Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୧୯ରୁ ୨୧ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୧୯ ତାରିଖରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ୧୯ରୁ ୨୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା…

ଭିଜିଲାନ୍ସ ଜାଲରେ କଲେଜ ଜୁନିଅର କ୍ଲର୍କ, ଛାତ୍ରଙ୍କଠାରୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରାପଡିଲେ ଦେବଗଡ଼ କଲେଜର ଜୁନିଅର କ୍ଲର୍କ ମଞ୍ଜୁଲା ପ୍ରଧାନ। ସେ ଜଣେ ପୂର୍ବତନ ଛାତ୍ର (ଅଭିଯୋଗକାରୀ)ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧରାଡିଛନ୍ତି। ଅଭିଯୋଗକାରୀ ଏବଂ ଉକ୍ତ କଲେଜର ଅନ୍ୟ ଜଣେ ପୂର୍ବତନ ଛାତ୍ରଙ୍କ ନଷ୍ଟ ହୋଇଥିବା ମୂଳ…

ମଣିପୁରରେ ରାଷ୍ଟ୍ରପତି ଶାସନ: ଏହାପରେ କ’ଣ ରହିବ ବିଜେପିର ଆଭିମୁଖ୍ୟ?

ଇମ୍ଫାଲ: ମୁଖ୍ୟମନ୍ତ୍ରୀ ପାଇଁ ନୂଆ ନେତା ଦେଇପାରିଲାନି ବିଜେପି । ଶେଷରେ ମଣିପୁର ପୂର୍ବତନ ମୁଖ୍ୟମନ୍ତ୍ରୀ  ଏନ୍ ବିରେନଙ୍କ ଇସ୍ତଫାର କିଛି ଦିନ ପରେ ଅର୍ଥାତ୍ ଗତକାଲିଠୁ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି । ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୯…

ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର, ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ

ଭୁବନେଶ୍ଵର: ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର । ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । ୬୮.୫% ପିଲା ଫେଡ଼ାଣ ଓ ୪୫.୮% ପିଲା ହରଣ ଜାଣିନାହାଁନ୍ତି । ବିଧାୟକ ଚକ୍ରମଣି କହଁର ପ୍ରଶ୍ନ ରେ ଲିଖିତ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ପ୍ରତି ବର୍ଷ…

ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ…

ଭୁବନେଶ୍ବର: ‘ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ । ପ୍ରଫୁଲ ଘଡାଇ ଜାଣିଥିବେ, କିଏ କେଉଁଠି ଷଡଯନ୍ତ୍ର କରିଥିଲା । ବିଜେଡି ଦଳ ଭିତରେ କିଛି ଷଡଯନ୍ତ୍ର ହୋଇନାହିଁ ।’ ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ ଘଡାଇଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ କିଛି ଏପରି କଡା…

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି ଗୃହ ଆରମ୍ଭରୁ ହିଁ କଡା ଆଭିମୁଖ୍ୟ ଦେଖାଇଥିଲେ…

ଚୋରର ଫିଟନେସ୍ ମନ୍ତ୍ର, ଚୋରି ଟଙ୍କାରେ କରୁଥିଲା ମସ୍ତି

ଭୁବନେଶ୍ଵର: ଘଟଣାର ଦୁଇ ସପ୍ତାହର ପରେ ଶେଷରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋରକୁ ଧରିଛି ପୋଲିସ । ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଆସି ଭୁବନେଶ୍ବରର ଭିଭିଆଇପି ଅଞ୍ଚଳରୁ ଚୋରି କରିଥିବା ୱାନ୍‌ମ୍ୟାନ୍‌ ଆର୍ମି ତଥା ସ୍ପାଇଡର୍‌ ମ୍ୟାନ୍‌ ଭାବେ…

ଚାଲିପାରୁନି ଗୃହ, ପୁଣି ୪ଟା ଯାଏଁ ମୁଲତବି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନରେ ଆରମ୍ଭରୁ ହିଁ ଚାଲିପାରୁନି ଗୃହ । ପ୍ରଥମେ ପ୍ରଶ୍ନକାଳରେ ବିରୋଧୀଙ୍କ ହଙ୍ଗାମାରେ ୧୨ ଯାଏଁ ଗୃହକୁ ମୁଲତବି ରଖାଯାଇଥିବା ବେଳେ ଏବେ ପୁଣି ଥରେ ୪ ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୁରମା ପାଢୀ । ତେବେ ବଜେଟ୍‌ ଅଧିବେଶନର…

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ: ଆରମ୍ଭ ହେଉ ହେଉ ଗୃହ ମୁଲତବୀ

ଭୁବନେଶ୍ଵର: ଆରମ୍ଭରୁ ଗୃହ ମୁଲତବୀ । ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ଚାଲିପାରିଲାନି ଗୃହ କାର୍ଯ୍ୟ । ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ଗୃହର ମଧ୍ୟଭାଗରେ ବିଜେଡି ଓ କଂଗ୍ରେସର ପ୍ରବଳ ହଟ୍ଟଗୋଳ । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ କଂଗ୍ରେସ…

ଆଜିଠୁ ମହିଳା ପ୍ରିମିୟର ଲିଗ୍ ଆରମ୍ଭ

ନୂଆଦିଲ୍ଲୀ:‘ଡବ୍‌ଲ୍ୟୁପିଏଲ୍‌’ର ତୃତୀୟ ସଂସ୍କରଣ ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ଟୁର୍ଣ୍ଣାମେଣ୍ଟରେ ପାଞ୍ଚଟି ଦଳ ଅଂଶଗ୍ରହଣ କରିବେ । ଆଜି ଅର୍ଥାତ୍ ଫେବ୍ରୁଆରି ୧୪ରୁ ମ୍ୟାଚ ଆରମ୍ଭ ହୋଇ ମାର୍ଚ୍ଚ ୧୫ ତାରିଖରେ ତାରିଖରେ ଲିଗ୍ ଶେଷ ହେବ । ଏଥିରେ ଅଂଶଗ୍ରହଣ କରୁଥିବା ଦଳ ଗୁଡିକ…