Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମାଟ୍ରିକ୍ ପରୀକ୍ଷା ପାଇଁ ଚାଲିଛି ଲାଇଭ୍ ଷ୍ଟ୍ରିମିଂର ଡ୍ରାଏ ରନ୍

ଭୁବନେଶ୍ୱର: ରାତି ପାହିଲେ ମାଟ୍ରିକ୍ ପରୀକ୍ଷା। ଆଜି ଲାଇଭ୍ ଷ୍ଟ୍ରିମିଂର ଡ୍ରାଏ ରନ୍ । ଶେଷ ପର୍ଯ୍ୟାୟରେ ମାଟ୍ରିକ ପରୀକ୍ଷା ପ୍ରସ୍ତୁତି, ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର। ନୋଡାଲ ସେଣ୍ଟର୍ ଓ ସମ୍ବେଦନଶୀଳ କେନ୍ଦ୍ରରେ ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥା। ଆଜି ହେବ ଡ୍ରାଏ ରନ୍। ମାଟ୍ରିକ…

ବୃଦ୍ଧ ଦମ୍ପତି ହତ୍ୟା ଘଟଣା, ୨ ଦିନିଆ ରିମାଣ୍ଡରେ ଆସିବ ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ବେଲେଶ୍ବର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣାର ଜୋରଦାର ଚାଲିଛି ତନାଘନା। ଆଜିଠୁ ରିମାଣ୍ଡରେ ଆସିବ ମୁଖ୍ୟ ଅଭିଯୁକ୍ତ ସନ୍ତୋଷ। ୨ ଦିନିଆ ରିମାଣ୍ଡ ପାଇଁ କମିଶନରେଟ ପୋଲିସକୁ ଅନୁମତି ଦେଇଛନ୍ତି କୋର୍ଟ। ଜେଏମଏଫସି କୋର୍ଟ ୫ଦିନିଆ ରିମାଣ୍ଡ ଆବେଦନ କରିଥିଲା କମିଶନରେଟ…

ସମ୍ବଲପୁର ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ, କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର

ସମ୍ବଲପୁର: ବୁର୍ଲାରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବିଶ୍ବବିଦ୍ୟାଳୟ ଛାତ୍ରୀ ଉଦ୍ଧାର। ମେଟାକାନି ଅଞ୍ଚଳରୁ ଉଦ୍ଧାର କଲା ପୋଲିସ। ୧୦ରୁ ୧୨ ଜଣ ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ଆସିଛି। ଛାତ୍ରୀଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରୀଙ୍କୁ କାହିଁକି ଆକ୍ରମଣ…

ଆଜିଠୁ ଦିଲ୍ଲୀରେ ରେଖା ସରକାର, ରାମଲୀଲା ମୈଦାନରେ ଭବ୍ୟ ଆୟୋଜନ

ନୂଆଦିଲ୍ଲୀ: ଆଜିଠୁ ଦିଲ୍ଲୀରେ ରେଖା ସରକାର। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ରେଖା ଗୁପ୍ତା। ଆଉ କିଛି ଘଣ୍ଟା ପରେ ରାମଲୀଲା ମୈଦାନରେ ହେବ ଭବ୍ୟ ଶପଥ ଗ୍ରହଣ ସମାରୋହ। ଏହି ସମାରୋହ ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ସରିଛି। ଶାଲିମାରବାଗ ବିଧାନସଭା ଆସନରୁ ନିର୍ବାଚିତ…

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଆଲର୍ଟ

ଭୁବନୋଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା। ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ ନେଇ ସୂଚନା ମିଳିଛି। ରାଜଧାନୀ…

ଅଂଶୁଘାତ ଆଶଙ୍କା: ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ଆବଶ୍ୟକ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ବର: ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ଖରାର ଉତ୍ତାପ ଆଗକୁ ଆହୁରି ବୃଦ୍ଧି ପାଇବାର ଆଶଙ୍କା କରିଛି ପାଣିପାଗ ବିଭାଗ । ଆଉ ଏହି କାରଣରୁ ଏପ୍ରିଲ ମାସରେ ଅଂଶୁଘାତ ଆଶଙ୍କା ବଢ଼ିଯାଇଛି । ଏନେଇ ଶ୍ରମିକମାନଙ୍କୁ ଅଂଶୁଘାତରୁ ରକ୍ଷା କରିବା ନିମନ୍ତେ ଶ୍ରମ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ନିଲମ୍ବିତ

ବାଲେଶ୍ବର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ…

ଆସିଲା ରିପୋର୍ଟ; ଜାଣନ୍ତୁ କେଉଁ ଜିଲାରେ ଅଛନ୍ତି କେତେ ହାତୀ?

ଭୁବନେଶ୍ୱର: ଆସିଲା ରାଜ୍ୟର ହାତୀ ଗଣନା ରିପୋର୍ଟ । ନଭେମ୍ବର ୨୦୨୪ରେ ରାଜ୍ୟରେ ହୋଇଥିବା ହାତୀ ଗଣନା ରିପୋର୍ଟ ଅନୁସାରେ, ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୨୯୫ ହାତୀ ଅଛନ୍ତି, ତା’ପରେ ଢେଙ୍କାନାଳରେ ୨୯୧ଟି ହାତୀ ଏବଂ ତୃତୀୟରେ ଅନୁଗୁଳ ଜିଲ୍ଲାରେ ୨୫୪ଟି ହାତୀ ରହିଛନ୍ତି । ଏହାପରେ…

ଗ୍ରୀନ୍ ପାୱାର ବ୍ୟାଙ୍କିଂ ପ୍ରଦାନ ପାଇଁ ଏମଓୟୁ

ଭୁବନେଶ୍ୱର: ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଆମୋନିଆ ବିକାଶ ପାଇଁ ଓଡ଼ିଶା ଭାରତର ଅଗ୍ରଣୀ ରାଜ୍ୟ । ଅନୁକୂଳ ନୀତି, ବିକଶିତ ସାମୁଦ୍ରିକ ବନ୍ଦର ସହିତ ସବୁଜ ଶକ୍ତି ପାଇବା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି, ସାର, ଇସ୍ପାତ ଏବଂ ଅନ୍ୟାନ୍ୟ ଧାତୁ ଶିଳ୍ପ ଏବଂ ତୈଳ ବିଶୋଧନାଗାରରେ ସବୁଜ…

ରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଛି । ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି । ସେହିପରି ପରବେଶ ବର୍ମା ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ହେବେ । ଆସନ୍ତାକାଲି…