Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭାରତ-ପାକିସ୍ତାନ ଉତ୍ତେଜନା: ମେ’ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ଦେଶର ୩୨ ବିମାନବନ୍ଦର

ନୂଆଦିଲ୍ଲୀ: ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ସରକାର ଦେଶର ୩୨ଟି ବିମାନବନ୍ଦରକୁ ମେ ୧୫ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ।   ଗୁରୁବାର, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଘୋଷଣା କରିଥିଲା ​​ଯେ ୨୪ଟି ବିମାନବନ୍ଦର ସାଧାରଣ ଲୋକଙ୍କ ପାଇଁ ୧୦ ମେ…

ପାକିସ୍ତାନର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ; ଉରି ଏବଂ ପୁଞ୍ଚ ସେକ୍ଟରରେ ପ୍ରବଳ ଗୁଳିମାଡ

ଶ୍ରୀନଗର: ପୁଣିଥରେ, ପାକିସ୍ତାନ ଦ୍ୱାରା ସୀମା ପାରରୁ ଅସ୍ତ୍ରବିରତି ଉଲ୍ଲଂଘନର ନୂତନ ଘଟଣା ସାମ୍ନାକୁ ଆସିଛି । ଶୁକ୍ରବାର ସନ୍ଧ୍ୟାରେ ଉରି ସେକ୍ଟରରେ ପ୍ରବଳ ଗୁଳିବର୍ଷା ଆରମ୍ଭ କରିଦେଇଛି ପାକିସ୍ତାନ, ଯାହା ଫଳରେ ସୀମାବର୍ତ୍ତୀ ଅଞ୍ଚଳରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି । ଏହା ପରେ,…

୩୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରୀ କୋତ୍ତାଗୁଡେମ ଜିଲ୍ଲା ଏସପିଙ୍କ ନିକଟରେ ୩୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ସମସ୍ତ ୩୮ ଜଣ ମାଓବାଦୀ ଛତିଶଗଡ ବିଜାପୁର ଜିଲ୍ଲାର ବୋଲି ଜଣାପଡିଛି । ସେମାନେ ନକ୍ସଲବାଦ ପରିତ୍ୟାଗ…

ଓଡ଼ିଶା ରାଜ୍ୟ ପାନୀୟ ନିଗମ ଓ ଅବକାରୀ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ରାଜ୍ୟ ପାନୀୟ ନିଗମର କାର୍ଯ୍ୟାଳୟରେ ସେଣ୍ଟ୍ରାଲ ସିସିଟିଭି ମନିଟରିଙ୍ଗ୍‌ ସିଷ୍ଟମ, ଅଟୋ ଇଣ୍ଡେଟିଂ ଅନୁମୋଦନ ସିଷ୍ଟମ, ଓଡ଼ିଶା ରାଜ୍ୟ ପାନୀୟ ନିଗମର ସରକାରୀ ଟ୍ରେଜେରୀ ସହିତ ସଂଯୋଗୀକରଣର ଉଦ୍‌ଘାଟନ କରିଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

ସିନ୍ଧୁ ଜଳ ଚୁକ୍ତି ମାମଲାରେ ପାକିସ୍ତାନକୁ ସାହାଯ୍ୟ କରିବାକୁ ମନା କଲା ବିଶ୍ୱ ବ୍ୟାଙ୍କ

ନୂଆଦିଲ୍ଲୀ: ପାକିସ୍ତାନକୁ ଲାଗିଲା ଝଟକା । ବିଶ୍ୱ ବ୍ୟାଙ୍କ ମୁଖ୍ୟ ଅଜୟ ବାଙ୍ଗା ପାକିସ୍ତାନକୁ ଏକ ବଡ଼ ଝଟକା ଦେଇଛନ୍ତି। ସେ ସିନ୍ଧୁ ଜଳ ଚୁକ୍ତି (IWT) ଉପରେ ଏକ ବିବୃତ୍ତି ଦେଇଛନ୍ତି। ବାଙ୍ଗା ସ୍ପଷ୍ଟ କରିଛନ୍ତି ଯେ, ମଧ୍ୟସ୍ଥତା ବ୍ୟତୀତ ଆମର ଅନ୍ୟ କୌଣସି ଭୂମିକା ନାହିଁ। ବାଙ୍ଗା…

ତୁର୍କୀ ଡ୍ରୋନ୍ ବ୍ୟବହାର କରି ଭାରତର ୩୬ଟି ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ: ଏମଇଏ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧରେ ଭାରତର 'ଅପରେସନ୍ ସିନ୍ଦୂର' ଦ୍ୱାରା ବିଚଳିତ ପାକିସ୍ତାନ ଗୁରୁବାର ରାତିରେ ଉତ୍ତର ଏବଂ ପଶ୍ଚିମ ଭାରତର ଅନେକ ସାମରିକ ଘାଟି ଉପରେ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ବିଫଳ ପ୍ରୟାସ କରିଛି । ଭାରତୀୟ ବାୟୁ ପ୍ରତିରକ୍ଷା…

ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି

ପୁରୀ: ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ନୋଟିସ ପାଇବାର ଦୁଇ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି l ଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର…

ରୋହିଙ୍ଗ୍ୟା ମୁସଲମାନମାନଙ୍କର ଭାରତରେ ରହିବାର ଆଇନଗତ ଅଧିକାର ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଭାରତରେ ରହୁଥିବା ରୋହିଙ୍ଗ୍ୟା ମୁସଲମାନମାନଙ୍କ ଅବସ୍ଥା ପୁଣି ଥରେ ଖବରର ଶିରୋନାମାରେ ରହିଛି । ଦିଲ୍ଲୀରୁ ରୋହିଙ୍ଗ୍ୟା ମୁସଲମାନମାନଙ୍କୁ ସମ୍ଭାବ୍ୟ ନିର୍ବାସନ ଉପରେ ସ୍ଥଗିତାଦେଶ ଦେବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି । ଜଷ୍ଟିସ୍ ସୂର୍ଯ୍ୟକାନ୍ତ, ଦୀପଙ୍କର…

ଜୈସଲମେରରେ ଡ୍ରୋନ୍ ଏବଂ ଆତସବାଜି ନିଷେଧ

ରାଜସ୍ଥାନ: ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ଜୈସଲମେରରେ ପ୍ରଶାସନର ବଡ଼ ନିଷ୍ପତ୍ତି। ଜୈସଲମେର ଜିଲ୍ଲାରେ ବାଣ ଦୋକାନ ବନ୍ଦ ରହିବ। ବାଣ ଫୁଟାଇବା, ବିକ୍ରୟ କରିବା ଏବଂ କିଣିବା ଉପରେ ସମ୍ପୂର୍ଣ୍ଣ ନିଷେଧ ରହିବ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ଆଦେଶର ଉଲ୍ଲଂଘନ ହେଲେ,…

ଜମ୍ମୁରୁ ଫେରିବେ ଓଡ଼ିଆ ଛାତ୍ର: ଜାରି ହେଲା ହେଲ୍ପଲାଇନ ନମ୍ବର

ଭୁବନେଶ୍ୱର: ଲଗାତାର ୩–୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା କରିଛନ୍ତି ଓଡ଼ିଶା ସରକାର। ଜମ୍ମୁର କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ସରକାର ଏହି ପଦକ୍ଷେପ ଗ୍ରହଣ…