Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ୱାଗନଆରର ପ୍ରତ୍ୟେକ ମଡେଲରେ ୬-ଏୟାରବ୍ୟାଗ୍ ସୁରକ୍ଷା

ହାଇଦ୍ରାବାଦ:ଭାରତର ସର୍ବାଧିକ ବିକ୍ରି ହେଉଥିବା କାର ମାରୁତି ସୁଜୁକି ୱାଗନଆର (Maruti Suzuki WagonR)ଏବେ ପୂର୍ବ ଅପେକ୍ଷା ଅଧିକ ସୁରକ୍ଷିତ ହୋଇଯାଇଛି। ଏବେ ମାରୁତି ୱାଗନଆରର ପ୍ରତ୍ୟେକ ମଡେଲରେ ଛଅଟି ଏୟାରବ୍ୟାଗ ରହିବ। ଗତ ୪ ଆର୍ଥିକ ବର୍ଷ ଧରି ଭାରତୀୟ ବଜାରରେ ମାରୁତି ୱାଗନଆର…

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ…

କଫ ସିରଫ୍ ଓ ୩୦ କେଜି ଗଞ୍ଜେଇ ସହ ୩ ଗିରଫ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କା ଥାନା ପୋଲିସକୁ ସଫଳତା । ୩୦ କେଜି ଗଞ୍ଜେଇ, କଫ ସିରଫ ବିଭିନ୍ନ ପ୍ରକାର ନିଶା ବଟିକା ଜବତ କରିଛି । ଏହି ଘଟଣାରେ ଦୁଇ ଜଣ ମହିଳାଙ୍କ ସହ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ଏନେଇ ଏକ ସାମ୍ବାଦିକ ସମ୍ମଳନୀ ଜରିଆରେ ସୂଚନା…

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ; ଚୋରା ଚାଲାଣର ମିଳିବ ତଥ୍ୟ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ ନଅ ଜଣିଆ ଟିମ୍ ଆସି ବେଆଇନ…

ବିଜେଡିରେ ବିସ୍ଫୋରଣ ପରେ ବିସ୍ଫୋରଣ !

ନୂଆଦିଲ୍ଲୀ: ଆଗ ପ୍ରଭାତ ତ୍ରିପାଠୀ, ଏବେ ପ୍ରଫୁଲ୍ଲ ମଲ୍ଲିକ । ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି ବିଜେଡି କଳି । ଜଣକ ପରେ ଜଣେ ବରିଷ୍ଠ ବିଜେଡି ନେତା ମୁହଁ ଖୋଲୁଛନ୍ତି, ବିସ୍ଫୋରଣ କରୁଛନ୍ତି । ୨୪ବର୍ଷ ଧରି ବିଜେଡି କ୍ଷମତାରେ ରହିଥିବା ବେଳେ ନବୀନଙ୍କ କଥା ଉପରେ କେହି ପଦେ କହିବାକୁ…

ବିହାର ନିର୍ବାଚନ ମଇଦାନରେ ଭୋଜପୁରୀ ଷ୍ଟାର

ନୂଆଦିଲ୍ଲୀ: ଭୋଟ୍ ରାଜନୀତିରେ ଭୋଜପୁରୀ ତଡକା ! ନିର୍ବାଚନ ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଷ୍ଟାର । କମାଲ କରିବ ଷ୍ଟାର ପାଓ୍ବାର! ଆଉ ମାସ କେଇଟା ପରେ ବିହାର ବିଧାନସଭା ନିର୍ବାଚନ । ଏହାପୂର୍ବରୁ ଭୋଜପୁରୀ ଅଭିନେତା ନିର୍ବାଚନ ଲଢିବା ନେଇ ଜୋରଦାର ଚର୍ଚ୍ଚା ହେଲାଣି । ଭୋଜପୁରୀ ସିନେମା ଜଗତର…

ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ…

୨୦୧୧ରେ ତହବୁରକୁ ନେଇ କିଛି ଏପରି ଲେଖିଥିଲେ ମୋଦି…ଆମେରିକା ଉପରେ ବର୍ଷିଥିଲେ

ନୂଆଦିଲ୍ଲୀ: ୨୬/୧୧ ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତହବୁର ହୁସେନ ରାଣା ଏବେ ଭାରତରେ । ଭାରତର ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ଏବେ ତହବୁରକୁ ଜେରା କରୁଛି । ସେଦିନ ଘଟଣା ନେଇ ସବୁ ସତ ଉଗାଳୁଛି ଏନଆଇଏ । ତହବୁରକୁ ଗୁରୁବାର ଆମେରିକାରୁ ଭାରତ ଅଣାଯିବା ପରେ, ଏବେ ସୋସିଆଲ ମିଡିଆରେ ଭାଇରାଲ…

ନବୀନଙ୍କୁ ଆଉ ଡରୁନାହାନ୍ତି ବିଜେଡି ନେତା? ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା ନୃସିଂହ ସାହୁ ମଧ୍ୟ କଡ଼ା ଓ ସ୍ପଷ୍ଟ ମନ୍ତବ୍ୟ…

ମହିଳା ହକି ସିରିଜ: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଖେଳିବ ୫ ମ୍ୟାଚ୍

ନୂଆଦିଲ୍ଲୀ: ଭାରତୀୟ ମହିଳା ହକି ଦଳ ୨୬ ଏପ୍ରିଲରୁ ୪ ମଇ ୨୦୨୫ ପର୍ଯ୍ୟନ୍ତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆର ଗସ୍ତ କରିବ । ଭାରତୀୟ ଦଳ ଅଷ୍ଟ୍ରେଲିଆର ଦୁଇଟି ମହିଳା ଦଳ ବିପକ୍ଷରେ ପାଞ୍ଚଟି ମ୍ୟାଚ ଖେଳିବ । ଭାରତ ଅଷ୍ଟ୍ରେଲିଆ -ଏ ବିପକ୍ଷରେ ଦୁଇଟି ମ୍ୟାଚ୍ ସହିତ ସିରିଜ…