Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଣିଜ୍ୟ, ଶିଳ୍ପ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ କରିବା ଉପରେ ଦେଇଛନ୍ତି ଗୁରୁତ୍ୱ ଆରୋପ। ଏହି…

ନକ୍ସଲମୁକ୍ତ ପଞ୍ଚାୟତକୁ ମିଳିବ କୋଟିଏ ଟଙ୍କା

ନୂଆଦିଲ୍ଲୀ:ଓଡିଶା ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନ ଆରମ୍ଭ କରିଛନ୍ତି । ଏବେ ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଓ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ ହେବ ସେହି ପଞ୍ଚାୟତକୁ ସରକାର କୋଟିଏ ଟଙ୍କା ସହାୟତା…

ଆହୁରି ୫ ଦିନ ବର୍ଷିବ, ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆହୁରି ୫ଦିନ କାଳବୈଶାଖୀ ଆଶଙ୍କା ରହିଛି। ଆଗାମୀ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ଓ କୁଆପଥର ମାଡ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱରର ଅତିରିକ୍ତ ତହସିଲଦାର। ଚାଷ ଜମିର କିଷମ ପରିବର୍ତ୍ତନ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ମାଡିବସିଲା। ଦୁର୍ନୀତି ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଓଡ଼ିଶା ଭିଜିଲାନ୍ସ ଆଜି…

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ…

ଇନଷ୍ଟାଗ୍ରାମ ଆଣିଲା ଏହି ମଜାଳିଆ ନୂଆ ଫିଚର..

ଭୁବନେଶ୍ବର: ଇନଷ୍ଟାଗ୍ରାମ ଏକ ନୂଆ ଫିଚର ଲଞ୍ଚ କରିଛି, ଯାହାର ନାମ ହେଉଛି 'ବ୍ଲେଣ୍ଡ (Blend)'। ସାଙ୍ଗଙ୍କ ମଧ୍ୟରେ ରିଲ୍‌କୁ ଅଧିକ ବ୍ୟକ୍ତିଗତ ଓ ମଜାଳିଆ କରିବା ଉଦ୍ଦେଶ୍ୟରେ ଏହି ନୂଆ ଫିଚର ଆଣିଛି ପ୍ଲାଟଫର୍ମ । ଦୁଇ ୟୁଜର ରିଲ୍‌ ପରସ୍ପର ମଧ୍ୟରେ ପ୍ରାଇଭେଟ୍‌ ଫିଡ୍‌ (Private Feed)…

ଋଷର କ୍ରିମିୟା କବଜା ଉପରେ ମୋହର ଲଗାଇବ ଆମେରିକା!

ନୂଆଦିଲ୍ଲୀ: ଋଷ ଓ ୟୁକ୍ରେନ୍ ମଧ୍ୟରେ ଶାନ୍ତି ବୁଝାମଣା ପାଇଁ କ୍ରିମିୟା ଉପରେ ଋଷ ନିୟନ୍ତ୍ରଣକୁ ମାନ୍ୟତା ଦେଇପାରେ ଆମେରିକା । ଯେକୌଣସି ସ୍ଥିତିରେ ଋଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ରୋକିବାକୁ ଚାହୁଁଛନ୍ତି ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ । ସେଥିପାଇଁ ସେ କ୍ରିମିୟା ନେଇ ଋଷ ପକ୍ଷର କଥା…

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ…

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ…