Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ

ନୀଳଗିରି: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ। ମିତ୍ରପୁର ଅଯୋଧ୍ୟା ରାସ୍ତା ସିନ୍ଦୁରାଗଉରା ନିକଟରେ ଭାଲୁଟିର ମୃତ୍ୟୁ ହୋଇଛି। ମହୁ ଖାଇବା ଆଶାରେ ଯାଇ ବିଦ୍ୟୁତ ଆଘାତରେ ଭାଲୁଟିର ଜୀବନ ଯାଇଥିବା ଜଣାପଡ଼ିଛି। ବିଳମ୍ବିତ ରାତିରେ ସ୍ବର୍ଣ୍ଣଚୂଡ ପାହାଡରୁ ଭାଲୁଟି ଖାଦ୍ୟ ଅନ୍ବେଷଣରେ…

ବିରଳ ଅଲିଭ ରିଡଲେଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡଲେ କଇଁଛଙ୍କ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ଆଜି ଭୋର୍ ସମୟରୁ ଧୀରେ ଧୀରେ ଅଲିଭ ରିଡଲେଙ୍କ ଆଗମନ ହୋଇଛି। ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗତବର୍ଷ ଜଳବାୟୁ…

ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟାକୁ ନେଇ ଉତ୍ତେଜନା: ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ, ଜଣେ ଗିରଫ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ପଟିଆସ୍ଥିତ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉତ୍ତେଜନା। ଛାତ୍ରୀ ଆତ୍ମହତ୍ୟାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଘରୋଇ ବିଶ୍ୱବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ ହଷ୍ଟେଲ୍ କ୍ୟାମ୍ପସ ଭିତରେ ଆତ୍ମହତ୍ୟା କରିବା ପରେ ଛାତ୍ରଛାତ୍ରୀଙ୍କ ରାସ୍ତା…

ଭୂମିକମ୍ପରେ ଥରିଲା ରାଜଧାନୀ, ଭୟଭୀତ ଲୋକେ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଡ଼ ଧରଣର ଭୂକଂପ ଝଟକା । ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୦ ରହିଛି। ଭୂମିକମ୍ପ ଯୋଗୁଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଧୋଲାକୁଆଁ ନିକଟରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ। ଆଜି ସକାଳ ୫ଟା…

ବଥୁଆ ଶାଗର କି ଗୁଣ ଗାଇବି ..!

ଭୁବନେଶ୍ବର: ବଥୁଆ ଶାଗ ଆମ ବାଡିରେ ହୋଇଥାଏ । ବଥୁଆ ହେଉଛି ଏପରି ଏକ ଶାଗ,ଯାହାକୁ ଉତ୍ପାଦନ ପାଇଁ ବିଶେଷ ପରିଶ୍ରମ ମଧ୍ୟ କରିବାକୁ ପଡ଼େ ନାହିଁ। ଜାଣିଛନ୍ତି, ଏହି ଶାଗକୁ ଖାଇଲେ ଅନେକ ରୋଗରୁ ମୁକ୍ତି ମିଳିଥାଏ । ଆୟୁର୍ବେଦିକ ବିଶେଷଜ୍ଞମାନେ ବଥୁଆକୁ ଏକ ଭୋକ ବଢାଇବା ଔଷଧ ଭାବେ ବିବେଚନା…

ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍

ଭୁବନେଶ୍ୱର: ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍। ସଂଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଣ ଆସିବ ନୂଆ ଯୋଜନା। ପୂର୍ବ ଫ୍ଲାଗସିପ୍ ଯୋଜନାକୁ କେତେ ଅର୍ଥ ମିଳିବ। ଏ ଆକଳନ ଆରମ୍ଭ ହୋଇଛି। ସେପଟେ ଅର୍ଥନୀତି ସର୍ଭେ ରିପୋର୍ଟରେ, ୨୦୨୩-୨୪ ତୁଳନାରେ…

ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ରାଜଧାନୀରେ ଏନକାଉଣ୍ଟର

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଆଜି ସକାଳୁ ସକାଳୁ ଏନକାଉଣ୍ଟର ହୋଇଛି। ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ଏନକାଉଣ୍ଟର ହୋଇଛି। ଭୋର୍‌ରେ ଲୁଟ୍ ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର କରିଛି। ଅର୍ଜୁନର ବାମ ପଟ ଆଣ୍ଠୁରେ ବାଜିଛି ଗୁଳି। ସୂଚନା ଅନୁସାରେ…

ଘରେ ରଖନ୍ତୁ କାମଧେନୁ ଗାଈର ମୂର୍ତ୍ତି; ମିଳିବ ଏହି ଲାଭ..

ଭୁବନେଶ୍ବର:ଆମର ହିନ୍ଦୁ ଧର୍ମରେ କାମଧେନୁ ଗାଈକୁ ବେଶ୍ ପବିତ୍ର ମନେ କରାଯାଏ । ପୁରାଣ ଅନୁସାରେ ସମୁଦ୍ରମନ୍ଥନ ବେଳେ କାମଧେନୁ ଗାଈ ପ୍ରାପ୍ତ ହୋଇଥିଲେ । କୁହାଯାଏ ଯେ ଏହି ଗାଈ ଯାହାପାଖରେ ରହୁଥିଲେ ତାଙ୍କର ସବୁ ମନୋସ୍କାମନା ପୂର୍ଣ୍ଣ ହୋଇଯାଉଥିଲା। ତେବେ ବାସ୍ତୁଶାସ୍ତ୍ର ଅନୁସାରେ ତମ୍ବା,…

ଏହି ସମୟରେ କଲେ ଯୋଗ ମିଳେ ଲାଭ..

ଭୁବନେଶ୍ବର:ଯୋଗ ମାଧ୍ୟମରେ ଶରୀର,ମନ ଓ ମସ୍ତିଷ୍କ ଭଲଭାବେ କାର୍ଯ୍ୟ କରିଥାଏ । ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ନିଜ ଶରୀରର ଯତ୍ନ ନେବା ପାଇଁ କାହା ପାଖରେ ସମୟ ନାହିଁ। ଯାହାଦ୍ବାରା ଲୋକେ କମ୍ ବୟସରେ ଅସୁସ୍ଥ ହୋଇପଡୁଛନ୍ତି। ତେବେ ବ୍ୟସ୍ତମୟ ଜୀବନରୁ କିଛି ସମୟ ବାହାର କରି ପ୍ରତିଦିନ ଯୋଗ…

ଶେଷ ହେଉଛି ଲାଲ ଚନ୍ଦନ !

ନୂଆଦିଲ୍ଲୀ: ସିନେମା ହଲରୁ ଆରମ୍ଭ କରି ଓଟିଟି ପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଛି ପୁଷ୍ପା ୨ : ଦ ରୁଲ। ଅଲୁ ଅର୍ଜୁନଙ୍କ ଏହି ଫିଲ୍ମ ସମସ୍ତଙ୍କୁ ପଛରେ ପକାଇଛି। ଏହି ଫିଲ୍ମ ଭାରତରେ ୧ ହଜାର କୋଟିରୁ ଅଧିକ ଟଙ୍କା ରୋଜଗାର କରି ସାରିଛି। ଏହି ଫିଲ୍ମ ଲାଲ ଚନ୍ଦନ ତସ୍କରି ଆଧାରିତ ହୋଇଥିବା ବେଳେ,…