Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ

ପୁରୀ: ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଦେବୀ…

ରେଳ ଲାଇନକୁ ବିରୋଧ କରି ପୋଲିସ ଓ ବସ୍ତିବାସିନ୍ଦା ହାତାହାତି; ଜଣେ ମୃତ, ୬ ପୋଲିସ ଗୁରୁତର

ରାଉରକେଲା: ରାଉରକେଲାରେ ବସ୍ତିବାସିଦା ଓ ପୋଲିସ ମଧ୍ୟରେ ଖଣ୍ଡଯୁଦ୍ଧ । ବସ୍ତି ବାସିନ୍ଦାଙ୍କ ଢେଲା ଓ ତୀର ମାଡ଼ରେ ଅତିରିକ୍ତ ତହସିଲଦାର ପୁରୁଷୋତ୍ତମ ନାୟକଙ୍କ ସମେତ ଛଅ ପୋଲିସ ଗୁରୁତର ଓ ଆହତ ହୋଇଛନ୍ତି l ଡ଼ୁମେର୍ତ୍ତାରୁ ରାଉରକେଲା ଇସ୍ପାତ କାରଖାନାକୁ ନିର୍ମାଣ ରେଳ ଲାଇନକୁ ବିରୋଧ କରି…

ଫଲ୍ସ ନ୍ୟାରେଟିଭ ପାଇଁ ହାରିଲା ବିଜେଡି, ଓଡ଼ିଶାର ହକ୍ ପାଇଁ ଜାରି ରହିବ ଲଢେଇ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବମ ଥର ବିଜେଡି ସଭାପତି ହେବା ପରେ ଆସିଲା ନବୀନଙ୍କ ପ୍ରତିକ୍ରିୟା। ବିଜେଡ଼ି ସଭାପତି ହେବାପରେ ନବୀନ ଜୟ ଜଗନ୍ନାଥ କହି ନିଜ ଉଦବୋଧନ ଆରମ୍ଭ କରିଥିଲେ। ଆପଣଙ୍କ ଭଲ ପାଇବା ନିକଟରେ ମୁଁ ଚିର ଋଣି ବୋଲି କହିଥିଲେ। ସେ ଆହୁରି କହିଛନ୍ତି, ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଶାସନ ପାଇଁ…

ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ଦେବା ମାମଲା: ବାପା-ମାଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ଗର୍ଭବତୀ ନାବାଳିକାକୁ ପୋଡ଼ି ମାରିବା ମାମଲା। ବାପାମାଙ୍କୁ ଆଜୀବନ ସଜା ଶୁଣାଇଲେ ଫାଷ୍ଟ୍‌ ଷ୍ଟ୍ରାକ୍‌ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡ଼ି ନଦୀରେ ଭସାଇ ଦେଇଥିଲେ ବାପା-ମାଆ। ସୂଚନାନୁଯାୟୀ, ୨୦୧୬ ମସିହା ଫେବୃଆରୀ ୧୪…

ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌

ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍‌କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ଖୁବ୍‌ଶୀଘ୍ର ଏହା ରୂପ ନେବ। ଏନେଇ…

ମେ’ ୨ରେ ଖୋଲିବ ବାବା କେଦାରନାଥଙ୍କ ମନ୍ଦିର ଦ୍ବାର

ଡେରାଡୁନ: ବଦ୍ରିନାଥ-କେଦାରନାଥ ମନ୍ଦିର କମିଟିର ଏକ ଟିମ୍ ଶ୍ରୀ କେଦାରନାଥ ଧାମରେ ​​ପହଞ୍ଚିଛନ୍ତି । ଏହି କମିଟିର ଜଣେ ମୁଖପାତ୍ର କହିଛନ୍ତି ଯେ ଶ୍ରୀ କେଦାରନାଥ ଧାମର ଦ୍ୱାରଗୁଡ଼ିକ ମେ ୨ ତାରିଖରେ ଆନୁଷ୍ଠାନିକ ଭାବରେ ଖୋଲିବ । ହେଲେ ଏହା ପୂର୍ବରୁ ଶ୍ରୀ ବଦ୍ରିନାଥ ଧାମର ଦ୍ୱାର ମେ ୪ରେ…

ନବୀନଙ୍କ ନବମ ଇନିଂସ୍: ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

ଭୁବନେଶ୍ଵର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ…

ଜେଇଇ ମେନ ସେସନ୍-୨ ରେଜଲ୍ଟ ପ୍ରକାଶ, ଏପରି ଜାଣନ୍ତୁ ନିଜ ପରୀକ୍ଷା ଫଳ…

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ ସେସନ୍‌-୨ର) ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ୨୪ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ରଖି ଶୀର୍ଷ ସ୍ଥାନରେ ରହିଛନ୍ତି ।…

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗ; ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । କିଡନୀ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ…

ବିଶ୍ବର ୧୦୦ ଶ୍ରେଷ୍ଠ ଡାକ୍ତରଖାନାର ତାଲିକା ଜାରି; ୯୭ତମ ସ୍ଥାନରେ ଦିଲ୍ଲୀ ଏମ୍ସ

ନୂଆଦିଲ୍ଲୀ: ଦିଲ୍ଲୀର ଏମ୍ସ ହସ୍ପିଟାଲ ଏକ ବଡ଼ ସଫଳତା ହାସଲ କରିଛି । ଆମେରିକାର ସାପ୍ତାହିକ ସମ୍ବାଦ ପତ୍ରିକା ନ୍ୟୁଜୱିକ୍ ଏବଂ ଜର୍ମାନ ସଂଗଠନ ଷ୍ଟାଟିଷ୍ଟା ୨୦୨୪ ପାଇଁ ବିଶ୍ୱର ୧୦୦ ଶ୍ରେଷ୍ଠ ହସ୍ପିଟାଲଗୁଡ଼ିକୁ ସ୍ଥାନିତ କରିଛନ୍ତି । ଏହି ରାଙ୍କିଂରେ, ଦିଲ୍ଲୀ ସ୍ଥିତ ଅଲ୍ ଇଣ୍ଡିଆ…