Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଏଏସ୍ ସ୍ତରରେ ଅଦଳବଦଳ, ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ୱର: ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍‌ ପୋଷଣ ଓ ଏମ୍ଏମ୍‌ ପୋଷଣର ରାଜ୍ୟ ନୋଡାଲ୍…

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ନୀତି ନିର୍ଘଣ୍ଟ, ମଧ୍ୟରାତ୍ରୀରେ ପଡ଼ିବ ହାତଗଣ୍ଠି

ଭୁବନେଶ୍ୱର: ଲିଙ୍ଗରାଜ ମହାପ୍ରଭୁଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମେ ୩୦ ତାରିଖ ରାତି ୧୨ଟା ୫୦ରୁ ୩ଟା ମଧ୍ୟରେ ପଡ଼ିବ ହସ୍ତଗଣ୍ଠି। ରାତି ୧୦ଟା ୪୦ରୁ ୧୧ଟା ୩୦ ମଧ୍ୟରେ ବିମାନରେ ବିଜେ କରିବେ ମହାପ୍ରଭୁ। ବିମାନରେ ବିଜେ କରି କେଦାରଗୌରୀ ମନ୍ଦିରରେ ପହଞ୍ଚିବେ।…

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ବଡ଼ ସୁଯୋଗ, ମାସିକ ୧ହଜାର ଟଙ୍କାର ଷ୍ଟାଇପେଣ୍ଡ ସହ ମିଳିବ ନିଯୁକ୍ତି ଭିତ୍ତିକ ତାଲିମ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ମାସିକ ୧ ହଜାର ଟଙ୍କା ଷ୍ଟାଇପେଣ୍ଡ ସହ ଦିଆଯିବ ନିଯୁକ୍ତି ଭିତ୍ତିକ…

ବେଆଇନ୍ ମାଦକଦ୍ରବ୍ୟ ବିରୋଧରେ ହେବ ସଚେତନତା କାର୍ଯ୍ୟକ୍ରମ, ସ୍କୁଲସ୍ତରରେ ହେବ ପ୍ରବନ୍ଧ ପ୍ରତିଯୋଗିତା

ଭୁବନେଶ୍ୱର: ନୂଆ ସରକାର ରାଜ୍ୟର ଶାସନ ଭାର ହାତକୁ ନେବା ପରେ ବେଆଇନ ମାଦକ ଦ୍ରବ୍ୟ କାରବାର ଆନେକାଂଶରେ ହ୍ରାସ ପାଇଛି। ଅବକାରୀ ବିଭାଗ, ପୋଲିସ ପ୍ରଶାସନ ଏବଂ ସ୍ପେସାଲ୍‌ ସ୍କ୍ୱାର୍ଡ ଜରିଆରେ ନିୟମିତ ଚଢ଼ାଉ କରାଯାଇ ଅନେକ ବେଆଇନ ମଦଭାଟିକୁ ବନ୍ଦ କରାଯିବା ସହ ପ୍ରସ୍ତୁତି ସାମଗ୍ରୀ ଓ ଗାଡ଼ି…

ଆହୁରି ସହଜ ହେବ ବ୍ୟବସାୟ, ଷ୍ଟାର୍ଟଅପ୍ ଓଡ଼ିଶା ଓ ଫୋନ୍‌ପେ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ଏଣିକି ରାଜ୍ୟରେ ଆହୁରି ସହଜ ହେବ ବ୍ୟବସାୟ। ସ୍ଥାନୀୟ ଓ-ହବ ଠାରେ ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଫୋନ୍‌ପେ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ସହଜ ବ୍ୟବସାୟ ସୁନିଶ୍ଚିତ କରିବା ସହ ଷ୍ଟାର୍ଟଅପ୍‌ଗୁଡ଼ିକୁ ଡିଜିଟାଲ୍ ଭାବରେ ସଶକ୍ତ କରିବା ଲକ୍ଷ୍ୟରେ…

ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ସୁଦୃଢ ହେବ ଶଙ୍କରାଚାର୍ଯ୍ୟଙ୍କ…

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା ଓ ସଂରକ୍ଷଣ, ସମସ୍ତ…

ଏତେ ନେଇଯିବ ରୁଷ…. କ’ଣ କରିବ ୟୁକ୍ରେନ?

ନୂଆଦିଲ୍ଲୀ: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଲାଣି ୟୁକ୍ରେନ୍ । ଗୋଟେପଟେ ସେନା ବଳ ଆଉ ଅନ୍ୟପଟେ ଏବେ ମନୋବଳ ସବୁ ଭାଙ୍ଗିବାକୁ ବସିଲାଣି । ଯାହାକୁ ନେଇ ଏବେ ଚାପାଗ୍ରସ୍ତ ରହିଛି ୟୁକ୍ରେନ୍ । ଯୁଦ୍ଧ ବିରତି ନେଇ ସବୁ ପ୍ରୟାସ ଜାରି ରଖିଛି । ହେଲେ ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ…

ପୁଞ୍ଛ ଗସ୍ତରେ ଯିବେ ରାହୁଲ ଗାନ୍ଧୀ, ପାକିସ୍ତାନୀ ଗୁଳିରେ ପ୍ରଭାବିତ ପରିବାରଙ୍କୁ କରିବେ ସାକ୍ଷାତ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଜମ୍ମୁ-କାଶ୍ମୀରର ପୁଞ୍ଛ ଅଞ୍ଚଳ ଗସ୍ତ କରିବେ। ଏହି ସମୟରେ ସେ ସମ୍ପ୍ରତି ପାକିସ୍ତାନୀ ଗୁଳିରେ ପ୍ରାଣ ହରାଇଥିବା ଏବଂ ପ୍ରଭାବିତ ହୋଇଥିବା ଲୋକଙ୍କ ପରିବାରକୁ ଭେଟିବେ। ଏନେଇ ଦଳର ନେତା ଜୟରାମ ରମେଶ ରାହୁଲ ଗାନ୍ଧୀଙ୍କ ଗସ୍ତ ବିଷୟରେ…

ମହାରାଷ୍ଟ୍ର ଗଡ଼ଚିରୋଲିରେ ୪ ହାର୍ଡକୋର୍ ମାଓବାଦୀ ନିପାତ

ଗଡ଼ଚିରୋଲି: ନକ୍ସଲ ଦମନରେ ପୁଣି ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା । ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓମାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିମାଡ଼ରେ ୪ ଜଣ ମାଓବାଦୀ ନିପାତ ହୋଇଛନ୍ତି । ମାଓବାଦୀମାନେ ଏକ ବଡ଼ଧରଣର…

ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ସଭ୍ୟତାଗତ ସଂଯୋଗକୁ ନେଇ ଆୟୋଜନ ହେବ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ବର: ଚଳିତ ମେ' ମାସ ୨୪ ତାରିଖ ଏବଂ ୨୫ ତାରିଖ ଅର୍ଥାତ୍‌ ଦୁଇ ଦିନ ଧରି ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯିବ । "କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ" ଶୀର୍ଷକ ଉପରେ ଏହି ସମ୍ମିଳନୀ ଆୟୋଜିତ ହେବ । ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ…