Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Winter Session: ୨୭ରେ ବିଧାନସଭା ଶୀତକାଳୀନ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ କେମିତି…

Indian Railways service: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୫ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଭାରତୀୟ ରେଳ ସେବା

ବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର ପେସେଞ୍ଜର ରିଜରଭେସନ ସିଷ୍ଟମ ଆଜି ରାତି ୧୧.୪୫ ରୁ ଆସନ୍ତାକାଲି ଭୋର ୪.୪୫…

ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ।…

SI exam scam: ପୋଲିସ SI ପରୀକ୍ଷା କେଳେଙ୍କାରୀ; ୪ ଜଣଙ୍କୁ ସିବିଆଇ ଜେରା

ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ ଚାରି ଜଣଙ୍କୁ ପଚରାଉଚରା କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ସୂତ୍ର ଅନୁଯାୟୀ ୧୦ ଜଣଙ୍କୁ ସମନ କରାଯାଇଥିଲା, କିନ୍ତୁ ମାତ୍ର ଚାରି ଜଣ ତଦନ୍ତକାରୀ ଅଧିକାରୀଙ୍କ ସମ୍ମୁଖରେ ହାଜର ହୋଇଥିଲେ।…

New Labour Codes: ବର୍ଷେ ଚାକିରି ପରେ ଗ୍ରାଚ୍ୟୁଟି, କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବାଧ୍ୟତାମୂଳକ…

ନୂଆଦିଲ୍ଲୀ: ସରକାର ଶୁକ୍ରବାର ଏକ ଐତିହାସିକ ନିଷ୍ପତ୍ତି ନେଇ ଚାରୋଟି ଶ୍ରମ ସଂହିତା କାର୍ଯ୍ୟକାରୀ କରିଛନ୍ତି। ଏହି ସଂହିତା ୨୯ ପୁରୁଣା ଶ୍ରମ ଆଇନକୁ ସରଳ ଏବଂ ଏକୀକୃତ କରିଛି। ଏହି ପ୍ରମୁଖ ପରିବର୍ତ୍ତନ ଗିଗ୍ କର୍ମଚାରୀ (ସ୍ୱଳ୍ପକାଳୀନ ଚୁକ୍ତିନାମାରେ କାମ କରୁଥିବା)ଙ୍କୁ ସାମାଜିକ…

ଆଜି ସୃଷ୍ଟି ହେବ ଲଘୁଚାପ: ବଢୁଛି ବାତ୍ୟା ଭୟ

ଭୁବନେଶ୍ବର: ଆଜି ଲଘୁଚାପ। ଦିନକ ପରେ ଅବପାତ। ଓଡ଼ିଶାକୁ ପୁଣି ବାତ୍ୟା ଭୟ ଦେଖାଦେଇଛି। ମାସ ଶେଷ ଆଡକୁ ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ବିଶେଷକରି ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି। ସମ୍ଭାବ୍ୟ ବାତ୍ୟା କେଉଁଠି ସ୍ଥଳ ଭାଗ ଛୁଇଁବ ? ବିଭିନ୍ନ…

Raid on Kashmir Times: ଖବରକାଗଜ ଅଫିସରେ କ’ଣ କରୁଛି ବନ୍ଧୁକ, AK-47 ଗୁଳି ? ତଦନ୍ତ ସଂସ୍ଥାର ଚଢାଉ…

ଶ୍ରୀନଗର: ଗୁରୁବାର ଦିନ ଜମ୍ମୁ ଏବଂ କାଶ୍ମୀର ପୋଲିସର ରାଜ୍ୟ ତଦନ୍ତ ସଂସ୍ଥା (SIA) କାଶ୍ମୀର ଟାଇମ୍ସ ଖବରକାଗଜର (Kashmir Times Office)ଜମ୍ମୁ କାର୍ଯ୍ୟାଳୟରେ ଚଢାଉ କରିଥିଲା। ଏହି ସମୟରେ ଖବରକାଗଜ କାର୍ଯ୍ୟାଳୟରୁ AK ରାଇଫଲ୍ କାର୍ଟ୍ରିଜ୍, ପିସ୍ତଲ ଗୁଳି ଏବଂ ହ୍ୟାଣ୍ଡ ଗ୍ରେନେଡ୍ ପିନ୍…

Konark Sun Temple: ସୂର୍ଯ୍ୟମନ୍ଦିରରେ ଉନ୍ନତ ଲାଇଟ ଆଣ୍ଡ ସାଉଣ୍ଡ ଶୋ ସିଷ୍ଟମର ଉଦଘାଟନ; ୪୦ମିନିଟର ପୂରା…

କୋଣାର୍କ: ପର୍ଯ୍ୟଟକମାନେ ଏଣିକି ନୂଆ ରୂପରେ ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ଶୋ ଦେଖି ପାରିବେ। ଶୁକ୍ରବାର ସନ୍ଧ୍ୟାରେ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଇଟ୍ ଆଣ୍ଡ ସାଉଣ୍ଡ ସିଷ୍ଟମକୁ ଉଦଘାଟନ କରିଛନ୍ତି । ସନ୍ଧ୍ୟା ୬ଟା ୩୦ରୁ ୭ଟା ୧୦ ଏବଂ ୭ଟା ୩୦ରୁ ୮ଟା ୧୦ପର୍ଯ୍ୟନ୍ତ ଦୁଇଟି ଶୋ…

Dr. Harekrushna Mahatab:’ଆଧୁନିକ ଓଡ଼ିଶାର ଗୌରବମୟ କୀର୍ତ୍ତିରେ ରହିଛି ଡକ୍ଟର ମହତାବଙ୍କ ସ୍ପର୍ଶ’

ଭୁବନେଶ୍ୱର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

Rath Wood: ରଥଯାତ୍ରା-୨୦୨୬: ରଥକାଠ ଅନୁକୂଳ ପୂଜା ପାଇଁ ଶୁଭଦିନ ନିର୍ଘଣ୍ଟ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ହେବାକୁ ଥିବା ରଥକାଠ ଅନୁକୂଳ ପୂଜା ପାଇଁ ଆଜି ଶୁଭଦିନ ନିର୍ଘଣ୍ଟ ହେଇଛି । ବନଖଣ୍ତ ଅଧିକାରୀ ଦେବାର୍ଚ୍ଚନ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ବନାଞ୍ଚଳ ଅଧିକାରୀ ଶ୍ରୀନିବାସ ଦାଶ ଏବଂ ଅବସରପ୍ରାପ୍ତ ବନପାଳ ତଥା ‘ଗଣକ’ ପ୍ରଫୁଲ୍ଲ କୁମାର…