Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଛେପ ପକାଇବା ଏବଂ ଆବର୍ଜନା ପାଇଁ ୫୮୧ ଜଣଙ୍କୁ ଜରିମାନା

ଭୁବନେଶ୍ୱର: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ ଭୁବନେଶ୍ୱର ରେଳ ଷ୍ଟେସନରେ ରେଳବାଇ ସୁରକ୍ଷା ବଳ (ଆରପିଏଫ) ଦ୍ୱାରା ଗତ ମାର୍ଚ୍ଚ ୨୦୨୫ରେ ରେଳ ଷ୍ଟେସନରେ ଛେପ ପକାଇବା ଏବଂ ଆବର୍ଜନା ପକାଇବା ପାଇଁ ୫୮୧ ଜଣଙ୍କୁ ଜରିମାନା ଆଦାୟ କରାଯାଇଛି । ଏହି କାର୍ଯ୍ୟ ସମଗ୍ର ରେଳ…

ବେଆଇନ ବାଲି ଘାଟରେ ଚାଲିଛି ଲୁଟ୍

ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଚାଲିଛି ବେଆଇନ ବାଲି ଘାଟ । ନାମକୁ ମାତ୍ର ଲିଜ୍ ନେଇ ମନ ଇଚ୍ଛା ଲୁଟି ଚାଲିଛନ୍ତି ଲିଜଧାରୀ । ଯାହା ଫଳରେ ଦିନକୁ ଦିନ ବିଗିଡିବାରେ ଲାଗିଛି ପରିବେଶ ପ୍ରଦ୍ୟୁଷଣ । ଅଭିଯୋଗ କଲେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ । ଏନେଇ ଯାଜପୁର ବ୍ଲକର…

ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ହେଲା ଦେୟମୁକ୍ତ

ନୂଆଦିଲ୍ଲୀ: ଏଣିକି ଆଉ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପାଇଁ ଚାର୍ଜ ଦେବାକୁ ପଡିବ ନାହିଁ । ଆର୍ଥିକ ସଂସ୍ଥାଗୁଡ଼ିକ ଏନେଇ ଯେଉଁ ଚାର୍ଜ ଲଗାଉଥିଲେ, ତାହା ଏବେ ଆଉ ଲଗାଯିବ ନାହିଁ । ଏଣିକି ଦେୟମୁକ୍ତ ହେବ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପ୍ରକ୍ରିୟା । ଏନେଇ ଏକ୍ସରେ ସୂଚନା…

ଏହି ସବୁ ଜିଲ୍ଲାରେ କିଛି ଘଣ୍ଟା ପାଇଁ ବର୍ଷିବ କାଳବୈଶାଖୀ…ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ କାଳବୈଶାଖୀ ନେଇ ଆଲର୍ଟ ଜାରି ହୋଇଛି । ଆସନ୍ତା ୨ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏହାରି ଭିତରେ ଆଜି ପାଇଁ ୭ ଜିଲ୍ଲାକୁ ହାଇଆଲର୍ଟ ଜାରି କରାଯାଇଛି । ଆଗାମୀ କେଇ ଘଣ୍ଟା ପାଇଁ ରାଜ୍ୟର ଏହି ଜିଲ୍ଲାମାନଙ୍କରେ…

କାହିଁକି ପରମାଣୁ ବଙ୍କର ପ୍ରସ୍ତୁତ କରୁଛି ଏ ଦେଶ?

ନୂଆଦିଲ୍ଲୀ: ୟୁରୋପରେ ବଢିଲା ଋଷ ଭୟ । ପ୍ରାୟ ସବୁ ନାଟୋ ଦେଶ ଏବେ ଯୁଦ୍ଧ ପାଇଁ ପୂର୍ବପ୍ରସ୍ତୁତି ଜୋରଦାର କରିଛନ୍ତି । ୟୁକ୍ରେନ ଜିତିବା ପରେ ନାଟୋ ଦେଶଗୁଡିକ ଉପରେ ଋଷ ଆକ୍ରମଣ କରିପାରେ ବୋଲି ଆଶଙ୍କା କରାଯାଉଛି। ଆଉ ଯଦି ସତରେ ଋଷ ଆକ୍ରମଣ କରେ ତେବେ ସହଯୋଗ ପାଇଁ ଆମେରିକା ହାତ ବଢାଇବନି…

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି

ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ ଶୋଭାଯାତ୍ରା କରିବେ । ସମସ୍ତ ବ୍ଲକ…

ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ ହଳଦୀପଦା ଆଦି ଦୁଇଟି ସ୍ଥାନରେ ଶିଳ୍ପ…

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର…

ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ୍ କ’ଣ?

ଭୁବନେଶ୍ବର: ବିଧାନସଭାରେ ପାରିତ ହୋଇଛି ବିଶ୍ବ ବିଦ୍ୟାଳୟ ସଂଶୋଧନ ବିଲ୍ । ସାରା ରାତି ବିଲ ଉପରେ ଚର୍ଚ୍ଚା ହୋଇଥିଲା । ୧୨ ଘଣ୍ଟାରୁ ଅଧିକ ସମୟର ଆଲୋଚନା ପରେ ଭୋର୍ ସାଢେ ୪ଟା ବେଳକୁ ଏହା ବାଚନିକ ଭୋଟରେ ପାରିତ ହୋଇଛି । ବିରୋଧୀ ଦଳ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରିଥିଲେ ।…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ: ସାର୍ବଜନୀନ ହେବ ବିଚାରପତିଙ୍କ ସମ୍ପତ୍ତି

ନୂଆଦିଲ୍ଲୀ: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି। ସୁପ୍ରିମକୋର୍ଟର ବିଚାରପତିମାନେ ଏପ୍ରିଲ ୩ ତାରିଖରେ କାର୍ଯ୍ୟଭାର ଗ୍ରହଣ କରିବା ସମୟରେ ସର୍ବୋଚ୍ଚ ନ୍ୟାୟାଳୟର ୱେବସାଇଟରେ ସେମାନଙ୍କର ସମ୍ପତ୍ତି ସାର୍ବଜନୀନ ଭାବରେ ଘୋଷଣା କରିବାକୁ ରାଜି ହୋଇଛନ୍ତି।…