Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭାରତର ଆକ୍ରମଣ ଭୟ; ପିଓକେ ବାସିନ୍ଦାଙ୍କୁ ଘରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବାକୁ ଅପିଲ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି । ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା କଠୋର ନିଷ୍ପତ୍ତିକୁ ଦେଖି ପାକିସ୍ତାନ ଭୟଭୀତ ରହିଛି । ପାକିସ୍ତାନର ଭୟ ହେଲା ଭାରତ ତାଙ୍କ ଉପରେ କେତେବେଳେ ବି…

ପାକ୍ ଉପରେ ଭାରତ ଆକ୍ରମଣ କଲେ ଉତ୍ତର-ପୂର୍ବାଞ୍ଚଳର ୭ ରାଜ୍ୟକୁ ଅକ୍ତିଆର କରିବୁ: ୟୁନୁସଙ୍କ ସହଯୋଗୀ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିରଙ୍କ ମନରେ ଭୟ ଦେଖାଦେଇଛି। କାରଣ ଭାରତୀୟ ସେନା କୌଣସି ମୂହୁର୍ତ୍ତରେ ମଧ୍ୟ ପାକିସ୍ତାନ ଉପରେ ଆକ୍ରମଣ କରିପାରେ। କିନ୍ତୁ ଏହା ମଧ୍ୟରେ ବାଂଲାଦେଶ…

ଭାରତର ୱେବ୍‌ସାଇଟ୍‌କୁ ପାକ୍‌ ହ୍ୟାକରଙ୍କ ଟାର୍ଗେଟ, ସେନା ସ୍କୁଲକୁ ବି ଛାଡିଲେନି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପ୍ରିଲ ୨୨ ତାରିଖରେ ପହଲଗାମରେ ୨୬ ଜଣ ନିରୀହ ନାଗରିକଙ୍କୁ ଗୁଳି କରି ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ଖୋଜିବା ଏବଂ ଦଣ୍ଡ ଦେବାରେ ଭାରତ କୌଣସି କସରତ ଛାଡୁନାହିଁ। ଅନ୍ୟପକ୍ଷରେ,…

ହିମାଚଳକୁ ୪ର୍ଥଥର ପାଇଁ ବୋମାରେ ଉଡ଼ାଇବାକୁ ମିଳିଲା ଧମକ;ଗୁଇନ୍ଦା ସଂସ୍ଥାର ତଦନ୍ତ ଆରମ୍ଭ

ହିମାଚଳପ୍ରଦେଶ: ହିମାଚଳ ପ୍ରଦେଶର କୁଲ୍ଲୁ ଜିଲ୍ଲାରେ ବୋମା ଧମକ। ଏହି ଧମକ ଇମେଲ୍ ମାଧ୍ୟମରେ ମିଳିଛି। ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏହି ଧମକ ସମ୍ପର୍କରେ ପୋଲିସ ସମେତ ସମସ୍ତ ଅଧିକାରୀଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ସମୟରେ ରାଜ୍ୟରେ ଏହା ଚତୁର୍ଥ ବୋମା ଧମକ । ପୂର୍ବରୁ…

ବିଶ୍ୱର ସବୁଠାରୁ ଛୋଟ ଯୁଦ୍ଧ: ମାତ୍ର ୩୮ ମିନିଟରେ ହୋଇଥିଲା ଶେଷ, ଜାଣନ୍ତୁ କେଉଁ ଦେଶ ମଧ୍ୟରେ ହୋଇଥିଲା

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହେବା କଥା ବହୁତ ଦିନ ଧରି ଚର୍ଚ୍ଚା ଜୋର ଧରିଛି। ପାକିସ୍ତାନୀମାନେ ଧମକ ଦେଉଛନ୍ତି ଯେ ସେମାନଙ୍କ ପାଖରେ ପରମାଣୁ ଅସ୍ତ୍ର ଅଛି, ଯେତେବେଳେ ଭାରତ ମଧ୍ୟ ଶତ୍ରୁ ଦେଶ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ। ସିଡିପିଓ…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି । ନିଗମ ଗୁଡିକ ହେଲା ଓଡ଼ିଶା କୃଷି…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ। କେହି ଦୋଷୀ ସାବ୍ୟସ୍ତ ହେଲେ…

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।…