Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର; ଏପରି କରିଥିଲେ ଲୁଟ୍ ପ୍ଲାନ୍…

ଭୁବନେଶ୍ବର:ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଚନ୍ଦ୍ରଶେଖରପୁର ଥାନା ପୋଲିସ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନାଗେଶ୍ବର ପରମାଣିକ । ଘର କୁଆଁପାଲି ମାହାଙ୍ଗା ଅଞ୍ଚଳର । ଏଥିସହ ଲୁଟ୍…

Jaundice In Khordha: ଏଥିପାଇଁ ନବୋଦୟ ସ୍କୁଲରେ ବ୍ୟାପିଲା ଜଣ୍ଡିସ୍‌;ଆସିଲା ଜିଲ୍ଲା ଜନସ୍ବାସ୍ଥ୍ୟ ବିଭାଗର ରିପୋର୍ଟ

ଭୁବନେଶ୍ୱର: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ସ୍ଥିତି ଅଣାୟତ୍ତ ପରେ ପିଲାମାନଙ୍କୁ ଘରକୁ ନେଇଯାଇଛନ୍ତି ଅଭିଭାବକ । ତେବେ ଏହି ଜଣ୍ଡିସ୍‌ର କାରଣ ଜଣା ପଡିଛି । ସ୍କୁଲ ପରିସର ୨ଟି ସ୍ଥାନର ପାଣି ନମୁନା ପଜିଟିଭ ଆସିଛି । ଗୋଟିଏ ରୋଷେଇ ଘର ଏବଂ ଅନ୍ୟଟି ଓଭର ହେଡ୍‌ ଟାଙ୍କି ପାଣି ।…

pollution certificate: ‘ସାର୍ଟିଫିକେଟ ନାହିଁ ତ ତେଲ ନାହିଁ,ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ…

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ଏହାକୁ ତୁରନ୍ତ ପ୍ରତ୍ୟାହାର ଦାବିରେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଭୁବନେଶ୍ୱରର ଆରଟିଓ-୧ ଅଫିସ ସମ୍ମୁଖରେ ଏକ…

Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ

କଟକ:ହାଇକୋର୍ଟ ବାର ଆସୋସିଏସନ ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି । ଯେଉଁମାନେ ଏପରି ହୀନ କାର୍ଯ୍ୟରେ ସମ୍ପୃକ୍ତ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ବାର୍ ତରଫରୁ ଦାବି ହୋଇଛି । ଜଜ, ଓକିଲ ଏବଂ ମହକିଲଙ୍କ ସୁରକ୍ଷାକୁ ନଜରରେ ରଖି କିଛି ବଳିଷ୍ଠ ପଦକ୍ଷେପ ନିଆଯାଉ…

ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ରଙ୍କ ଚିନ୍ତା ପ୍ରକଟ;ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ

ଭୁବନେଶ୍ୱର: ବଢୁଥିବା ବାୟୁ ପ୍ରଦୂଷଣ ନେଇ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ-ତାଳଚେର ଶିଳ୍ପାଞ୍ଚଳରେ ବଢୁଥିବା ମାତ୍ରାଧିକ ବାୟୁ ପ୍ରଦୂଷଣ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପରିବେଶ…

ସବୁଠାରୁ ବଡ଼ ପ୍ରତିରକ୍ଷା ଚୁକ୍ତି ଖୁବ୍ ଶୀଘ୍ର ହେବ ଚୂଡ଼ାନ୍ତ; ଜର୍ମାନୀ ଭାରତକୁ ଦେବ ୬ଟି ଘାତକ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ପ୍ରତିରକ୍ଷା କ୍ଷେତ୍ରରେ ନିରନ୍ତର ସୁଦୃଢ଼ ​​ହେଉଛନ୍ତି । ଏହି ପରିପ୍ରେକ୍ଷୀରେ, ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ଜର୍ମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାକୁ ଯାଉଛି । ଜର୍ମାନ…

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ

ଭୁବନେଶ୍ବର: ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ଏହି MOU ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଝିଅମାନଙ୍କୁ ଶାଢୀ, ଚୁଡ଼ି, ପାଉଁଜି ଭଳି ବ୍ୟବହାର ସାମଗ୍ରୀ ଦିଆଯିବ।…

ବୋମା ଧମକ ପରେ ସ୍ଵାଭାବିକ ହେଲା କୋର୍ଟ କାର୍ଯ୍ୟ…

ଭୁବନେଶ୍ବର: ବୋମା ଧମକ ପରେ ବି ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍ ସ୍କ୍ୱାଡ୍‌, ଡଗ ସ୍କ୍ୱାଡ୍ ଓ ପୋଲିସର ଛାନଭିନ ପରେ କାମ ଆରମ୍ଭ ହୋଇଥିବା ସୂଚନା ମିଳିଛି। ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟର ୩ଟି କୋର୍ଟ…

ଉଜବେକିସ୍ତାନ ଆଙ୍ଗିୟୁଲରେ ଫସିଛନ୍ତି ଓଡିଆ; ଦରମା ଦଉନି କମ୍ପାନୀ, ଦୂତାବାସ ବି ଶୁଣୁନି…

ଭୁବନେଶ୍ବର: ଉଜବେକିସ୍ତାନ ଆଙ୍ଗିୟୁଲରେ ଫସିଛନ୍ତି ଭାରତୀୟ । ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନର ଅନେକ ଯୁବକ ରହିଥିବା ଜଣାପଡିଛି । ଏଣ୍ଟର ଇଂଜିନିୟର କମ୍ପାନୀରେ ୧୫୦୦ରୁ ଅଧିକ ଭାରତୀୟ ଚାକିରୀ କରୁଥିବା ବେଳେ ଦୀର୍ଘ ୪ ମାସ ଧରି ସେମାନଙ୍କୁ ଦରମା ମିଳୁନଥିବା ଅଭିଯୋଗ…

ରାଜ୍ୟ ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ । ତିନି ଅଧିକାରୀ ହେଉଛନ୍ତି ଈଶ୍ୱର…