Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କଠୁଆରେ ୪ସନ୍ଦିଗ୍ଧ ଆତଙ୍କୀ ଥିବା ସୂଚନା; ମହିଳା ଦେଲେ ସୁରକ୍ଷା ବାହିନୀକୁ ଖବର

ଶ୍ରୀନଗର: ଜମ୍ମୁ-କାଶ୍ମୀରର କଠୁଆ ଜିଲ୍ଲାର ହୀରାନଗର ସେକ୍ଟରରେ ସୁରକ୍ଷା ବାହିନୀ ଏକ ବଡ଼ ଧରଣର ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି, ଯେଉଁଥିରେ ୨୬ ଜଣ ଲୋକ ପ୍ରାଣ ହରାଇଥିଲେ। ବଢ଼ୁଥିବା ସୁରକ୍ଷା…

ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ଶପଥ ଗ୍ରହଣ ଅନୁଷ୍ଠିତ

ଭୁବନେଶ୍ୱର: ନବ ନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା…

‘ଆତଙ୍କବାଦୀଙ୍କ ଉଦ୍ଦେଶ୍ୟ ସମାଜକୁ ବିଭାଜିତ କରିବା, ଆମେ ସଫଳ ହେବାକୁ ଦେବାନି’

ଶ୍ରୀନଗର: ୨୨ ଏପ୍ରିଲରେ ଜମ୍ମୁ -କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଶ୍ରୀନଗରରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହା ସହିତ, ପହଲଗାମ ଆତଙ୍କବାଦୀ ଆକ୍ରମଣର ଆହତ ଏବଂ ପୀଡିତ…

‘ପାକିସ୍ତାନୀ ଅଭିନେତା ଏବଂ ଖେଳାଳିମାନଙ୍କ ପ୍ରତି କୌଣସି ସହାନୁଭୂତି ନାହିଁ’

ମୁମ୍ବାଇ: ଜମ୍ମୁ କଶ୍ମୀର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଦେଇଛନ୍ତି ଏବଂ ସେମାନଙ୍କୁ ଏପ୍ରିଲ ୨୭ ପୂର୍ବରୁ ଭାରତ ଛାଡି ପାକିସ୍ତାନ ଫେରିଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିଷ୍ପତ୍ତି ପରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

ସୀମାନ୍ତରେ ମାଓ ଦମନ ଅପରେସନ ଜାରି; ଶାନ୍ତିପୂର୍ଣ୍ଣ କଥାବାର୍ତ୍ତା ପାଇଁ ମାଓବାଦୀଙ୍କ ଅପିଲ୍

ବିଜାପୁର: ୪ର୍ଥ ଦିନରେ ବି ଛତିଶଗଡ଼ ବିଜାପୁରରେ ଜାରି ରହିଛି ଏନକାଉଣ୍ଟର । ଏହା ଭିତରେ ଶାନ୍ତି କଥାବାର୍ତ୍ତା ପାଇଁ ଅନୁରୋଧ କଲେ ମାଓବାଦୀ । ଏନେଇ ଉତ୍ତର ପଶ୍ଚିମ ସବ୍ ଜୋନାଲ୍ ବ୍ୟୁରୋ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି । ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ ଚାଲିଥିବା…

‘ଯଦି ମୋ ପୁଅ ଆତଙ୍କବାଦୀ ଆକ୍ରମଣରେ ଜଡିତ, ତେବେ ତାକୁ କଠୋରତମ ଦଣ୍ଡ ମିଳୁ’

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶ କ୍ରୋଧିତ । ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦୀଙ୍କୁ ନିପାତ କରିବା ବିଷୟରେ ଚେତାବନୀ ମଧ୍ୟ ଦେଇଛନ୍ତି । ଏବେ ଭାରତୀୟ ସେନା ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏଥିସହ…

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା,…

ଯୁଦ୍ଧ ଘୋଷଣା କଲା ହିଜବୁଲ ମୁଜାହିଦିନ !

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରଠୁ ଭାରତର ଜବାବି ଆକ୍ରମଣ ଭୟରେ ଥରହର ପାକିସ୍ତାନ । ଭାରତ ପକ୍ଷରୁ ଆକ୍ସନ ଆଶଙ୍କାରେ ହିଜବୁଲ ମୁଜାହିଦିନ ଯୁଦ୍ଧ ଘୋଷଣା କରିଛି । ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇ ନିର୍ଦ୍ଦେଶରେ ଏହି ଆତଙ୍କବାଦୀ ସଂଗଠନ ଯୁଦ୍ଧ ଘୋଷଣା କରିଛି । ଭାରତ ବିରୋଧରେ ଇରାନ୍…

ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି । ଏଥିସହିତ ପ୍ରଯୁକ୍ତିବିଦ୍ୟା ସହ…

ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ। ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। ସରକାରଙ୍କ ଏହି ଗ୍ରୀଷ୍ମ…