Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ। ସିଡିପିଓ…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି । ନିଗମ ଗୁଡିକ ହେଲା ଓଡ଼ିଶା କୃଷି…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ। କେହି ଦୋଷୀ ସାବ୍ୟସ୍ତ ହେଲେ…

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।…

ଗଙ୍ଗା ଏକ୍ସପ୍ରେସ୍‌ ୱେରେ ମିରାଜ,ରାଫେଲର ଯୁଦ୍ଧାଭ୍ୟାସ; ରାତିରେ ଯୁଦ୍ଧ ବିମାନ ଅବତରଣ ପରୀକ୍ଷଣ

ଉତ୍ତରପ୍ରଦେଶ:ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଅବତରଣ ଅଭ୍ୟାସ ଆରମ୍ଭ କରିଛି । ମେରଠ-ପ୍ରୟାଗରାଜ ଗଙ୍ଗା ଏକ୍ସପ୍ରେସୱେର ଶାହଜାହାନପୁର ନିକଟରେ ନିର୍ମିତ ଏୟାରଷ୍ଟ୍ରିପରେ ବାୟୁସେନା ରାଫେଲ, ମିରାଜ ଏବଂ ଜାଗୁଆର ଭଳି ଅତ୍ୟାଧୁନିକ ଯୁଦ୍ଧବିମାନ ନିଜର ଯୁଦ୍ଧ ପ୍ରସ୍ତୁତି ଓ ଶକ୍ତି ପ୍ରଦର୍ଶନ…

ଆଗାମୀ ୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ । ଏହା ସହ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି…

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ, ଏଥର ବି ବାଜି ମାରିଲେ ଛାତ୍ରୀ

ଭୁବନେଶ୍ୱର: ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ। ମାଧ୍ୟମିକ ବୋର୍ଡ ଅଫିସରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇଛି। କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷାମନ୍ତ୍ରୀ। ତେବେ ଆଜି ସନ୍ଧ୍ୟା ୬ଟା…

ଚର୍ଚ୍ଚାରେ ପରେଶ ରାଓ୍ବଲଙ୍କ ରେମେଡି: ରୋଗ ଭଲ କରିବ ପରିସ୍ରା!

ମୁମ୍ବାଇ: ବଲିଉଡ ଅଭିନେତା ପରେଶ ରାୱଲ ଆଜିକାଲି ଚର୍ଚ୍ଚାରେ ରହିଛନ୍ତି । ହେରାଫେରି ସିନେମାରେ ବାବୁ ରାଓର ଚରିତ୍ରରେ ନଜର ଆସିଥିବା ପରେଶଙ୍କୁ , ଏବେ ବି ସେହି ଚରିତ୍ର ଦ୍ବାରା ହିଁ ଚିହ୍ନନ୍ତି ଲୋକେ । କିନ୍ତୁ ସବୁଠୁ ରୋଚକ କଥା ହେଉଛି, କୌଣସି ସିନେମା କିମ୍ବା କୌଣସି ବୟାନ ପାଇଁ…