Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ମୃତ; ଜାଣନ୍ତୁ କିଏ କେଉଁ ସ୍ଥାନର…

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶ ସ୍ତବ୍ଧ ହୋଇପଡିଛି। ଆତଙ୍କବାଦୀଙ୍କ ଏହି ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲା ବେଳେ କିଛି ଆହତ ମଧ୍ୟ ହୋଇଥିଲେ। ଆତଙ୍କବାଦୀ ଆକ୍ରମଣ ପରେ ସେନା ପହଲଗାମ ଏବଂ ଏହାର ଆଖପାଖ ଅଞ୍ଚଳରେ ସର୍ଚ୍ଚ…

ରାଜ୍ୟ କ୍ୟାବିନେଟ ବୈଠକରେ ୬ ପ୍ରସ୍ତାବକୁ ମଞ୍ଜୁରି 

ଭୁବନେଶ୍ୱର: ଲୋକସଭା ଭବନରେ ବୁଧବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବ ଉପରେ ମୋହର ମାରିଛି। ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଆଜି ହୋଇଥିଲା।ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ…

ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନକୁ ଧନ୍ୟବାଦ କହିଲା ଝାଡ଼ଖଣ୍ଡର ଯୁବକ; ବାନ୍ଧିଲା ପୋଲିସ

ଝାଡଖଣ୍ଡ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶ ଦୁଃଖ ଏବଂ କ୍ରୋଧରେ ବୁଡ଼ି ରହିଛି । କିନ୍ତୁ ଏହି ସମୟରେ ଜଣେ ଯୁବକ ଧନ୍ୟବାଦ ପାକିସ୍ତାନ ଲେଖି ଖୁସି ଥିବା ପୋଷ୍ଟ କରିଛି,ତେବେ ସେହି ଯୁବକକୁ ଝାଡ଼ଖଣ୍ଡରୁ ଗିରଫ କରାଯାଇଛି । ପୋଲିସ ଅଭିଯୁକ୍ତଙ୍କୁ ମହମ୍ମଦ ନୌସାଦ ବୋଲି ଚିହ୍ନଟ…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି । ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ…

ପହଲଗାମ ଆକ୍ରମଣ ପରେ ପାକ୍ ପ୍ରତିରକ୍ଷା ମନ୍ତ୍ରୀଙ୍କ ବୟାନ; କହିଲେ, ଏହା ପଛରେ ରହିଛି…

ଇସଲାମବାଦ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଏପର୍ଯ୍ୟନ୍ତ ୨୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସାରା ଦେଶରେ ଆତଙ୍କର ବାତ୍ତାବରଣ ରହିଛି । ଏପରି ପରିସ୍ଥିତିରେ, ପ୍ରଶ୍ନ ଉଠୁଛି ଯେ ଏହି ଆକ୍ରମଣ କିଏ କରାଇଲା । ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ…

ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼: ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ତଳସରା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି ଘଟଣାରେ ଜଣେ ନାବାଳକଙ୍କ ସମେତ ୩ଜଣଙ୍କୁ ଅଟକ ରଖିଛି। ପୋଲିସ…

ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀ ଚିହ୍ନଟ, ସ୍କେଚ୍ ସହ ଫଟୋ ଜାରି

ଶ୍ରୀନଗର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶ ଦୁଃଖ ଏବଂ କ୍ରୋଧରେ ବୁଡ଼ି ରହିଛି । ଆତଙ୍କବାଦୀମାନେ ଯେପରି ନିରସ୍ତ୍ର ପର୍ଯ୍ୟଟକଙ୍କୁ ନିଜର ଶିକାର କରିଛନ୍ତି, ତାହା ସମଗ୍ର ଦେଶରେ ଏକ ପ୍ରକାର ଆକ୍ରୋଶର ବାତ୍ତାବରଣ ସୃଷ୍ଟି କରିଛି । ଇତିମଧ୍ୟରେ, ଆତଙ୍କବାଦୀଙ୍କ ସ୍କେଚ୍ ଜାରି…

ସରକାରଙ୍କ କ୍ଷତିପୂରଣ ଘୋଷଣା: ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ସହାୟତା

ଶ୍ରୀନଗର: ଜମ୍ମୁକାଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଘୋଷଣା। କ୍ଷତିପୂରଣ ଘୋଷଣା କଲେ ଜମ୍ମୁକାଶ୍ମୀର ସରକାର। ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ନେଇ ଘୋଷଣା କଲେ ସରକାର। ସେହିପରି ଗୁରୁତର ଆହତଙ୍କୁ ମିଳିବ ୨ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କାର…

ଆଜି କ୍ୟାବିନେଟ ବୈଠକ; ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅପରାହ୍ନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ସରକାରୀ ସୂତ୍ର ଅନୁଯାୟୀ, ଗୁରୁତ୍ୱପୂର୍ଣ୍ଣ ବୈଠକ ଅପରାହ୍ନ ପ୍ରାୟ ୨.୩୦ ରେ ଲୋକସଭା ଭବନରେ ଅନୁଷ୍ଠିତ ହେବାର ସମ୍ଭାବନା…

ପହଲଗାମ୍ ଆତଙ୍କୀ ହାମ୍‌ଲା: ମୃତ ଓଡ଼ିଆ ବ୍ୟକ୍ତିଙ୍କ ପରିବାରକୁ ଭେଟିଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଜମ୍ମୁ-କାଶ୍ମୀରେ ପହଲଗାମରେ ଭୟଙ୍କର ଆତଙ୍କୀ ଆକ୍ରମଣ ହୋଇଛି। ଦେଶକୁ ସ୍ତବ୍ଦ କରି ଦେଇଛି ଏହି ଆକ୍ରମଣ। ସେନା ପୋଷାକ ପିନ୍ଧି ଆଖିବୁଜା ଗୁଳିମାଡ କରିଥିଲେ ଆତଙ୍କବାଦୀ। ଏଥିରେ ୨୯ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଛି। ଏହି ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି। ତେବେ…