Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜି ମିଳିବ ସୁଭଦ୍ରାର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା। ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୧ଲକ୍ଷ ୭୦ହଜାର ମହିଳାଙ୍କୁ ୫ହଜାର ଟଙ୍କା ଲେଖାଏଁ ମିଳିବ। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତିରେ ପ୍ରାୟ ୧ କୋଟି ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ…

ଆଜି-କାଲି କମ୍‌ ରହିବ ତାପମାତ୍ରା, ୮ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ତାତିରୁ ସାମାନ୍ୟ ଆଶ୍ବସ୍ତି। ଆଜି ଓ କାଲି କମ୍‌ ରହିବ ଖରା ପ୍ରକୋପ। ଆସନ୍ତା ତିନି ଦିନ ଯାଏ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି। ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ। କିନ୍ତୁ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ। ଆସନ୍ତା ୮ରୁ ପୁଣି ବଢ଼ିବ…

ଦୁଇଥର ଫେଲ୍ ହୋଇ ମଧ୍ଯ ରାଜୀବ ଗାନ୍ଧୀ କିଭଳି ବନିଲେ ପ୍ରଧାନମନ୍ତ୍ରୀ; ମଣିଶଙ୍କରଙ୍କ ବୟାନକୁ ନେଇ ବିବାଦ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶିକ୍ଷାଗତ ଯୋଗ୍ୟତା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ନିଜ ବିବାଦୀୟ ବୟାନ ଯୋଗୁ ପୁଣି ଥରେ ଦଳକୁ ଅପ୍ରିତିକର ସ୍ଥିତିରେ ପକାଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସ୍ଵତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟରେ ଏବେ ଠାରୁ ଗ୍ରୀଷ୍ମର ଅନୁଭବ ହେଲାଣି । ସକାଳ ୯ଟା ପରଠାରୁ ଖରାର ପ୍ରକୋପ ବଢିବାରେ ଲାଗିଛି । ବାହାରକୁ ବାହିରିବା ମୁସ୍କିଲ ହୋଇପଡୁଛି । ତେବେ ଖରାକୁ ଦୃଷ୍ଟିରେ ରଖି ପ୍ରାଣୀ ଉଦ୍ୟାନରେ ଥିବା ପଶୁପକ୍ଷୀମାନଙ୍କ ପାଇଁ ବ୍ୟାପକ ଭାବରେ ବନ୍ଦୋବସ୍ତ କରାଯାଇଛି ।…

ମାର୍ଚ୍ଚ ୩୦ରୁ ଭୁବନେଶ୍ୱରରୁ ୨ ନୂଆ ରୁଟକୁ ବିମାନ ଉଡାଣ ଆରମ୍ଭ… 

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଖୁବ୍ ଶୀଘ୍ର ଉତ୍ତର ପ୍ରଦେଶର ଗାଜିଆବାଦ ଓ ଆଣ୍ଡାମାନ ଏବଂ ନିକୋବରର ପୋର୍ଟ ବ୍ଲେୟାର ଭଳି ଦୁଇଟି ରୁଟକୁ ବିମାନ କନେକ୍ଟିଭିଟି ହେବ। ଓଡିଶା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବୁଧବାର ଦିନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ…

ବିଜୁ ଜୟନ୍ତୀରେ କାହିଁକି ସାମିଲ ହେଲେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି। ରାଜଧାନୀର ଜୟଦେବ ଭବନରେ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ସାମିଲ…

ଅଭିନେତ୍ରୀ ରାନ୍ୟା ରାଓଙ୍କ ଗିରଫ ପରେ ଏପରି କହିଲେ ବାପା

ବେଙ୍ଗାଲୁରୁ: ଦୁବାଇରୁ ସୁନା ଚୋରା ଚାଲାଣ ମାମଲାରେ କନ୍ନଡ-ତାମିଲ ଚଳଚ୍ଚିତ୍ର ଅଭିନେତ୍ରୀ ରାନ୍ୟା ରାଓଙ୍କୁ ଗିରଫ କରିଛି ବେଙ୍ଗାଲୁରୁର ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ । ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ଅଭିନେତ୍ରୀଙ୍କୁ ୧୨.୫୬ କୋଟି ଟଙ୍କା ମୂଲ୍ୟର ୧୪.୮…

ଅମରନାଥ ଯାତ୍ରା ପାଇଁ ଆସିଲା ତାରିଖ, ଏହି ଦିନଠୁ ଆରମ୍ଭ…

ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଘୋଷଣା ହେଲା ତାରିଖ । ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯ ପର୍ଯ୍ୟନ୍ତ ୩୯ ଦିନ ଧରି ଚାଲିବ । ପଞ୍ଜୀକରଣ ଉଭୟ ଅନଲାଇନ୍ ଏବଂ ଅଫ୍ଲାଇନ୍ ମାଧ୍ୟମରେ ହେବ । ଯାତ୍ରା ସମୟରେ ସରକାରଙ୍କ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…

ସମ୍ବଲପୁର, ରାଉରକେଲା ଓ ପୁରୀରେ ଖୁବଶୀଘ୍ର ହେବ ପୌର ନିର୍ବାଚନ: ମନ୍ତ୍ରୀ

ଭୁବନେଶ୍ୱର: ପୁଣି ହେବ ପୌର ନିର୍ବାଚନ । ଏନେଇ ବଡ଼ ସୂଚନା ଦେଇଛନ୍ତି ମୋହନ ସରକାର । ସମ୍ବଲପୁର, ରାଉରକେଲା ଓ ପୁରୀରେ ପୁଣି ହେବ ପୌର ନିର୍ବାଚନ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ହାଇକୋର୍ଟଙ୍କ ଶୁଣାଣି ପରେ ହେବ ର୍ନିବାଚନ ପ୍ରକ୍ରିୟା । ଏନେଇ ସୂଚନା…

ଗ୍ରେଟର ହେବ ଭୁବନେଶ୍ବର: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ତିଆରି ହେବ ଗ୍ରେଟର ଭୁବନେଶ୍ବର। ଏଥିରେ ପୁରୀ, କୋଣାର୍କ, କଟକ, ଖୋର୍ଦ୍ଧା, ପାରାଦୀପ ମିଶିବ। ଭୁବନେଶ୍ବର ସହ ମିଶି ହେବ ବଡ଼ ସହର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବିକଶିତ ଓଡିଶା ଭିଜନ ନେଇ ତିଆରି ହେବ ଗ୍ରେଟର…