Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ପ୍ରସ୍ତାବରେ ବାଜିଲା ମୋହର; ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ଶୁକ୍ରବାର ୪ ପ୍ରସ୍ତାବ ଉପରେ ମୋହର ମାରିଛି। ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥିବା ବେଳେ ୪ଟି ପ୍ରସ୍ତାବରେ ବାଜିଲା ମୋହର । ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି।…

୨୦୨୬ ଏପ୍ରିଲରେ ବାଂଲାଦେଶରେ ସାଧାରଣ ନିର୍ବାଚନ

ଢାକା:ବାଂଲାଦେଶରେ ବହୁ ପ୍ରତୀକ୍ଷିତ ଜାତୀୟ ନିର୍ବାଚନ ୨୦୨୬ ଏପ୍ରିଲ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ବାଂଲାଦେଶରେ ଶେଖ ହାସିନାଙ୍କ ବିଦ୍ରୋହ ପରେ ଆନ୍ତରୀଣ ସରକାରଙ୍କ ଶାସନ ଜାରି ରହିଛି। ବାଂଲାଦେଶରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଏକ ଅନ୍ତରୀଣ ସରକାର କାର୍ଯ୍ୟ କରୁଛି। ତେବେ ଶୁକ୍ରବାର…

କର୍ଣ୍ଣାଟକ ହାଇକୋର୍ଟରୁ କେଏସସିଏକୁ ବଡ଼ ଆଶ୍ୱସ୍ତି, ଦଣ୍ଡମୂଳକ କାର୍ଯ୍ୟାନୁଷ୍ଠାନ ଉପରେ ସ୍ଥଗିତାଦେଶ

କର୍ଣ୍ଣାଟକ: ଶୁକ୍ରବାର କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବେଙ୍ଗାଲୁରୁ ଷ୍ଟାଡିୟମ ଦଳାଚକଟା ମାମଲାରେ କର୍ଣ୍ଣାଟକ ରାଜ୍ୟ କ୍ରିକେଟ ଆସୋସିଏସନ ବିରୁଦ୍ଧରେ କୌଣସି ପ୍ରକାରର ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ କୋର୍ଟ କହିଛନ୍ତି। କିନ୍ତୁ କୋର୍ଟ କେଏସସିଏ…

ଭାଙ୍ଗୁଛି ମାଓଗଡ଼: ଏନକାଉଣ୍ଟରରେ ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ

ରାୟପୁର: ଭୁଶୁଡୁଛି ମାଓ ଦୁର୍ଗ। ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ। ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଶୁକ୍ରବାର ପୁଣି ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଏହି ବଡ଼ ଏନକାଉଣ୍ଟର ହୋଇଛି। ଏଥିରେ ତେଲଙ୍ଗାନାର ମୋଷ୍ଟ…

ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷର

ଭୁବନେଶ୍ୱର: ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ,…

ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ

ଭୁବନେଶ୍ୱର: ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ ଦେବାକୁ କେବେ ଭୁଲିବେ ନାହିଁ ବୋଲି…

ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ: କରୋନା ଭଳି ଲକ୍ଷଣ ଥିଲେ ଯିବାକୁ ମନା

ଭୁବନେଶ୍ବର:ରାଜ୍ୟରେ ପ୍ରତିଦିନ କୋଭିଡ ମାମଲା ବୃଦ୍ଧି ପାଉଛି। କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦେଶାବଳୀ। କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି,…

ଜିନ୍ଦଲ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଯୋଡ଼ା/ବଡ଼ବିଲ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାର (ଜେଏସପି) ପକ୍ଷରୁ ବୈଶ୍ୱିକ ଆହ୍ୱାନ “ବିଟ୍ ଦ ପ୍ଲାଷ୍ଟିକ ପଲ୍ୟୁସନ” ଆଧାରରେ ବଡ଼ବିଲ ପେଲେଟ ପ୍ଲାଣ୍ଟ, କାଶିଆ ଓ ଟେନ୍ସା ମାଇନ୍ସରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କ୍ରମରେ ବ୍ୟାପକ ବୃକ୍ଷରୋପଣ ସମେତ ବିଭିନ୍ନ ସଚେତନତାଧର୍ମୀ…

ରାଜ୍ୟସଭାକୁ ଯିବେ ସାଉଥ୍ ସୁପରଷ୍ଟାର କମଲ ହାସନ, ପ୍ରାର୍ଥୀପତ୍ର କଲେ ଦାଖଲ

ଚେନ୍ନାଇ: ରାଜ୍ୟସଭାକୁ ଯିବେ ସାଉଥ୍ ସୁପରଷ୍ଟାର କମଲ ହାସନ। ଡିଏମକେ ତରଫରୁ ସେ ରାଜ୍ୟସଭାକୁ ଯାଉଛନ୍ତି। ସେ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରକୃତରେ, ତାମିଲନାଡୁର ଶାସକ ଡିଏମକେ ତାଙ୍କ କୋଟାର ଚାରୋଟି ରାଜ୍ୟସଭା ଆସନ ମଧ୍ୟରୁ ଗୋଟିଏ କମଲ ହାସନଙ୍କ ଦଳ ମକ୍କାଲ ନିଧି ମୟମ…

ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ମାମଲା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ୍‌

ସୁନ୍ଦରଗଡ଼: ମାଓବାଦୀ ବିସ୍ଫୋରକ ଲୁଟ୍ ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପଥର ଖଣି ମାଲିକ ନିରଜ ପାଣ୍ଡେଙ୍କୁ ଦୁଇ ଦିନ ଭିତର ହାଜର ହେବା ପାଇଁ ନୋଟିସ୍‌ରେ ଉଲ୍ଲେଖ ରହିଛି । ବାଙ୍କୋ ଖଣିକୁ ନୋଟିସ୍‌…