Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…

Fraud in Deogarh: ଚାଷୀଙ୍କ ଋଣ ପରିଶୋଧ ଟଙ୍କା ହଡ଼ପ ଅଭିଯୋଗରେ ପ୍ୟାକ୍ସ ସଂପାଦକ ଗିରଫ

ଭୁବନେଶ୍ବର: ଚାଷୀମାନଙ୍କ ‌ଋଣ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଦିନ ଜଣେ ପାକ୍ସ ସମ୍ପାଦକଙ୍କୁ ଗରିଫ କରିଛି। ତାଙ୍କର ନାମରେ ୪୦ ଲକ୍ଷ ୭୦ ହଜାର ଟଙ୍କା ଠକେଇ ଅଭିଯୋଗ ରହିଛି । ଦେଓଗଡ଼ ଜିଲ୍ଲାର କାଦୋପଡ଼ା ପ୍ରାଥମିକ କୃଷି ସମବାୟ ସମିତି (PACS)ର ସମ୍ପାଦକ ସୁରେଶ…

ଭବାନୀପାଟଣା ବିଧାୟକଙ୍କୁ ହତ୍ୟା ଧମକ

ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କୁ ହତ୍ୟା ଧମକ । ଏନେଇ ନିଜେ ସାମାଜିକ ଗଣମାଧ୍ୟମ “ଏକ୍ସ” ରେ ପୋଷ୍ଟ କରିଛନ୍ତି ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ । ଏହା ସହ ସେ ରାଜ୍ୟର ଆଇନ୍ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ କରିଛନ୍ତି । ସେ ଲେଖିଛନ୍ତି ଯେ, ଯଦି ରାଜ୍ୟରେ ଜଣେ ନିର୍ବାଚିତ ବିଧାୟକ…

Cabinet Meeting: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…

Amit Shah On SIR:ଭୁଜରୁ ଗୃହମନ୍ତ୍ରୀ ଅମିତ ଶାହଙ୍କ ବାର୍ତ୍ତା…’ଦେଶରୁ ଖୋଜି ଖୋଜି ସବୁ…

ନୂଆଦିଲ୍ଲୀ:ସୀମା ସୁରକ୍ଷା ବାହିନୀ (BSF )ର ୬୧ତମ ପ୍ରତିଷ୍ଠା ଦିବସ (Raising Day)ସମାରୋହରେ ଯୋଗଦେବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ( Amit Shah) ଶୁକ୍ରବାର ଗୁଜରାଟର ଭୁଜରେ ପହଞ୍ଚିଥିଲେ । ଏଠାରେ ବିଏସଏଫ ଯବାନମାନଙ୍କୁ ସମ୍ବୋଧିତ କରି ଶାହ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼…

ବଢିଲା ସେବାୟତଙ୍କ ଭତ୍ତା ଟଙ୍କା; ଅକ୍ଷୟ ତୃତୀୟା ପୂର୍ବରୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରାଯିବ…

ପୁରୀ: ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବଡ ସୂଚନା ଦେଇ କହିଛନ୍ତି ଯେ, ଶ୍ରୀମନ୍ଦିର ସେବାୟତଙ୍କ ପେନସନ ରାଶି ବୃଦ୍ଧି କରାଯାଇଛି । ମାସିକ ୪ ହଜାରରୁ ୫ ହଜାରକୁ ବୃଦ୍ଧି କରାଯାଇଛି । ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ…

PM Fasal Bima Yojana: ଚାଷୀଙ୍କୁ ବଡ ଆଶ୍ବସ୍ତି ଦେଲେ ସରକାର: ଯେମିତି ବି ହେଉ ଫସଲ ନଷ୍ଟ, ମିଳିବ କ୍ଷତିପୂରଣ…

ନୂଆଦିଲ୍ଲୀ: କୃଷକମାନଙ୍କ ପାଇଁ ଏକ ବଡ଼ ସହାୟତା ଘୋଷଣା କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଶୁକ୍ରବାର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମରେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ଅଧୀନରେ ଫସଲ କ୍ଷତିର ଦୁଇଟି…

ଦିଲ୍ଲୀରେ ଆମୋନିୟମ୍ ନାଇଟ୍ରେଟ୍ କ୍ରୟ ଉପରେ କଡା ନଜର ରଖିବାକୁ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ବୋମା ବିସ୍ଫୋରଣ ପରେ, ସରକାର ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଷଡ଼ଯନ୍ତ୍ରକାରୀଙ୍କ ସମ୍ପୂର୍ଣ୍ଣ ମଡ୍ୟୁଲ୍ ପର୍ଦ୍ଦାଫାସ୍ କରୁଛନ୍ତି । ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ ପୂର୍ବ ଅପେକ୍ଷା ଆହୁରି ମଜବୁତ କରାଯାଇଛି । ଏହି ସମୟରେ, ଦିଲ୍ଲୀର…

ଟିକେଟ ନମିଳିବାରୁ ଇସ୍ତଫା ଦେଲେ କଂଗ୍ରେସ ନେତ୍ରୀ…

ବିହାର : ବିହାରରେ ନୂଆ ସରକାର ଗଠନ ହେବା ପରେ, ବିହାର କଂଗ୍ରେସ ଭିତରେ ଆଭ୍ୟନ୍ତରୀଣ କନ୍ଦଳ ପୁଣି ଥରେ ସାମ୍ନାକୁ ଆସିଛି। ଏହାରି ଭିତରେ ଇସ୍ତଫା ଦେଇଛନ୍ତି  ରାଜ୍ୟ ମହିଳା କଂଗ୍ରେସ ସଭାପତି ସରୱତ ଜାହାନ ଫାତିମା । ତାଙ୍କ ଇସ୍ତଫାପତ୍ରରେ, ଫାତିମା ଦଳୀୟ ନେତୃତ୍ୱ ଏବଂ ବିହାର କଂଗ୍ରେସ…

Blast in Pakistan: ପାକିସ୍ତାନରେ ବଡ଼ଧରଣର ବିସ୍ଫୋରଣ: ୧୫ରୁ ଅଧିକ ମୃତ, ଅନେକ ଗୁରୁତର

ଇସଲାମାବାଦ: ପୁଣି ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ । ଏକ କାରଖାନାରେ ବଡ ଧରଣର ବିସ୍ଫୋରଣ କାରଣରୁ ପ୍ରାୟ ୧୫ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ…