Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ…

ଇନଷ୍ଟାଗ୍ରାମ ଆଣିଲା ଏହି ମଜାଳିଆ ନୂଆ ଫିଚର..

ଭୁବନେଶ୍ବର: ଇନଷ୍ଟାଗ୍ରାମ ଏକ ନୂଆ ଫିଚର ଲଞ୍ଚ କରିଛି, ଯାହାର ନାମ ହେଉଛି 'ବ୍ଲେଣ୍ଡ (Blend)'। ସାଙ୍ଗଙ୍କ ମଧ୍ୟରେ ରିଲ୍‌କୁ ଅଧିକ ବ୍ୟକ୍ତିଗତ ଓ ମଜାଳିଆ କରିବା ଉଦ୍ଦେଶ୍ୟରେ ଏହି ନୂଆ ଫିଚର ଆଣିଛି ପ୍ଲାଟଫର୍ମ । ଦୁଇ ୟୁଜର ରିଲ୍‌ ପରସ୍ପର ମଧ୍ୟରେ ପ୍ରାଇଭେଟ୍‌ ଫିଡ୍‌ (Private Feed)…

ଋଷର କ୍ରିମିୟା କବଜା ଉପରେ ମୋହର ଲଗାଇବ ଆମେରିକା!

ନୂଆଦିଲ୍ଲୀ: ଋଷ ଓ ୟୁକ୍ରେନ୍ ମଧ୍ୟରେ ଶାନ୍ତି ବୁଝାମଣା ପାଇଁ କ୍ରିମିୟା ଉପରେ ଋଷ ନିୟନ୍ତ୍ରଣକୁ ମାନ୍ୟତା ଦେଇପାରେ ଆମେରିକା । ଯେକୌଣସି ସ୍ଥିତିରେ ଋଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ରୋକିବାକୁ ଚାହୁଁଛନ୍ତି ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ । ସେଥିପାଇଁ ସେ କ୍ରିମିୟା ନେଇ ଋଷ ପକ୍ଷର କଥା…

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ…

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ…

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ

ପୁରୀ: ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଦେବୀ…

ରେଳ ଲାଇନକୁ ବିରୋଧ କରି ପୋଲିସ ଓ ବସ୍ତିବାସିନ୍ଦା ହାତାହାତି; ଜଣେ ମୃତ, ୬ ପୋଲିସ ଗୁରୁତର

ରାଉରକେଲା: ରାଉରକେଲାରେ ବସ୍ତିବାସିଦା ଓ ପୋଲିସ ମଧ୍ୟରେ ଖଣ୍ଡଯୁଦ୍ଧ । ବସ୍ତି ବାସିନ୍ଦାଙ୍କ ଢେଲା ଓ ତୀର ମାଡ଼ରେ ଅତିରିକ୍ତ ତହସିଲଦାର ପୁରୁଷୋତ୍ତମ ନାୟକଙ୍କ ସମେତ ଛଅ ପୋଲିସ ଗୁରୁତର ଓ ଆହତ ହୋଇଛନ୍ତି l ଡ଼ୁମେର୍ତ୍ତାରୁ ରାଉରକେଲା ଇସ୍ପାତ କାରଖାନାକୁ ନିର୍ମାଣ ରେଳ ଲାଇନକୁ ବିରୋଧ କରି…

ଫଲ୍ସ ନ୍ୟାରେଟିଭ ପାଇଁ ହାରିଲା ବିଜେଡି, ଓଡ଼ିଶାର ହକ୍ ପାଇଁ ଜାରି ରହିବ ଲଢେଇ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବମ ଥର ବିଜେଡି ସଭାପତି ହେବା ପରେ ଆସିଲା ନବୀନଙ୍କ ପ୍ରତିକ୍ରିୟା। ବିଜେଡ଼ି ସଭାପତି ହେବାପରେ ନବୀନ ଜୟ ଜଗନ୍ନାଥ କହି ନିଜ ଉଦବୋଧନ ଆରମ୍ଭ କରିଥିଲେ। ଆପଣଙ୍କ ଭଲ ପାଇବା ନିକଟରେ ମୁଁ ଚିର ଋଣି ବୋଲି କହିଥିଲେ। ସେ ଆହୁରି କହିଛନ୍ତି, ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଶାସନ ପାଇଁ…

ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ଦେବା ମାମଲା: ବାପା-ମାଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ଗର୍ଭବତୀ ନାବାଳିକାକୁ ପୋଡ଼ି ମାରିବା ମାମଲା। ବାପାମାଙ୍କୁ ଆଜୀବନ ସଜା ଶୁଣାଇଲେ ଫାଷ୍ଟ୍‌ ଷ୍ଟ୍ରାକ୍‌ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡ଼ି ନଦୀରେ ଭସାଇ ଦେଇଥିଲେ ବାପା-ମାଆ। ସୂଚନାନୁଯାୟୀ, ୨୦୧୬ ମସିହା ଫେବୃଆରୀ ୧୪…