Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଚିତ୍ରକୋଣ୍ଡା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ; ୫ଲକ୍ଷରୁ ଉର୍ଦ୍ଧ୍ବ ନଗଦ ଜବତ

ମାଲକାନଗିରି: ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କୁ ଧରିଲା ଭିଜିଲାନ୍ସ। କାର୍‌‌ରେ ଟଙ୍କା ନେଇ ଯିବାବେଳେ ଗୋବିନ୍ଦପାଲିଠାରେ ଧରିଛି ଭିଜିଲାନ୍ସ ଟିମ୍ । ତାଙ୍କ ନିକଟରୁ ନଗଦ ୫.୦୭ ଲକ୍ଷ ଟଙ୍କା ମିଳିଥିଲା। ଖବରମୁତାବାକ, ଆଜି ଚିତ୍ରକୋଣ୍ଡା ବ୍ଲକର ସହକାରୀ…

ପୁରୀ ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କଲେ ରେଳମନ୍ତ୍ରୀ

ପୁରୀ: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ସନ୍ଧ୍ୟାରେ ପୁରୀ ରେଳ ଷ୍ଟେସନରେ ଚାଲୁରହିଥିବା ପୁନର୍ବିକାଶ କାର୍ଯ୍ୟର ନିରୀକ୍ଷଣ କରିଛନ୍ତି । ଅମୃତ ଷ୍ଟେସନ ଯୋଜନା ଅଧୀନରେ ସମଗ୍ର ଓଡ଼ିଶାରେ ପ୍ରମୁଖ ରେଳ ଭିତ୍ତିଭୂମିକୁ ଆଧୁନିକୀକରଣ କରିବା ପାଇଁ ଭାରତୀୟ ରେଳର ପ୍ରତିବଦ୍ଧତାର ଏକ ଅଂଶ…

ଓଡ଼ିଶା ଯାତ୍ରୀ ସମୀକ୍ଷା: ଜନତାଙ୍କ ପାଇଁ ଜନପରିବହନ ସେବାକୁ ପ୍ରାଧାନ୍ୟ

ଭୁବନେଶ୍ୱର: ସହରାଞ୍ଚଳ ପରିବହନ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ‘ଓଡ଼ିଶା ଯାତ୍ରୀ’ ରାଇଡ଼୍ ବୁକିଂ ଆପ୍ ସେବାର ଶୁଭାରମ୍ଭ ହୋଇଥିଲା । ଶୁକ୍ରବାର ଏହାର ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଓଡିଶାରେ ସିପେଟ୍‌ର ଅଧିକ କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ସହ ସିପେଟ୍( CIPET) ପରିଦର୍ଶନରେ ଯାଇ ଓଡ଼ିଶାରେ ଏହି ପ୍ରତିଷ୍ଠାନର ଅଧିକ କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେଇଛନ୍ତି।…

ମେଲବର୍ଣ୍ଣରେ ପୁଣି ଭାରତୀୟ ଦୂତାବାସରେ ଭଙ୍ଗାରୁଜା

ମେଲବର୍ଣ୍ଣ: ମେଲବର୍ଣ୍ଣ ସ୍ଥିତ ଭାରତୀୟ ବାଣିଜ୍ୟ ଦୂତାବାସରେ ଭଙ୍ଗାରୁଜା କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ ଭିକ୍ଟୋରିଆ ପୋଲିସ ଦୂତାବାସରେ ହୋଇଥିବା ଭଙ୍ଗାରୁଜା ପୁଷ୍ଟି କରିଛି। ସେ କହିଛନ୍ତି ଯେ ମେଲବର୍ଣ୍ଣର ୩୪୪ ସେଣ୍ଟ କିଲ୍ଡା ରୋଡରେ ଅବସ୍ଥିତ ଭାରତୀୟ ବାଣିଜ୍ୟ ଦୂତାବାସରେ…

ଜାତୀୟ ସ୍ତରରେ ଚମକିଲା ଓଡ଼ିଶାର ପୂର୍ତ୍ତ ବିଭାଗ; ୪ଟି କୋଠାକୁ ମିଳିଲା ବିଶ୍ୱକର୍ମା ପୁରସ୍କାର-୨୦୨୫

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗ ଶୁକ୍ରବାର ନୂଆଦିଲ୍ଲୀ ଠାରେ ସମ୍ମାନଜନକ ବିଶ୍ୱକର୍ମା ପୁରସ୍କାର-୨୦୨୫ରେ ସମ୍ମାନିତ ହୋଇଛି । ନୂଆଦିଲ୍ଲୀର ଡ. ବି ଆର୍ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଏକ ସମାରୋହରେ ଓଡିଶା ସରକାରଙ୍କ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର…

ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥିମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର…

ଭାରତ ହେବ କି ଏଏଫ୍‌ସି ଏସିଆନ କପ୍ ୨୦୩୧ର ଆୟୋଜକ ଦଳ ?

ନୂଆଦିଲ୍ଲୀ: ଭାରତ ପାଇଁ ଏକ ବଡ଼ ଖବର ଆସିଛି। ଭାରତ କରିପାରେ ୨୦୩୧ ଏଏଫ୍‌ସି ଏସିଆନ କପ୍ ଆୟୋଜନ । ଭାରତ ସମେତ ୭ଟି ଦେଶ ମଧ୍ୟ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ପାଇଁ ବିଡ୍ ଦାଖଲ କରିଛନ୍ତି । ସେଥି ମଧ୍ୟରୁ ଗୋଟିଏ ମିଳିତ ବିଡ୍‌ ଦାଖଲ ହୋଇଛି । ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)…

ପୁରୁଷଙ୍କୁ ୧୦ ଓ ମହିଳାଙ୍କୁ ୧୫ ଲକ୍ଷ ଟଙ୍କା ଦେୟମୁକ୍ତ ଚିକିତ୍ସା ସୁବିଧା ମିଳୁ: ବିଜେଡି

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା କାର୍ଡ ମଧ୍ୟ ବଣ୍ଟନ କରିଛନ୍ତି । ଏହି ପ୍ରରିପେକ୍ଷିରେ ବିଜେପିକୁ ଟାର୍ଗେଟ୍ କରିଛନ୍ତି ବିଜୁ…

ବିଜେପି-ଏଆଇଏଡିଏମକେ ମେଣ୍ଟ ଘୋଷଣା; କେତେ ଫାଇଦା ନେବ ବିଜେପି?

ଚେନ୍ନାଇ: ତାମିଲନାଡୁ ରାଜନୀତିରେ ବଡ ପରିବର୍ତ୍ତନ । ଆଗାମୀ ନିର୍ବାଚନ ଭାରତୀୟ ଜନତା ପାର୍ଟି ଓ ଏଆଇଏଡିଏମକେ ମିଶିକି ଲଢିବେ । ରାଜ୍ୟରେ ଏଆଇଏଡିଏମକେ ସହ ମେଣ୍ଟ ଘୋଷଣା କରିଛି ବିଜେପି । ତାମିଲନାଡୁ ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମେଣ୍ଟ ସଂପର୍କରେ ଘୋଷଣା କରିଛନ୍ତି ।…