Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ; ଜାଣନ୍ତୁ କେଉଁ ଶ୍ରମିକଙ୍କୁ କେତେ ?

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ମିକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି ।…

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ; ସଜାଗ ରହିବାକୁ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମେ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର…

ଟ୍ରମ୍ପଙ୍କ ନୂଆ ନିର୍ଦ୍ଦେଶ; ଆମେରିକାରେ ଟ୍ରକ ଡ୍ରାଇଭର ଇଂରାଜୀ କହିବାକୁ ବାଧ୍ୟ

ନୂଆଦିଲ୍ଲୀ: ହ୍ୱାଇଟ୍ ହାଉସକୁ ଫେରିବା ପରଠାରୁ ଡୋନାଲ୍ଡ ଟ୍ରମ୍ପ ତାଙ୍କର ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାମ କରୁଛନ୍ତି। ଏଥିପାଇଁ ଟ୍ରମ୍ପ ପ୍ରତିଦିନ ନୂଆ ନୂଆ ନିର୍ଦ୍ଦେଶ ମଧ୍ଯ ଦେଉଛନ୍ତି। ଏହାରି ମଧ୍ୟରେ ସେ ଟ୍ରକ ଡ୍ରାଇଭରଙ୍କୁ ଏପରି ଏକ…

ସେନା ମୁଖ୍ୟଙ୍କ ପରେ କାହିଁକି ମୋହନ ଭାଗବତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ?

ନୂଆଦିଲ୍ଲୀ: ଆରଏସଏସ ମୁଖ୍ୟ ମୋହନ ଭାଗବତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ତିନି ସେନାର ମୁଖ୍ୟ, NSA, CDS ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ପରେ ମୋହନ ଭାଗବତଙ୍କୁ ଭେଟିଛନ୍ତି ମୋଦୀ।…

୨୦୨୬ ସୁଦ୍ଧା ମିଳିମିଳା-ରୁବେଲା ମୁକ୍ତ ଭବିଷ୍ୟତ ଗଠନ ପାଇଁ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ଆଜି ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମଆର) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଏକ ବିସ୍ତୃତ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ (ଆଇଇସି) ସାମଗ୍ରୀର ଉନ୍ମୋଚନ କରିଛନ୍ତି। ଏପ୍ରିଲ ୨୪ରୁ…

ଭିଜିଲାନ୍ସ ଟିମର ଚଢ଼ଉ; ଅବକାରୀ ଅଧୀକ୍ଷକଙ୍କ ଗାଡ଼ିରୁ ୩ ଲକ୍ଷ ଜବତ

ଢେଙ୍କାନାଳ:ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରିଛନ୍ତି । ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଆଜି ଅପରାହ୍‌ଣ ପ୍ରାୟ ସାଢ଼େ ୪ଟାରେ ଲକ୍ଷାଧିକ ଟଙ୍କା ନେଇ କୁଆଡ଼େ…

ଦେଶର ୫୨ତମ ସିଜେଆଇ ବନିବେ ବି.ଆର. ଗଭାଇ, ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ସୂଚନା ଅନୁଯାୟୀ, ଭୂଷଣ ରାମକୃଷ୍ଣ ଗଭାଇ ୧୪ ମେ ୨୦୨୫ରେ ଭାରତର ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିବେ। ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସୋସିଆଲ ମିଡ଼ିଆ…

ସେନାକୁ ପୂର୍ଣ୍ଣ ସ୍ଵାଧୀନତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଭରସା ଅଛି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଯାହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ତାଙ୍କର ସେନାର କ୍ଷମତା ଉପରେ ପୂର୍ଣ୍ଣ ବିଶ୍ୱାସ ଅଛି। ସେନା ସମୟ ଏବଂ ଲକ୍ଷ୍ୟ ସ୍ଥିର କରିବ। ପ୍ରଧାନମନ୍ତ୍ରୀ ମୋଦୀ ଆହୁରି ମଧ୍ୟ…

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ପାକ୍‌ ସେନାର ପୂର୍ବତନ କମାଣ୍ଡୋ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ତଦନ୍ତ ଜାରି ରହିଛି। ପହଲଗାମ ଆକ୍ରମଣ ପରେ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ଦେଖାଯାଇଛି । ତେବେ ଏକ ନୂତନ ସୂଚନା ସାମ୍ନାକୁ ଆସିଛି ଯେ, ଆକ୍ରମଣରେ ସାମିଲ ଥିବା ଜଣେ ଆତଙ୍କବାଦୀର ସମ୍ପର୍କ ପାକିସ୍ତାନ…

କାନାଡ଼ାରେ ନିଖୋଜ ଥିବା ଭାରତୀୟ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ:କାନାଡାରେ ଭାରତୀୟ ଛାତ୍ରୀ ବଂଶିକା ସାଇନିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ପଞ୍ଜାବର ଡେରାବସିର ବାସିନ୍ଦା ବଂଶିକା ଅଢ଼େଇ ବର୍ଷ ପୂର୍ବେ ଓଟାୱା ଯାଇ ଏକ ଡିପ୍ଲୋମା ପାଠ୍ୟକ୍ରମରେ ନାମ ଲେଖାଇଥିଲେ। ସେ ଚାରି ଦିନ ପୂର୍ବରୁ ନିଖୋଜ ଥିଲେ । ଏବେ ତାଙ୍କର ମୃତଦେହ ପୋଲିସ…