Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କଟକରେ ୨ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପକୁ ସଫଳତା ସହ କାର୍ଯ୍ୟକ୍ଷମ କଲା ଟିପିସିଓଡିଏଲ୍

କଟକ: ଐତିହାସିକ କଟକର ବାସିନ୍ଦାଙ୍କୁ ନିର୍ଭରଯୋଗ୍ୟ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରିବା ଦିଗରେ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍) ଏହି ଅଞ୍ଚଳରେ ଦୁଇଟି ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପକୁ ସଫଳତାର ସହିତ କାର୍ଯ୍ୟକ୍ଷମ କରିଛି। ମଙ୍ଗୁଳିରେ ଏକ…

ପ୍ରଶାସନରେ ଏ .ଆଇ.ର ଉପଯୋଗ ସମ୍ବନ୍ଧିତ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୁତ୍ରିମ ବୁଦ୍ଧିମତା (ଏ.ଆଇ.)’ ର ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ନିମନ୍ତେ ବୁଧବାର ଦିନ ଲୋକସେବା ଭବନ ସ୍ଥିତ ରାଜ୍ୟ କନଭେନସନ୍ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଓ୍ୱାଧ୍‍ଓ୍ୱାନି ଫାଉଣ୍ଡେସନ ର ମିଳିତ…

ଦେଶରେ ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର: “ଲକ୍ଷପତି ଦିଦି” ଯୋଜନାରେ ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ପ୍ରଥମ ସ୍ଥାନରେ ରହିଛି ଓଡ଼ିଶା । କେନ୍ଦ୍ର ସରକାରଙ୍କ ପ୍ରଚଳିତ ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଯୋଗାଇ ଦେଇ ବାର୍ଷିକ ୧ ଲକ୍ଷ କିମ୍ବା ଅଧିକ ରୋଜଗାର କରିବାକୁ ସଶକ୍ତ କରୁଛି ଲକ୍ଷପତି ଦିଦି ଯୋଜନା…

AI ସାହାଯ୍ୟରେ ବିଶ୍ୱର ପ୍ରଥମ ଶିଶୁ ହେଲା ଜନ୍ମ

ନୂଆଦିଲ୍ଲୀ:ଆଜିର ସମୟରେ ଏଆଇ(AI) ର ବ୍ୟବହାର ବହୁତ ବୃଦ୍ଧି ପାଉଛି, ଲୋକମାନେ ଏହାକୁ ପଢ଼ିବା, ଲେଖିବା, ଡାଟା ତିଆରି କରିବା ଭଳି କାମ ପାଇଁ ବ୍ୟବହାର କରୁଥିଲେ, କିନ୍ତୁ ଏବେ ଏଆଇକୁ ପିଲା ଜନ୍ମ କରିବା ପାଇଁ ମଧ୍ୟ ବ୍ୟବହାର କରାଯାଉଛି। ଜାଣିଲେ ଆଶ୍ଚର୍ଯ୍ୟ ହେବେ, କିନ୍ତୁ ଏହା…

କଂଗ୍ରେସ ଭବନରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ

ଭୁବନେଶ୍ବର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ସଭ୍ୟ, ନାଏବ ସରପଞ୍ଚ, ପୂର୍ବତନ ସରପଞ୍ଚ ପ୍ରମୁଖ ବହୁ ନେତୃବୃନ୍ଦ…

ଓଡ଼ିଶାର ସବୁଠୁ ବଡ ଟନେଲର ଫିଟିଲା ବାଟ; ପୁର୍ବ ସହ ପଶ୍ଚିମ ଓଡିଶାକୁ କରିବ ସଂଯୋଗ

ଭୁବନେଶ୍ବର: ଇଷ୍ଟକୋଷ୍ଟ ରେଳ ବିଭାଗର ସବୁଠାରୁ ବଡ ଟନେଲର ଫିଟିଛି ବାଟ । ବୁଧବାର ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲା ଆଡେଣୀଗଡ ଠାରେ ନିର୍ମାଣଧୀନ ୪ କିମି ୧୮୫ ମିଟର ଦୁରତା ବିଶିଷ୍ଟ ସବୁଠାରୁ ବଡ ଟନେଲ ର ହୋଇଛି ବ୍ରେକ ଥ୍ରୋ । ଇଷ୍ଟକୋଷ୍ଟ ରେଳ…

ହାଇକୋର୍ଟରେ ପଦ୍ମଶ୍ରୀ ମାମଲାରେ ପୂର୍ଣ୍ଣଚ୍ଛେଦ, ୧୦ ହଜାର ତଣ୍ଡ ଗଣିବେ ଆବେଦନକାରୀ

କଟକ: ବୁଧବାର ଓଡିଶା ହାଇକୋର୍ଟରେ ପଦ୍ମଶ୍ରୀ ବିବାଦ ମାମଲାର ଅନ୍ତ ଘଟିଛି । ମାମଲା ଖାରଜ ସହ ଆବେଦନକାରୀଙ୍କୁ ୧୦ ହଜାର ତଣ୍ଡ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆବେଦନ ଅନୁସାରେ ଆବେଦନକାରୀ ଉପଯୁକ୍ତ ତଥ୍ୟ ଦେଇପାରି ନ ଥିଲେ । ସେହି କାରଣରୁ ଅଦାଲତର ସମୟ ନଷ୍ଟ କରିଥିବାରୁ ତଣ୍ଡ ଗଣିବାକୁ…

ଚୀନ୍ ଉପରେ ୨୪୫% ଟାରିଫ୍ ଲଗାଇଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ଏବଂ ଚୀନ୍ ମଧ୍ୟରେ ଚାଲିଥିବା ଟାରିଫ୍ ୱାର ଥମିବାର ନା ନେଉନାହିଁ। ଉଭୟ ଦେଶ ପରସ୍ପର ଉପରେ ଟାରିଫକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଲାଗିଛନ୍ତି। ଗତ ୨ ଏପ୍ରିଲରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ୩୪ ପ୍ରତିଶତ ଶୁଳ୍କ ଲଗାଇଥିବା ବେଳେ…

“ଭାଷା ଧର୍ମ ନୁହେଁ”: ସାଇନବୋର୍ଡରେ ଉର୍ଦ୍ଦୁ ବିରୋଧରେ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ଭାଷା ବ୍ୟବହାରକୁ ବିରୋଧ କରି ହୋଇଥିବା ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି ସୁପ୍ରିମକୋର୍ଟ । ସେ ଚେତାବନୀ ଦେଇଛନ୍ତି ଯେ, ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା…

ମୃତଦେହ ପରିବହନ ପାଇଁ କଲ୍ ସେଣ୍ଟର; ୧୦୮ ଆମ୍ବୁଲାନ୍ସ ଭଳି ରହିବ ଟୋଲ ଫ୍ରି ନମ୍ବର

ଭୁବନେଶ୍ବର: ରାଜ୍ୟରେ ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର । ୧୦୮ ଆମ୍ବୁଲାନ୍ସ ସେବା ଭଳି ରହିବ ଟୋଲ୍ ଫ୍ରି ନମ୍ବର । କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍‌ ସମୟରେ ଏବଂ ସୁବିଧାରେ…