Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଆଇଏସଏଫର ଆଉ ଏକ ବାଟାଲିୟନ ଗଠନକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦୪୦ ନୂଆ ପଦବୀ

ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (OISF)’ର ଆଉ ଏକ ବାଟାଲିୟନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।…

ଜବରଦଖଲ ଉଚ୍ଛେଦ ବେଳେ ପୋଲିସ- ବସ୍ତିବାସିନ୍ଦାଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ: ଜଣେ ମୃତ, ୬ ଆହତ

ରାଉରକେଲା: ଶନିବାର ସୁନ୍ଦରଗଡ଼ ଜିଲ୍ଲାରେ ଜବରଦଖଲ ଉଚ୍ଛେଦକୁ ନେଇ ସୁରକ୍ଷାକର୍ମୀ ଏବଂ ବସ୍ତି ବାସିନ୍ଦା ମୁହାଁମୁହିଁ । ଏହି ଖଣ୍ଡଯୁଦ୍ଧରେ ଜଣଙ୍କର ମୃତ୍ୟୁ ଘଟିଛି ଓ ପ୍ରାୟ ଛଅ ଜଣ ଆହତ ହୋଇଛନ୍ତି। ଡୁମେର୍ତ୍ତାରୁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ପର୍ଯ୍ୟନ୍ତ ଏକ ନୂତନ ରେଳ ଲାଇନ ନିର୍ମାଣ…

ରାତି ପାହିଲେ କଳିଙ୍ଗ ସୁପର କପ୍ ; ଟୁର୍ଣ୍ଣାମେଣ୍ଟରୁ ଓହରିଲା ଚର୍ଚ୍ଚିଲ ବ୍ରଦର୍ସ

ଭୁବନେଶ୍ବର:ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ଠାରୁ ଅର୍ଥାତ୍ ୨୦ଏପ୍ରିଲରୁ କଳିଙ୍ଗ ସୁପର କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ । ଏଆଇଏଫଏଫ , ଓଡିଶା ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ଓ ଫୁଟବଲ ଆସୋସିଏସନ ଅଫ ଓଡିଶାର ମିଳିତ ସହଯୋଗରେ କଳିଙ୍ଗ ସୁପର କପ୍ ଫୁଟବଲ…

ଚାଞ୍ଚଲ୍ୟ ଘଟଣା! ୬ ମାସର ଗର୍ଭବତୀ ହେଲେ ୬ଷ୍ଠ ଶ୍ରେଣୀ ଛାତ୍ରୀ

ରାୟଗଡ଼ା: ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ରାୟଗଡ଼ା ଜିଲ୍ଲାରେ ଜଣେ ୧୪ ବର୍ଷିୟ ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହଯୋଗରେ ରାୟଗଡା ଶିଶୁ ମଙ୍ଗଳ କମିଟି ନିକଟରେ ନାବାଳିକାଙ୍କୁ ହାଜର କରାଯାଇଛି।…

ଜୋରଦାର ଚାଲିଛି ମାଓ ବିରୋଧୀ ଅଭିଯାନ, ପୁଣି ମାଓଡମ୍ପ ଉଦ୍ଧାର କଲେ ଯବାନ୍‌

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଜଂଗଲରୁ ସୁରକ୍ଷାକର୍ମୀ ମାଓ ଡମ୍ପକୁ ଉଦ୍ଧାର କରିଛନ୍ତି। ଜିଲ୍ଲାର ମର୍କରାଜଗୁଡା ନିକଟସ୍ଥ ଜଙ୍ଗଲରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏକ ନକ୍ସଲଙ୍କର ଏକ ବଡ ବଙ୍କରକୁ ଉଦ୍ଧାର କରିଥିଲେ। ବଙ୍କର ଉପରେ କଂକ୍ରିଟ କରି…

ଓଡ଼ିଆ ପୁଅ ଓମ୍ ପ୍ରକାଶ ଜେଇଇ ମେନ୍ ଟପ୍ପର

ଭୁବନେଶ୍ବର: ଅଲ୍ ଇଣ୍ଡିଆ ଟପ୍ପର୍ ହେଲେ ଓଡିଆ ପୁଅ ଓମ ପ୍ରକାଶ ବେହେରା । ଜେଇଇ ମେନ ୨୦୨୫ ଟପ୍ପର ହୋଇଛନ୍ତି ଓମ୍ । ସେ ଜେଇଇ ମେନ୍ ୨୦୨୫ (JEE Main 2025) ସେସନ୍-୨ରେ ସର୍ବଭାରତୀୟ ସ୍ତରରେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି । ଓମ୍ ପ୍ରକାଶ ୩୦୦ ମାର୍କରୁ ୩୦୦ ଅର୍ଥାତ୍ ପରଫେକ୍ଟ ସ୍କୋର କରି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଣିଜ୍ୟ, ଶିଳ୍ପ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ କରିବା ଉପରେ ଦେଇଛନ୍ତି ଗୁରୁତ୍ୱ ଆରୋପ। ଏହି…

ନକ୍ସଲମୁକ୍ତ ପଞ୍ଚାୟତକୁ ମିଳିବ କୋଟିଏ ଟଙ୍କା

ନୂଆଦିଲ୍ଲୀ:ଓଡିଶା ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନ ଆରମ୍ଭ କରିଛନ୍ତି । ଏବେ ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଓ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ ହେବ ସେହି ପଞ୍ଚାୟତକୁ ସରକାର କୋଟିଏ ଟଙ୍କା ସହାୟତା…

ଆହୁରି ୫ ଦିନ ବର୍ଷିବ, ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆହୁରି ୫ଦିନ କାଳବୈଶାଖୀ ଆଶଙ୍କା ରହିଛି। ଆଗାମୀ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ଓ କୁଆପଥର ମାଡ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱରର ଅତିରିକ୍ତ ତହସିଲଦାର। ଚାଷ ଜମିର କିଷମ ପରିବର୍ତ୍ତନ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ମାଡିବସିଲା। ଦୁର୍ନୀତି ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଓଡ଼ିଶା ଭିଜିଲାନ୍ସ ଆଜି…