Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ । ସେପଟେ ଏହି ଘଟଣାରେ…

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା…

ଦୀଘା ‘ଜଗନ୍ନାଥ ଧାମ’ ନିଷ୍ପତ୍ତି ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲା ଇସ୍କନ

ପୁରୀ: ଦୀଘାରେ ଜଗନ୍ନାଥ ମନ୍ଦିରକୁ ନେଇ କିଛି ଦିନ ହେବ ବାଦ ବିବାଦ ଚାଲିଥିଲା। ଶ୍ରୀମନ୍ଦିରରୁ ବଳକା ଦାରୁ ଅଂଶ ନିଆଯାଇ ଚତୁର୍ଦ୍ଧା ବିଗ୍ରହ ନିର୍ମାଣ ପରେ ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠା ହେଲା। ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ବଙ୍ଗଳା ଚ୍ୟାନେଲକୁ…

ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ

ବଲାଙ୍ଗୀର:ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ ମେ ୨୮ରେ ଆସିବ। ପାଟଣାଗଡ଼ ଏଡିଜେ କୋର୍ଟ ରାୟ ଶୁଣାଇବେ। ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ରାୟ ଆଜି ଶେଷ…

ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ, ପାକିସ୍ତାନକୁ ସହଯୋଗ କରିବାର ମିଳିଲା ପ୍ରମାଣ

ନୂଆଦିଲ୍ଲୀ: ଭାରତରେ ତୁର୍କୀର ସରକାରୀ ସୋସିଆଲ ମିଡିଆ TRT ବ୍ୟାନ୍‌। ପାକିସ୍ତାନକୁ ସହଯୋଗ କରିବା ପ୍ରମାଣ ମିଳିବା ପରେ ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ। ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ତୁର୍କୀ ସହଯୋଗ କରିଥିଲା। ବିଦ୍ୱାନମାନେ କହିଛନ୍ତି, ଯାହାଙ୍କ ସହିତ ଆମେ…

ଭାରତ-ପାକିସ୍ତାନ ସୀମା ସହ ଭୁଜ ଏୟାରବେସ୍ ପରିଦର୍ଶନ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ଏହାର ଆତଙ୍କବାଦୀଙ୍କ ବିରୁଦ୍ଧରେ ଭାରତୀୟ ସଶସ୍ତ୍ର ବାହିନୀର ଅପରେସନ ସିନ୍ଦୂର ସଫଳ ହୋଇଛି । ଅଳ୍ପ ସମୟ ମଧ୍ୟରେ ଭାରତୀୟ ସେନା ପାକିସ୍ତାନକୁ କଡା ଜବାବ ଦେଇଥିଲା ଯେଉଁଥିପାଇଁ ପାକିସ୍ତାନ ଯୁଦ୍ଧବିରତି ପାଇଁ ନିବେଦନ କରିବା ଆରମ୍ଭ କଲା । ଏହା ପରେ ଉଭୟଙ୍କ…

ପୁଣି ଅରୁଣାଚଳ ପ୍ରଦେଶର ଅନେକ ସ୍ଥାନର ନାମ ବଦଳାଇଲା ଚୀନ୍, ଭାରତ ଦେଲା ଉଚିତ୍ ଜବାବ

ଶ୍ରୀନଗର: ଅପରେସନ ସିନ୍ଦୂର ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି । ତଥାପି, ସୀମାରେ ଏବେ ବି ସେନା ମୁତୟନ ଅଛନ୍ତି । ଏହି ସମୟରେ, ଅରୁଣାଚଳ ପ୍ରଦେଶରେ ଚୀନ୍ ପୁଣି ଥରେ ଦୁଃସାହସ ଦେଖାଇଛି । ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ ଚୀନ୍ ଅରୁଣାଚଳ ପ୍ରଦେଶର କିଛି…

ଖୁବ୍ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ସମସ୍ତ ପ୍ରକ୍ରିୟା କରାଯାଉଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା…

ମୋଦୀ ଚୁୁପ୍ ବସିବେ ନାହିଁ…, ଜେଲରେ ଥାଇ ଇମ୍ରାନ ଖାନଙ୍କୁ ଘାରିଛି ମୋଦୀଙ୍କ ଆକ୍ରମଣାତ୍ମକ ରଣନୀତି

ମୋଦୀ ଚୁୁପ୍ ବସିବେ ନାହିଁ, ପୁଣି ଦେବେ ଚକମା! 'ଭାରତର ନିରବତାକୁ ଦେଖି ପଛଘୁଞ୍ଚା ଦେବା ଠିକ୍ ନୁହେଁ' ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ କୂଟନୈତିକ ଯୁଦ୍ଧ ଏବେ ଚରମ ସୀମାରେ! ପାକିସ୍ତାନର ତଳସ୍ତରର କୂଟନୀତି ଓ ଷଡ଼ଯନ୍ତ୍ର ପୁଣି ଥରେ ଉଜାଗର ହୋଇଛି! ଭାରତ ଏହାର କଡ଼ା…

ଆସିଲା ‘ତାରେ ଜମିନ ପର’ ସିକ୍ୱେଲ, କୋଚ୍ ସାଜିଲେ ଆମିର ଖାନ୍

ମୁମ୍ବାଇ: ଆମିର ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସିତାରେ ଜମିନ ପର’ ଗତ କିଛି ସମୟ ଧରି ଚର୍ଚ୍ଚାରେ ରହିଛି। କାରଣ ଏହା ଫିଲ୍ମ'ତାରେ ଜମିନ ପର' ସିକ୍ୱେଲ ‘ସିତାରେ ଜମିନ ପର’। ଏହା ଏକ ଭିନ୍ନ ସ୍ଵାଦର ଏବଂ ଭିନ୍ନ ଧରଣର ଫିଲ୍ମ। ଏହାର ଟ୍ରେଲର ମଙ୍ଗଳବାର ରିଲିଜ୍ ହୋଇଛି। ଟ୍ରେଲର ଆସିବା…