Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି । ତାଙ୍କ…

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ…

ପାରାଦୀପ ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବୋଟ୍

ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୧୦ରୁ ଅଧିକ ବୋଟ୍ । ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । ହେଲେ ବୋଟ୍ ଗୁଡିକ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ…

ଜୟଶଙ୍କରଙ୍କ ପିଓକେ ବୟାନକୁ ନେଇ ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ: ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ବର୍ତ୍ତମାନ ଲଣ୍ଡନ ଗସ୍ତରେ ଅଛନ୍ତି। ଏହି ସମୟରେ ଜୟଶଙ୍କର ତାଙ୍କ ଭାଷଣ ମାଧ୍ୟମରେ କାଶ୍ମୀର ପ୍ରସଙ୍ଗ ଉଠାଇଥିଲେ। ବୁଧବାର ଦିନ ଲଣ୍ଡନରେ ଚୈଥାମ ହାଉସ ଥିଙ୍କ-ଟ୍ୟାଙ୍କ ଅଧିବେଶନକୁ ଜୟଶଙ୍କର ସମ୍ବୋଧିତ କରି କହିଥିଲେ ଯେ ପାକିସ୍ତାନ…

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଜେଡ୍ ବର୍ଗର ସୁରକ୍ଷା

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟିର ସଂଯୋଜକ ହେଉଛନ୍ତି ଅରବିନ୍ଦ କେଜରିୱାଲଙ୍କୁ Z ବର୍ଗର ସୁରକ୍ଷା ଜାରି ରହିବ । ସୁରକ୍ଷା ସମୀକ୍ଷା ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । କେଜ୍ରିୱାଲଙ୍କୁ Z ବର୍ଗର ସୁରକ୍ଷା ବର୍ତ୍ତମାନ…

ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା । ଆଜି ବାନା ବାନ୍ଧିବାକୁ ଚୂନରା ସେବାୟତ ନୀଳଚକ୍ର ଉପରକୁ ଯାଉଥିବା ବେଳେ ଅସାବଧାନତା ହେତୁ ନୂଆ ବାନାଗୁଡିକ ଖସିପଡି କାଞ୍ଚି ଗଣେଶ ମନ୍ଦିର ସମ୍ମୁଖ ନୃସିଂହ ମନ୍ଦିର ନିକଟରେ ପଡିଥିଲା । ଏହାପରେ ଆଉଜଣେ…

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

ଯାଜପୁର: ବାଣ ଭିଡ଼ିବାବେଳେ ବିସ୍ଫୋରଣ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ । ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର…

କୋଟିପତି ସରକାରୀ ବାବୁ, ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ତାଜୁବ୍

ଭୁବନେଶ୍ଵର: କୋଟିପତି ସରକାରୀ ବାବୁ । ଚଢ଼ାଉ ବେଳେ ଘରୁ ବାହାରୁଛି ପୁଳା ପୁଳା ସୁନା ସହ ବିଡ଼ା ବିଡ଼ା ଟଙ୍କା । ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଜଳକା । ଯେପରି ଲାଗୁଛି ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସୁନା, ରୁପା ଓ ହୀରାର ଭଣ୍ଡାର ଖୋଲିଛି ! ଚଢାଉ ବେଳେ…

ଭାଷାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ: ଆମେରିକାର ସରକାରୀ ଭାଷା ହୋଇଛି ଇଂରାଜୀ । ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଏନେଇ ଘୋଷଣା କରିଛନ୍ତି । ପୂର୍ବରୁ ମଧ୍ୟ ଇଂରାଜୀକୁ ଆମେରିକାର ସରକାରୀ ଭାଷା କରିବା ନେଇ ପ୍ରସ୍ତାବ ଆସିଥିଲା । ତେବେ ବିରୋଧ ଯୋଗୁଁ କାର୍ଯ୍ୟକାରୀ ହୋଇ ପାରିନଥିଲା । ଇଂରାଜୀ ଆମେରିକାର ସରକାରୀ ଭାଷା…

କାହିଁକି ବିହାରରେ କଂଗ୍ରେସ-ଆରଜେଡି ମୁହାଁମୁହିଁ?

ନୂଆଦିଲ୍ଲୀ: ବିହାର ନିର୍ବାଚନକୁ ଆଉ କିଛି ମାସ ବାକି । ଏମିତିକି ଆଗୁଆ ନିର୍ବାଚନକୁ ନେଇ ବି ଆକଳନ ହେଲାଣି । ବିଜେପି ମିଶନ ବିହାରକୁ ନେଇ ଗ୍ରାଉଣ୍ଡକୁ ଗଲାଣି । ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନଥିଲେ ବି ନୀତିଶ କୁମାରଙ୍କ ନେତୃତ୍ବରେ ନିର୍ବାଚନ ଲଢିବାକୁ କହିସାରିଛି ବିଜେପି। ହେଲେ…