Latest Odisha News
Browsing Category

ମୁଖ୍ୟ ଖବର

Court Summons Rahul Gandhi: ଅମିତ ଶାହଙ୍କୁ ହତ୍ୟାକାରୀ କହିବା ପ୍ରସଙ୍ଗ, ୧୯ରେ ହାଜର ହେବାକୁ ରାହୁଲ ଗାନ୍ଧୀଙ୍କୁ…

ସୁଲତାନପୁର: ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୁଦ୍ଧରେ ଅପମାନଜନକ ମନ୍ତବ୍ୟ ଦେବା ମାମଲାରେ ମଙ୍ଗଳବାର ଦିନ ସୁଲତାନପୁରର ସାଂସଦ/ବିଧାୟକ କୋର୍ଟରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଶୁଣାଣି ହୋଇଥିଲା। ପ୍ରାୟ ୪୦ ମିନିଟ୍ ଧରି ଚାଲିଥିବା ଏହି ଶୁଣାଣି ପରେ, କୋର୍ଟ ରାହୁଲ…

Steve Smith: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଷ୍ଟିଭ୍ ସ୍ମିଥ୍‌ଙ୍କ ବିସ୍ଫୋରକ ପ୍ରଦର୍ଶନ! ଭାଙ୍ଗିଲେ ୯୬ ବର୍ଷର…

ସିଡ୍‌ନି: ଅଷ୍ଟ୍ରେଲିଆର ସିଡ୍‌ନି କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଉଥିବା ପଞ୍ଚମ ଏବଂ ଅନ୍ତିମ ଆସେସ୍ ଟେଷ୍ଟରେ ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଷ୍ଟିଭ୍ ସ୍ମିଥ୍ ଏକ ସଫଳତା ହାସଲ କରିଛନ୍ତି ଯାହା କ୍ରିକେଟ୍ ଇତିହାସରେ ତାଙ୍କ ନାମକୁ ଆହୁରି ଉଚ୍ଚ କରିଛି। ଇଂଲଣ୍ଡ ବିପକ୍ଷରେ ତୃତୀୟ…

Venezuela Security Officers: ଭେନେଜୁଏଲାର ୨୪ ସୁରକ୍ଷା ଅଧିକାରୀ ନିହତ!

ୱାସିଂଟନ: ଭେନେଜୁଏଲା ସାମରିକ ବାହିନୀ ଘୋଷଣା କରିଛି ଯେ ଶନିବାର ଦିନ ଆମେରିକୀୟ ସାମରିକ କାର୍ଯ୍ୟାନୁଷ୍ଠାନରେ ଅତି କମରେ ୨୪ ଜଣ ଭେନେଜୁଏଲା ସୁରକ୍ଷା ଅଧିକାରୀ ନିହତ ହୋଇଛନ୍ତି। ଏହା ଦ୍ୱାରା ସରକାରୀ ମୃତ୍ୟୁ ସଂଖ୍ୟା ୫୬କୁ ପହଞ୍ଚିଛି। ରିପୋର୍ଟ ଅନୁଯାୟୀ ଆକ୍ରମଣରେ ଅଧିକ ସାଧାରଣ…

US To Buy Venezuela Oil: ଟ୍ରମ୍ପଙ୍କ ବଡ଼ ଘୋଷଣା: ଭେନେଜୁଏଲାର ତେଲ କିଣିବ ଆମେରିକା

ୱାଶିଂଟନ: ଭେନେଜୁଏଲା ଦଖଲ ପରେ ତୈଳ ଭଣ୍ଡାର କବଜା କଲା ଆମେରିକା। ୩୦-୫୦ ମିଲିୟନ ବ୍ୟାରେଲ ତୈଳ ବିକ୍ରି କରିବ ଆମେରିକା। ବଜାର ମୂଲ୍ୟରେ ବିକ୍ରି ତୈଳରୁ ଆସିଥିବା ଅର୍ଥ ଭେନେଜୁଏଲା ଏବଂ ଆମେରିକାବାସୀଙ୍କ ସ୍ୱାର୍ଥରେ ବିନିଯୋଗ ହେବ। ସୋସିଆଲ ମିଡିଆରେ ଉଲ୍ଲେଖ କଲେ ଡୋନାଲ ଟ୍ରମ୍ପ।…

