Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଜାରି: ଜଣେ ଯବାନ ଆହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। କୁପୱାରରେ ସୁରକ୍ଷାକର୍ମୀ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ୨ରୁ ୩ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଏନକାଉଣ୍ଟର କରାଯାଇଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦଙ୍କ ମଧ୍ୟରେ ବର୍ତ୍ତମାନ…

ଏହି ଦିନ ପହଞ୍ଚିବେ ସୁନୀତା, ନାସା ଜାରି କଲା ସମୟ..

ନୂଆଦିଲ୍ଲୀ: ଶେଷରେ ଘର ବାହୁଡିବେ ସୁନୀତା । ବୁଧବାର ବଡି ଭୋର ସକାଳୁ ପୃଥିବୀରେ ପହଞ୍ଚିବେ । ଏନେଇ ନାସା ଏକ ନିର୍ଦ୍ଦିଷ୍ଟ ସମୟ ଜାରି କରିଛି । ନାସା ନିଶ୍ଚିତ କରିଛି ଯେ, ଷ୍ଟାରଲାଇନର୍ ମହାକାଶଯାନର ଯାନ୍ତ୍ରିକ ସମସ୍ୟା ଯୋଗୁଁ ନଅ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ…

ପରଲୋକରେ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ…

ପାଣିରେ ପଡିବ ଏଥର ଅଧିବେଶନ…ଆଜି ବି ପ୍ରଶ୍ନକାଳରୁ ମୁଲତବି

ଭୁବନେଶ୍ବର: ଚଲେଇ ଦେବେନି ଚଳିତ ଅଧିବେଶନ  । ନିଷ୍ପତ୍ତି ନେଇସାରିଛନ୍ତି ବିରୋଧୀ । ଯେତେ ଯାହା କଲେ ବି କିଛି ଫରଖ ପଡିବ ନାହିଁ । ବାଚସ୍ପତିଙ୍କ ବାରମ୍ବାର ନିବେଦନ ପରେ ବି ଆଜି ବି ସମାନ ସ୍ଥିତି । ପ୍ରଶ୍ନକାଳରୁ ହିଁ ହଟ୍ଟଗୋଳ ଆରମ୍ଭ କରିଦେଇଥିଲେ ବିରୋଧୀ କଂଗ୍ରେସ ଏବଂ ବିଜେଡି ।…

ମହାକାଶରେ କ’ଣ ଖାଆନ୍ତି ମହାକାଶଚାରୀ ?

ନୂଆଦିଲ୍ଲୀ: ମହାକାଶଯାତ୍ରୀଙ୍କ ଖାଦ୍ୟ ସାଧାରଣ ଲୋକଙ୍କ ଖାଦ୍ୟ ଅପେକ୍ଷା ହୋଇଥାଏ ଭିନ୍ନ। ମହାକାଶରେ କୌଣସି ଗୁରୁତ୍ୱାକର୍ଷଣ ନଥିବାରୁ ଖାଇବା ପିଇବାର ଶୈଳୀରେ ମଧ୍ୟ ପରିବର୍ତ୍ତନ ହୋଇଥାଏ। ସେଠାରେ ଖାଦ୍ୟକୁ ଏକ ସ୍ୱତନ୍ତ୍ର ଉପାୟରେ ପ୍ରସ୍ତୁତ କରାଯାଏ ଯାହା ଦ୍ଵାରା ଏହାକୁ ସହଜରେ ଖାଇହେବ…

ଗୋଷ୍ଠୀ ସଂଘର୍ଷ: ଦୁଇ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ, ୯ ଆହତ

କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣାପଟଣା ପେଟ୍ରୋଲ ପମ୍ପ ଛକ ନିକଟରେ ଘଟିଛି ଗୋଷ୍ଠୀ ସଂଘର୍ଷ । ଛୁରାମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ୯ ଜଣ ଆହତ ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ପାଲାପୁଟ ଗାଁର ଟିଙ୍କୁ କଣ୍ଟା(୧୭)। ତାଙ୍କୁ ନାରାୟଣାପାଟଣା ଗୋଷ୍ଠୀ…

୩ ଦିନିଆ ଓଡ଼ିଶା ଗସ୍ତରେ ଅମିତ ଶାହା, ଉଦ୍‌ଘାଟନ କରିବେ ଭିମ୍‌ସାର ସୁପର ସ୍ପେଶିଆଲିଟି କୋଠା

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଏ ସମ୍ପର୍କରେ ବୁର୍ଲାରେ ବିଜେପି ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଗୃହମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ଆପାତତଃ ସ୍ଥିର ହୋଇଛି। ତେବେ…

ପଦ୍ମଭୂଷଣ ରମାକାନ୍ତ ରଥଙ୍କୁ ଅନ୍ତିମ ବିଦାୟ, ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ବର: ଆଜି ଅନ୍ତିମ ବିଦାୟ ନେବେ ପଦ୍ମଭୂଷଣ ରମାକାନ୍ତ ରଥ। ପ୍ରଖ୍ୟାତ ସାହିତ୍ୟିକ ପଦ୍ମଭୂଷଣ ରମାକାନ୍ତ ରଥଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ ହେବ। ଭୁବନେଶ୍ବର ଖାରବେଳନଗରସ୍ଥିତ ବାସଭବନରେ ଶେଷ ଦର୍ଶନ କରୁଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି। ତାଙ୍କ ପରଲୋକରେ ସାହିତ୍ୟ ଜଗତରେ…

ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଛି। ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲ୍‌‌ରେ ଚିଠି କରି ସେ ସମୟ ମାଗିଛନ୍ତି ଏବଂ ସ୍ୱାମୀ ନବ ଦାସଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…

ରେକର୍ଡ ଭାଙ୍ଗୁଛି ତାତି, ଦୁଇ ଦିନ ପ୍ରଚଣ୍ଡ ଗରମ: ୩ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କଲବଲ କରୁଛି ତାତି। ପ୍ରଚଣ୍ଡ ଅଗ୍ନିବର୍ଷାରେ ଛଟପଟ ହୋଇ ଯାଇଛି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶା । ସୋମବାର ବି ନିସ୍ତାର ନାହିଁ । ମାର୍ଚ୍ଚ ଅଧାରେ ଆକାଶରୁ ନିଆଁ ବର୍ଷୁଛି। ରାଜ୍ୟରେ ରେକର୍ଡ ଭାଙ୍ଗୁଛି ତାତି। କ୍ରମାଗତ ଦ୍ବିତୀୟ ଦିନ ପାଇଁ ଗତକାଲି ବୌଦ୍ଧ ଥିଲା ଦେଶର…