Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୪ ବର୍ଷରେ ମ୍ୟାଲେରିଆରେ ମରିଛନ୍ତି ୨୮ ରୋଗୀ: ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ୱର: ଚିନ୍ତା ବଢାଇଲା ମ୍ୟାଲେରିଆ। ରାଜ୍ୟରେ ମ୍ୟାଲେରିଆ ସ୍ଥିତି ଉଦବେଗଜନକ। ନିକଟରେ ପ୍ରକାଶିତ ଓଡିଶା ଅର୍ଥନୈତିକ ସର୍ଭେ ରିପୋର୍ଟ ଅନୁଯାୟୀ ୪ ବର୍ଷରେ ମ୍ୟାଲେରିଆରେ ମରିଛନ୍ତି ୨୮ ରୋଗୀ। ସେହିପରି ବର୍ଷକୁବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ରିପୋର୍ଟ ଅନୁଯାୟୀ,…

ଜଲଦି କରନ୍ତୁ…ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନି ସରକାର

ଭୁବନେଶ୍ବର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ପରେ ମଣ୍ଡିରୁ ଆଉ ଧାନ କିଣା…

ଦିଲ୍ଲୀ ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ନିଲମ୍ବିତ ହେଲେ ଆତିଶୀଙ୍କ ସହ ୨୦ ବିଧାୟକ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ବିରୋଧୀଙ୍କ ହାଇଡ୍ରାମା । ପୂରା ଦିନ ପାଇଁ ନିଲମ୍ବିତ ହେଲେ ବିରୋଧୀ ଦଳ ନେତ୍ରୀ ଆତିଶୀଙ୍କ ସହ ଆପର ୨୦ ବିଧାୟକ । ଏଥିସହିତ ଗୃହ କାର୍ଯ୍ୟକୁ ମଧ୍ୟ ସ୍ଥଗିତ ରଖାଯାଇଛି । ଆଜି ଦିଲ୍ଲୀ ବିଧାନସଭାର ପ୍ରଥମ ଅଧିବେଶନର ଦ୍ବିତୀୟ ଦିନ ଚାଲିଥିବା ବେଳେ ମଦ ନୀତି…

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ

ଭୁବନେଶ୍ବର: ଏଣିକି ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଏନେଇ ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଯଦି କାହାର ଆୟକର ଫାଇଲ ପାଇଁ ରାସନ କାର୍ଡ କଟିଥାଏ, ତାଙ୍କୁ ପୁନଶ୍ଚ କାର୍ଡ ଯୋଗାଇ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ପ୍ରେମିକା ସହ ନିଜ ପରିବାରର ୫ ଜଣଙ୍କୁ ଚାପଡରେ ହାଣିଲା ଯୁବକ

ଥିରୁବନନ୍ତପୁରମ୍‌: କେରଳ ଥିରୁବନନ୍ତପୁରମ୍‌ରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ପ୍ରେମିକା ସହ ନିଜ ପରିବାରର ୫ ଜଣଙ୍କୁ ହତ୍ୟା କଲା ଯୁବକ। ହାମର ସହ ଚାପଡରେ ହାଣି ମାରିଲା ୨୩ ବର୍ଷୀୟ ଯୁବକ। ନିଜ ମା’, ବୁଢ଼ିମା, ନାବାଳକ ଭାଇ, ଦାଦା, ଉଭଣୀ ସହ ପ୍ରେମିକାକୁ ହତ୍ୟା କଲା ଯୁବକ। ହତ୍ୟା ପରେ…

ହଷ୍ଟେଲରେ ପ୍ରସବ କଲେ ୧୦ମ ଶ୍ରେଣୀ ଛାତ୍ରୀ

ମାଲକାନଗିରି: ହଷ୍ଟେଲରେ ପ୍ରସବ କଲେ ୧୦ମ ଶ୍ରେଣୀ ଛାତ୍ରୀ। ପରୀକ୍ଷା ଦେଇ ଫେରିବା ପରେ ହଷ୍ଟେଲରେ ପ୍ରସବ କଲେ। ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା। ଖବର ପାଇ ଛାତ୍ରୀଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଲା ପୋଲିସ। ଘଟଣା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ…

ହାଇକୋର୍ଟରେ ପଦ୍ମଶ୍ରୀ ବିବାଦ ଶୁଣାଣି, ହାଜର ହେଲେ ଅଭିଯୋଗକାରୀ

ଭୁବନେଶ୍ଵର: ପଦ୍ମଶ୍ରୀ ପୁରସ୍କାରକୁ ନେଇ ବିବାଦ, ହାଇକୋର୍ଟରେ ମାମଲାର ଶୁଣାଣି। ହାଜର ହେଲେ ଅଭିଯୋଗକାରୀ ଡାକ୍ତର ଅନ୍ତର୍ଯ୍ୟାମୀ ମିଶ୍ର। ଆବେଦନକାରୀ ଡାକ୍ତର ଅନ୍ତର୍ଯ୍ୟାମୀ ମିଶ୍ର ନିଜର କୃତୀ ୨୯ ଟି ପୁସ୍ତକ ବିଚାରପତିଙ୍କୁ ଦେଖାଇଥିଲେ। କିନ୍ତୁ ହାଜର ହୋଇନାହାଁନ୍ତି ପଣ୍ଡିତ…

ଦିନକ ପରେ ମହାଶିବରାତ୍ରୀ: କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର: ଦିନକ ପରେ ମହାଶିବରାତ୍ରୀ। ଏଥିପାଇଁ ପାଇଁ ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଜାରି ହୋଇଛି। ଜାଗର ପାଇଁ ଲିଙ୍ଗରାଜ ମନ୍ଦିରରେ ଭିଡ଼ ଜମିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମହାଶିବରାତ୍ରୀ ନେଇ ଗତ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର…

ରାଜ୍ୟରେ ଅସମ୍ଭାଳ ହେବ ତାତି, ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିବ ତାତି। ଆସନ୍ତା ୪ଦିନ ଯାଏ ପାଗ ପୂରା ଶୁଖିଲା ରହିବ। ଏହା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ ଦେଇଛି। ଆଗକୁ ବଢିବ ତାପମାତ୍ରା, ଅସମ୍ଭାଳ ହେବ ତାତି। ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର…

ରାଜ୍ୟରେ ଭୂକମ୍ପ ଝଟକା, ଥରିଲା ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ ଭୂକମ୍ପ ଝଟକା। ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି। ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ କମ୍ପନ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୧ ରହିଛି। ଭୁବନେଶ୍ବର ଓ…