Odisha Cold Wave: ରାଜଧାନୀରେ ହାଡ଼ ଭଙ୍ଗା ଜାଡ଼, ସବୁଠି ପାରଦ ତଳମୁହାଁ

ଭୁବନେଶ୍ୱର: ରାଜଧାନୀରେ ହାଡ଼ ଭଙ୍ଗା ଜାଡ। ଭୁବନେଶ୍ୱରରେ ୭ ଡିଗ୍ରୀ ତଳକୁ ଖସିଲା ପାରଦ। ସକାଳ ୫ଟା ୩୦ରେ ୭.୨ ଡିଗ୍ରୀ ରହିଛି ତାପମାତ୍ରା। ଜାଡ଼ରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳମୁହାଁ । ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ । ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ଓ…

Bulldozer Action: ମଧ୍ୟରାତ୍ରିରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ, ପଥର ମାଡରେ ୫ ପୋଲିସ କର୍ମଚାରୀ ଆହତ

ନୂଆଦିଲ୍ଲୀ: ରାଷ୍ଟୟୀୟ ରାଜଧାନୀ ନୂଆଦିଲ୍ଲୀର ତୁର୍କମାନ ଗେଟ୍ ଅଞ୍ଚଳର ରାମଲୀଳା ମଇଦାନ ନିକଟରେ ଫୈଜ-ଏ-ଇଲାହି ମସଜିଦ ପାଖରେ ମଧ୍ୟରାତ୍ରିରେ ବେଆଇନ ଜବରଦଖଲ ହଟାଇ ଦିଆଯାଇଛି। ଜାନୁଆରୀ ୭ ତାରିଖ ମଧ୍ୟରାତ୍ରିରେ ୧୦ଟି ବୁଲଡୋଜର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ ସେଠାରେ…

Flights Cancelled: କୁହୁଡ଼ି ଯୋଗୁଁ ଦିଲ୍ଲୀରେ ୬ଟି ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ: ଭୀଷଣ ଶୀତ ଏବଂ ଘନ କୁହୁଡ଼ି ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ବିମାନ ଚଳାଚଳରେ ବାଧା ସୃଷ୍ଟି କରିଛି। ଆଜି ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୃଶ୍ୟମାନତା ଅତ୍ୟନ୍ତ କମ୍ ରେକର୍ଡ କରାଯାଇଥିଲା, ଯାହା ଫଳରେ ବିମାନ ଚଳାଚଳରେ ଗୁରୁତର ବାଧା ସୃଷ୍ଟି…

ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍‌ମା ଲାଗୁ କଲେ

ଭୁବନେଶ୍ୱର: ସାରା ଓଡ଼ିଶାରେ ଡାକ୍ତରମାନେ ପ୍ରତିଦିନ ଦୁଇ ଘଣ୍ଟା ଧରି ଓପିଡିରେ ବସୁନଥିବାରୁ ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସ୍‌ମା) ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତେବେ ଏହି ନିୟମ ଅନୁଯାୟୀ ଛଅ ମାସ ପାଇଁ ରାଜ୍ୟର ସମସ୍ତ ସରକାରୀ ଏବଂ…

ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ

ଭୁବନେଶ୍ୱର: ନବ ବର୍ଷର ଆରମ୍ଭରେ ହିଁ ଭୁବନେଶ୍ୱର ଓ କଟକ ଭଳି ସହରର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) 'ଗମ୍ଭୀର' ବର୍ଗକୁ ବୃଦ୍ଧି ପାଇଥିବାରୁ ସରକାର କଠୋର କଟକଣା ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନବବର୍ଷ ସକାଳେ ହିଁ ଭୁବନେଶ୍ୱରରେ ଏକ୍ୟୁଆଇ ୩୫୨ ଏବଂ କଟକରେ ୩୦୯ ରେକର୍ଡ…

Government new rules ସାବଧାନ!ରାସ୍ତାରେ ପାନ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ବିହାର: ରାସ୍ତାଘାଟରେ ଏଣେତେଣେ ପାନ ଛେପ ପକାଉଛନ୍ତି କି ସାବଧାନ! ନହେଲେ ଦେବାକୁ ପଡ଼ିବ ଫାଇନ । ସହରକୁ ସୌନ୍ଦର୍ଯ୍ୟ କରି ରଖିବା ଦିଗରେ ସରକାର ନେଇଛନ୍ତି ପଦକ୍ଷେପ । ପାନ କିମ୍ବା ଗୁଟଖା ଖାଇବା ପରେ ଆପଣ ଖୋଲାରେ ଛେପ ପକାଇଥିବା ଲୋକଙ୍କ ବିରୁଦ୍ଧରେ କଠୋର ହୋଇଛନ୍ତି ବିହାର…