହିବେ । ଶୁକ୍ରବାର ଓ ଶନିବାର ଦୁଇ ଦିନ…

ଏଣିକି ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଦେବାକୁ ପଡିବନି ଏନ୍‌ଓସି

ଭୁବନେଶ୍ୱର: ଏଣିକି ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଦେବାକୁ ପଡିବନି ଏନ୍‌ଓସି। ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍‌ସି, ଓପିଏସ୍‌ସି, ଏସ୍‌ଏସ୍‌ବି, ଓଏସ୍‌ଏସ୍‌ସି, ଓଏସ୍‌ଏସ୍‌ଏସ୍‌ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି

ଗ୍ରିନଲାଣ୍ଡ ପହଞ୍ଚିଲେ ୟୁରୋପୀୟ ସୈନିକ, ବଢିଲା ସୁରକ୍ଷା ଚିନ୍ତା

ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ଉପାୟରେ ଗ୍ରିନଲାଣ୍ଡକୁ ନିଜ ସହିତ ମିଶାଇବାକୁ ଯୋଜନା କରୁଛନ୍ତି। ଏହା ଆର୍କଟିକ ଅଞ୍ଚଳରେ ବଢ଼ୁଥିବା ଭୂରାଜନୈତିକ ଅସ୍ଥିରତା ଏବଂ ସୁରକ୍ଷା ଚିନ୍ତାକୁ ବଢାଇଛି। ଡେନମାର୍କ ଏବଂ ଗ୍ରିନଲାଣ୍ଡର ବୈଦେଶିକ ମନ୍ତ୍ରୀମାନେ

 ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ। ନିୟମ ମାନିବାକୁ ସବୁ ବ୍ୟବସାୟୀକ ପ୍ରତିଷ୍ଠାନକୁ କଡ଼ା ନିର୍ଦ୍ଦେଶ ଦେଇଛି BMC। ପ୍ରତ୍ୟେକ ପ୍ରତିଷ୍ଠାନ ଦୋକାନ ପରିସରରେ ବର୍ଜ୍ୟର ସଂରକ୍ଷଣ କରିବା ବାଧ୍ୟତାମୂଳକ। ଏହାସହ

Cold Wave: ପୁଣି ରାଜ୍ୟରେ ହାଡ଼ଭଙ୍ଗା ଶୀତ, ଥରିବ ଏସବୁ ଜିଲ୍ଲା

ଭୁବନେଶ୍ୱର: ପୁଣି ରାଜ୍ୟରେ ହାଡ଼ଭଙ୍ଗା ଶୀତ ପ୍ରଭାବ। ପ୍ରବଳ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୨ଦିନ ଏଭଳି ସ୍ଥିତି ଲାଗି ରହିବ। ଝାରସୁଗୁଡ଼ାରେ ୬ ଡ଼ିଗ୍ରୀ ଛୁଇଁଲା ପାରଦ। ଆଜି ସକାଳ ୫ଟା ୩୦ରେ ୬.୮°C ରେକର୍ଡ ହୋଇଛି। ୨ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ

Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ

ରାୟପୁର:ଗୁରୁବାର ୫୨ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଆତ୍ମସମର୍ପଣକାରୀ ନକ୍ସଲଙ୍କୁ ଧରିବା ପାଇଁ ମୋଟ ୧କୋଟି୪୧ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ଏମାନେ ସମସ୍ତେ ଦକ୍ଷିଣ ଉପ-ଜୋନାଲ ବ୍ୟୁରୋ ସହିତ ଜଡିତ ଥିଲେ। ଆତ୍ମସମର୍ପଣ କରିଥିବା…

Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ:ଭାରତ ନିଜର ନାଗରିକମାନଙ୍କୁ ଇସ୍ରାଏଲ ଯାତ୍ରା ନକରିବାକୁ ପରାମର୍ଶ ଦେଇଛି। ଆସନ୍ତୁ ଜାଣିବା ଇସ୍ରାଏଲରେ ହଠାତ୍ କ’ଣ ଘଟିଲା ଯାହା ଭାରତକୁ ଏପରି ଆଡଭାଇଜରୀ ଜାରି କରିବାକୁ ପଡିଛି । ଇସ୍ରାଏଲରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ଭାରତୀୟ ଦୂତାବାସ…

Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ

ନୂଆଦିଲ୍ଲୀ: ଭାରତୀୟ ଜଳସୀମାରେ ଅବୈଧ ଭାବରେ ପ୍ରବେଶ କରୁଥିବା ଏକ ପାକିସ୍ତାନୀ ଡଙ୍ଗାକୁ ଭାରତୀୟ ତଟରକ୍ଷୀ ବାହିନୀ ଜବତ କରିଛି । ଡଙ୍ଗାରେ ଥିବା ୯ ଜଣ ପାକିସ୍ତାନୀଙ୍କୁ ଗିରଫ ମଧ୍ୟ ହୋଇଛନ୍ତି ।  ତଟରକ୍ଷୀ ବାହିନୀ ସେମାନଙ୍କର ଫଟୋ ମଧ୍ୟ ସେୟାର କରିଛି। ଏହି ଅପରେସନ୍ ଜାନୁଆରୀ ୧୪,…

group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆସନ୍ତାକାଲି ସହରର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମ୍ପୂର୍ଣ୍ଣ ସହରରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ ରହିବା ସହ BNSର ଧାରା ୧୬୩ ଲାଗୁ କରିଛି ପ୍ରଶାସନ ।…

ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦିନ ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି। ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଥିବା ନେଇ ସୂଚନା ମିଳିଛି।…