Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁଣି ମଣିପୁରରେ ଉତ୍ତେଜନା; ୫ ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ

ଇମ୍ଫାଲ୍: ପୁଣି ମଣିପୁରରେ ମୁଣ୍ଡ ଟେକିଲା ହିଂସା । ବିଷ୍ଣୁପୁର ଜିଲ୍ଲାରେ ହିଂସାତ୍ମକ ପ୍ରତିବାଦ ନେଇ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ୫ଟି ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ଶନିବାର ରାତିରୁ ୫ ଦିନ ପାଇଁ ବନ୍ଦ କରିଦିଆଯାଇଛି । ମୈତେଇ ସମ୍ପ୍ରଦାୟର ନେତା ଆରାମ୍ବାଇ ତେଙ୍ଗଗୋଲଙ୍କୁ…

ମହେନ୍ଦ୍ର ଦେବ ହେଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ପରିଷଦ ଅଧ୍ୟକ୍ଷ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ପରିଷଦ (ଇଏସି-ପିଏମ୍‌)ର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଏସ୍‌. ମହେନ୍ଦ୍ର ଦେବ । ସେ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଭେଲପମେଣ୍ଟ ରିସର୍ଚ୍ଚର ପୂର୍ବତନ କୁଳପତି । ଇଏସି-ପିଏମ୍‌ର ପ୍ରଥମ ଅଧ୍ୟକ୍ଷ ବିବେକ ଦେବରୟଙ୍କ…

ପ୍ରଚାର କାର୍ଯ୍ୟକ୍ରମ ଚାଲିଥିବାବେଳେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼

ବୋଗୋଟା: କୋଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ । ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଚାଲିଥିବା ସମୟରେ ଜଣେ ପ୍ରାର୍ଥୀଙ୍କୁ ଗୁଳିମାଡ଼ ହୋଇଛି । ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍‌ ଉରିବେଙ୍କୁ ଗୁଳିମାଡ଼ ହୋଇଛି । ବୋଗୋଟା ସହରରେ ଏକ ପ୍ରଚାର କାର୍ଯ୍ୟକ୍ରମରେ…

ଶ୍ରୀ ଭାଗବତ ସାର ୬୧: ଭାଗବତଙ୍କର ମୂଳ ଉଦ୍ଦେଶ୍ୟ ହେଲା ଶ୍ରେଷ୍ଠ ମାନବ ଜୀବନର ଅବତାରଣା କରିବା

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ଆମକୁ ଅନେକ କଠିନ ଯୋଗ କ୍ରିୟା ବିଷୟରେ ଅବଗତ କରାଇଲେ, ଯାହାର ମୂଳ ଉଦ୍ୟେଶ ହେଲା ଶ୍ରେଷ୍ଠ ମାନବ ଜୀବନର ଅବତାରଣା କରିବା। ମାନବ ଟିଏ ଜନ୍ମ ହୋଇଥାଏ ଅନେକ ଦିବ୍ୟତାଙ୍କୁ ସାଙ୍ଗରେ ନେଇ କିନ୍ତୁ ଆଧ୍ୟାତ୍ମିକ ଚେତନାର…

ମହାପ୍ରଭୁଙ୍କ ପାଇଁ ଖୋଲାଯିବ ଡିଜିଟାଲ ହୁଣ୍ଡି; ଦାନ ପ୍ରକ୍ରିୟା ହେବ ସରଳ

ପୁରୀ:ଶ୍ରୀ ମନ୍ଦିର ପାଇଁ ଆରମ୍ଭ ହେବ ଡିଜିଟାଲ ହୁଣ୍ଡି । ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ଆଇନ ବିଭାଗ…

FIH ହକି ପ୍ରୋ ଲିଗ୍ ୟୁରୋପିଆନ ଲେଗ୍ :ନେଦରଲ୍ୟାଣ୍ଡ ବିପକ୍ଷରେ ଭାରତୀୟ ପୁରୁଷ ଦଳର ପରାଜୟ

ନୂଆଦିଲ୍ଲୀ: ଏଫଆଇଏଚ ପୁରୁଷ ହକି ପ୍ରୋ ଲିଗ ୨୦୨୪-୨୫ର ୟୁରୋପିଆନ ଲେଗ୍ ଆରମ୍ଭ ହୋଇଯାଇଛି । ଶନିବାର ଭାରତୀୟ ପୁରୁଷ ହକି ଦଳ ଏହି ଲେଗ୍ ରେ ପ୍ରଥମ ମ୍ୟାଚ ନେଦରଲ୍ୟାଣ୍ଡ ବିପକ୍ଷରେ ନେଦରଲ୍ୟାଣ୍ଡର ଆମଷ୍ଟେଲଭିନର ୱାଗେନର ହକି ଷ୍ଟାଡିୟମରେ ଖେଳିଥିଲେ । ତେବେ ଭାରତୀୟ ପୁରୁଷ ଦଳ ଏହି ମ୍ୟାଚରେ…

ପର୍ଦ୍ଦାଫାସ:ପାକିସ୍ତାନୀ ସବ୍‌-ଇନ୍ସପେକ୍ଟରଙ୍କ ସହ ଜ୍ୟୋତିଙ୍କ ରହିଛି ଲିଙ୍କ୍‌ !

ନୂଆଦିଲ୍ଲୀ: ପାକିସ୍ତାନ ପାଇଁ ଗୁପ୍ତଚର କାମ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ନେଇ ଆଉ ଏକ ଖୁଲସା ହୋଇଛି । ପାକିସ୍ତାନ ପୋଲିସର ଅବସରପ୍ରାପ୍ତ ସବ୍‌-ଇନ୍ସପେକ୍ଟର ନାସିର ଢିଲୋ ଏବଂ ଭାରତୀୟ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ମଧ୍ୟରେ ଲିଙ୍କ୍‌ ଥିବା…

ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ବର୍ଷା , ଏହି ଜିଲ୍ଲାକୁ ୟଲୋ ଓ୍ବାର୍ଣ୍ଣିଂ..

ଭୁବନେଶ୍ବର: ଆଗାମୀ ୨-୩ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ଝଡ ବର୍ଷା ହେବାର ସମ୍ଭାବନା ରହିଛି । ୩୦-୪୦ କିଲୋମିଟର ବେଗରେ ପବନ ବହିବ ଏଥିସହ କିଛି ଜିଲ୍ଲାକୁ ୟଲୋ ଓ୍ବାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଅନୁଗୁଳ, ଯାଜପୁର,…

ବିଗିଡ଼ିଲା ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ: ପୁଣି ବିଗିଡିଲା ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା। ସିମଲାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହୋଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ଶନିବାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲ (IGMC) କୁ ନିଆଯାଇଥିଲା।…

ସୁନା ହେବ ସୁବର୍ଣ୍ଣପୁର ଜିଲ୍ଲା;ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ 

ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦ କୋଟି…