Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷାମନ୍ତ୍ରାଳୟ ଦାୟିତ୍ୱ

ନୂଆଦିଲ୍ଲୀ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା । କ୍ୟାବିନେଟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ଘଟଣାକ୍ରମ ପ୍ରଧାନମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଇସ୍ତଫା ପ୍ରଦାନ…

ଗୁଜୁରାଟରେ ପ୍ରବଳ ବର୍ଷା ତାଣ୍ଡବ: ଗଲାଣି ୩୧ ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଅହମଦାବାଦ: ଗୁଜୁରାଟର ଅନେକ ସ୍ଥାନରେ ପ୍ରବଳ ବର୍ଷା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହା ସାଧାରଣ ଜୀବନକୁ ସମ୍ପୂର୍ଣ୍ଣ ଭାବରେ ବ୍ୟାହତ କରିଛି । ସମ୍ବନ୍ଧିତ ଘଟଣାରେ ଅନେକ ଲୋକ ପ୍ରାଣ ହରାଇଛନ୍ତି । ରାଜ୍ୟ ଜରୁରୀକାଳୀନ କାର୍ଯ୍ୟ କେନ୍ଦ୍ରର ତଥ୍ୟ ଅନୁଯାୟୀ, ରାଜ୍ୟରେ ବର୍ଷା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘Gen Z’ କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପେପର ଲିକ୍ ଅଭିଯୋଗକୁ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଯାହା ପରେ ଶନିବାର ବିଜୁ ଜନତା ଦଳ (ବିଜେଡି) ସଭାପତି ଛାତ୍ର ଏବଂ ଯୁବ ପ୍ରତିବାଦକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାକୁ ଯୁବପିଢ଼ିଙ୍କ ବିଜୟ ବୋଲି ବର୍ଣ୍ଣନା…

ବିଜେଡିକୁ ବଡ଼ ଝଟକା: କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା ଧରିଲେ ପଦ୍ମ

ବାନୀପାଟଣା:କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା । ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଶନିବାର କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ଶଙ୍ଖ ଛାଡ଼ି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ ଭାଜପା…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ;ସ୍ବାମୀ ଗଲେ ଜେଲ

ଦିଗପହଣ୍ଡି:ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ମୁହଁରେ ତକିଆ ଚାପି ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ ଅଭିଯୋଗ ହୋଇଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ତଦନ୍ତକାରୀ…

୪ ଥର ଭୂମିକମ୍ପରେ ଥରିଲା ନାସିକ: ଭୟଭୀତ ଲୋକେ, ରିକ୍ଟର ସ୍କେଲରେ ତିବ୍ରତା…

ମୁମ୍ବାଇ: ଲଗାତାର ୪ ଥର ଭୂମିକମ୍ପରେ ଥରିଲା ମହାରାଷ୍ଟ୍ରର ନାସିକ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଛି । ନାସିକ ସହିତ ପାଲଘରରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି । ତେବେ ଭୂମିକମ୍ପରେ କୌଣସି ପ୍ରକାର ଧନ ଜୀବନ ହାନି କିମ୍ବା ସମ୍ପତ୍ତି କ୍ଷୟକ୍ଷତି ନେଇ କୌଣସି ସୂଚନା…

puri suna besha 2026: ମହଣ ମହଣ ସୁନାରେ ସଜେଇ ହେଲେ ମହାପ୍ରଭୁ; ଭକ୍ତ ଆତ୍ମବିଭୋର

ପୁରୀ: ପବିତ୍ର ହରିଶୟନ ଏକାଦଶୀ ତିଥିରେ ଆଜି ରଥ ଉପରେ ବିଜେ ଶ୍ରୀଜିଉଙ୍କ ସୁନାବେଶ । ମହାପ୍ରଭୁଙ୍କ ରଥ ଉପରେ ଦୁର୍ଲଭ ସୁନାବେଶକୁ ଭକ୍ତମାନେ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମହଣ ମହଣ ସୁବର୍ଣ୍ଣ…

ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ ପାଠ୍ୟପୁସ୍ତକ: ଦଶହରା ପରେ ପିଲାଙ୍କୁ ମିଳିବ ନିର୍ଭୁଲ ବହି…

ଭୁବନେଶ୍ବର: ସ୍କୁଲ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଓ ନିର୍ଭୁଲ ବହି ପ୍ରଦାନ ନେଇ ବଡ଼ଧରଣର ସଂଶୋଧନ ଅଭିଯାନ ଆରମ୍ଭ ହୋଇଛି । ଏହି ପ୍ରକ୍ରିୟାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସନ୍ତୋଷ ପ୍ରକାଶ କରିଥିଲେ । ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପାଠ୍ୟପୁସ୍ତକଗୁଡ଼ିକରେ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ରଙ୍କ ଇସ୍ତଫା; ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବାର କିଛି ସମୟ ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ବିଜେପି ନେତାଙ୍କୁ "ଜନସେବା ପ୍ରତି ଅଟଳ ସମର୍ପଣ" ପାଇଁ ପ୍ରଶଂସା କରିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ…