Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀରେ ସିଜେପି ଆନ୍ଦୋଳନ ଏବଂ ସମାବେଶକୁ ଦୃଷ୍ଟିରେ ରଖି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ଯେ, କକ୍‌ରୋଚ୍ ଜନତା ପାର୍ଟି ର ସମର୍ଥକମାନେ ଯେପରି ଦିଲ୍ଲୀ ମୁହାଁ ନ…

କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ

ନୂଆଦିଲ୍ଲୀ: ସାଉଦି ଆରବର ଅବହା ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ରିୟାଦର କିଙ୍ଗ ଖାଲିଦ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଟାର୍ଗେଟ କରି ଆକ୍ରମଣ ପରେ ଭାରତୀୟ ଦୂତାବାସ ଏକ ପରାମର୍ଶ ଜାରି କରିଛି। ରିୟାଦସ୍ଥିତ ଭାରତୀୟ ଦୂତାବାସ ସେଠାରେ ବାସ କରୁଥିବା ଭାରତୀୟ ନାଗରିକମାନଙ୍କୁ କର୍ତ୍ତୃପକ୍ଷଙ୍କ…

୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ

ଭୁବନେଶ୍ବର: ଆରଏସଏସ ମୁଖ୍ୟ ମୋହନ ଭାଗବତ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ସମ୍ବଲପୁରରେ ସ୍ୱୟଂସେବକଙ୍କ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମୋହନ ଭାଗବତ ଅକ୍ଟୋବର ୧୦ ତାରିଖ ଦିନ ଅପରାହ୍ନ ୪ ଘଟିକା ସମୟରେ ସମ୍ବଲପୁରରେ ପହଞ୍ଚିବେ । ସେ ଦୁଇଦିନିଆ ଓଡିଶା ପ୍ରବାସ ସାରି…

‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି

ଭୁବନେଶ୍ୱର:ଡିଜିଟାଲ୍ ଯୁଗର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାରୀ ସୂଚନା ଓ ସଞ୍ଚାର (Information & Communication) ପାଇଁ ଏକ ପ୍ରଭାବଶାଳୀ ସୋସିଆଲ ମିଡିଆ ନୀତି ପ୍ରଣୟନ କରାଯିବ। ଜିଲ୍ଲାଠାରୁ ଆରମ୍ଭ କରି ରାଜ୍ୟ ମୁଖ୍ୟାଳୟ ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗରେ ଏକ…

ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା

ଭୁବନେଶ୍ୱର:ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଝଡି ବର୍ଷା ହେବା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଥାଇଲାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼…

କୋଲକାତା: ପଶ୍ଚିମବଙ୍ଗ ଉପନିର୍ବାଚନରେ ବିଜେପି ନିଜର ଦବଦବା ବଜାୟ ରଖି ନନ୍ଦୀଗ୍ରାମ ଏବଂ ମୁସଲିମ ବହୁଳ ରେଜିନଗର ଆସନରେ ଐତିହାସିକ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଦଳ ନନ୍ଦୀଗ୍ରାମରେ ୧.୨୨ ଲକ୍ଷରୁ ଅଧିକ ଭୋଟ୍‌ର ରେକର୍ଡ ବ୍ୟବଧାନରେ ଜିତିଥିବା ବେଳେ…

Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ:୨୦୨୬ ନୋବେଲ ଶାନ୍ତି ପୁରସ୍କାର ବିଜେତା ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ଦକ୍ଷିଣ ଆଫ୍ରିକାର ଆଇନ ବିଶେଷଜ୍ଞ ନାଭାନେଥେମ ନାଭି ପିଲ୍ଲାଇ(Navanethem Navi Pillay)। ମାନବାଧିକାର ସୁରକ୍ଷା ଏବଂ ନ୍ୟାୟ କ୍ଷେତ୍ରରେ ବିଶ୍ୱସ୍ତରରେ ଏକ ଅଲିଭା ଛାପ ଛାଡିଥିବା ଭାରତୀୟ ବଂଶୋଦ୍ଭବ…

ଏସବୁ କଲେଜରେ ନିର୍ବାଚନ ବାତିଲ; ସୁରକ୍ଷା ଦୃଷ୍ଟିକୋଣରୁ…

ଭଦ୍ରକ:ଛାତ୍ର ସଂସଦ ନିର୍ବାଚନ ପାଇଁ ଆଜି ରାଜ୍ୟର ବିଭିନ୍ନ କଲେଜରେ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏପଟେ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା କଲେଜ ଓ ଭଣ୍ଡାରିପୋଖରୀ ବ୍ଲକ ନାଆମୀ କଲେଜରେ ନିର୍ବାଚନ ବାତିଲ ହୋଇଛି।…

କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧା

ଭୁବନେଶ୍ୱର: ପବ୍ଲିକ ସର୍ଭିସ ପରୀକ୍ଷା ପାଇଁ ଇଚ୍ଛୁକ ଥିବା କିଟ୍ କିସ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ମାଗର୍ଦର୍ଶନ ଓ ମେଣ୍ଟରିଂ ପ୍ରଦାନ ଲକ୍ଷ୍ୟରେ କିଟ୍ ଆଇଏଏସ୍ ଏକାଡେମୀ (କିଆସା) ଶୁଭାରମ୍ଭ ହୋଇଛି। କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହାର ଉଦ୍ଘାଟନ କରିଥିଲେ। ସୂଚନାଯୋଗ୍ୟ,…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଆସନ୍ତା ବର୍ଷଠାରୁ ଲାଗୁ ହୋଇପାରେ ଏମ୍‌ଡ଼ିଆର୍

ନୂଆଦିଲ୍ଲୀ: ୟୁପିଆଇ ପେମେଣ୍ଟ ବ୍ୟବସ୍ଥାକୁ ନେଇ ବଡ଼ ଅପ୍‌ଡେଟ୍। ଘୁଞ୍ଚିବ UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ। ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯିବାର ସମ୍ଭାବନା ରହିଛି। ବିଶେଷ କରି ପର୍ବପର୍ବାଣୀ ସମୟରେ…