Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମମତାଙ୍କୁ ଚିଠି ଲେଖି କହିଲେ ମୁଖ୍ୟମନ୍ତ୍ରୀ; ଦୀଘା ମନ୍ଦିରକୁ ‘ଧାମ’କୁହାନଯାଉ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ ମନ୍ଦିରକୁ…

କଟକରୁ ୫୧ଲକ୍ଷ ମୂଲ୍ୟର ହିରୋଇନ୍ ଜବତ;୨ ଗିରଫ

କଟକ: ସିଲଭରସିଟିରୁ ଅଧ କେଜିରୁ ଅଧିକ ହିରୋଇନ୍ ଜବତ କରିଛି ଅବକାରୀ ଫ୍ଲାଇଙ୍ଗ ସ୍ଵାଡ । ଜବତ ନିଶା ଦ୍ରବ୍ୟର ଆନୁମାନିକ ମୂଲ୍ୟ ୫୧ ଲକ୍ଷ ୫୦ ହଜାର ଟଙ୍କା । ଏନେଇ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ ।…

ଗର୍ଜିବ ଭାରତର ଯୁଦ୍ଧ ବିମାନ ; କାଲି ପାକିସ୍ତାନ ସୀମାରେ ହେବ ସମରାଭ୍ୟାସ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଏହି ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ ଭାରତ ଏକ ବଡ଼ ନିଷ୍ପତ୍ତି ନେଇଛି। ଭାରତ ୭ ଏବଂ ୮ ମେ ରେ ପାକିସ୍ତାନ ସୀମା ନିକଟରେ ଏକ ବଡ଼ ସମରାଭ୍ୟାସ କରିବାକୁ ଯାଉଛି। ଏହି ଅଭ୍ୟାସରେ ଭାରତୀୟ ବାୟୁସେନା ରାଜସ୍ଥାନ…

୩ ପର୍ଯ୍ୟାୟରେ ନିର୍ମାଣ ହେବ ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର, ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ଆଗମନ ଆଶା

ଭୁବନେଶ୍ୱର: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାନୁଯାୟୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି…

ଏସଡିଆଇପିଆରଓ ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ: ମିଳିବ ଗ୍ରେସ୍‌ ମାର୍କ

ଭୁବନେଶ୍ବର: ଏସଡିଆଇପିଆରଓ (ଓଆଇଏସ-୨) SDIPRO (OIS-II) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଗ୍ରେସ୍‌ ଦେବାକୁ ଓପିଏସସି (OPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପେପରରେ ୬ ମାର୍କ କମ୍ ଥିଲା । ୧୦୦…

ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ

ଭୁବନେଶ୍ୱର: ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଦିନ ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ୍ ଆସେଟ୍ସ ଆଣ୍ଡ ନେଟୱାର୍କ (B-MAAN) ଯୋଜନା ଅଧୀନରେ ଏହି ଦୈନିକ ବିମାନ ଉଡାଣ ନେଇ ସୂଚନା ଦେଇଛନ୍ତି। ସେ ସରକାରୀ ଏକ୍ସ…

ଆମେରିକା ସଂସଦର ବାଚସ୍ପତିଙ୍କ ପହଲଗାମ ଆକ୍ରମଣକୁ ନିନ୍ଦା ; କହିଲେ- ଆତଙ୍କବାଦ ବିରୋଧରେ ଆମେ ଭାରତ ସହ ଅଛୁ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିରନ୍ତର ନିନ୍ଦା କରାଯାଉଛି। ଏବେ ଆମେରିକା ସଂସଦର ବାଚସ୍ପତି ମାଇକ୍ ଜନସନ୍ ମଧ୍ୟ ପହଲଗାମ ଆକ୍ରମଣକୁ ଭୁଲ ବୋଲି କହିଛନ୍ତି। ସେ କହିଛନ୍ତି ଯେ, ଆତଙ୍କବାଦ ବିରୋଧରେ ଲଢ଼େଇରେ ଆମେରିକା ଭାରତକୁ ପୂର୍ଣ୍ଣ ସମର୍ଥନ କରିବ। ସେ ଭାରତକୁ ଅନେକ…

ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ଆଜି ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ ହୋଇଛି । ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍ । ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ ୨୬୩ ଗ୍ରାମର ଧଳାଜହର ଜବତ…

ଭାଙ୍ଗୁଛି ମାଓଗଡ଼: ପୁଣି ଆତ୍ମସମର୍ପଣ କଲେ ୧୪ ହାର୍ଡକୋର ମାଓବାଦୀ

ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ଗତ କିଛି ଦିନ ହେବ ଲଗାତାର ଆତ୍ମସମର୍ପଣ କରୁଛନ୍ତି ନକ୍ସଲ। ଦୁର୍ବଳ ହୋଇପଡିଲାଣି ଲାଲବାହିନୀ। ଏବେ ପୁଣି ଆତ୍ମସମର୍ପଣ କଲେ ୧୪ ହାର୍ଡକୋର ମାଓବାଦୀ। ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ଭଦ୍ରାଦି କତୋଗୁଡ଼ମ ଏସପିଙ୍କ ନିକଟରେ ଆତ୍ମସମର୍ପଣ…

ପୁଣି ବଢିଲା ସୁନା ଦର: ଜାଣନ୍ତୁ କେତେ ରହିଛି ଦାମ୍

ଭୁବନେଶ୍ବର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କିଛି ଦିନର ଆଶ୍ୱସ୍ତି ପରେ ପୁଣି ସୁନା ଦରରେ ବୃଦ୍ଧି ଘଟି ଆକାଶ ଛୁଆଁ ହୋଇଛି । ଆଜି ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୮,୪୬୦ ଟଙ୍କା ରହିଛି । ଗତକାଲି ଅର୍ଥାତ୍…