Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Odisha Vigilance: ଲାଞ୍ଚ ନେବା ସମୟରେ ମହିଳା ରାଜସ୍ବ ନିରୀକ୍ଷକଙ୍କୁ ଧରିଲା ଭିଜିଲାନ୍ସ

ସୁନ୍ଦରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ମହିଳା ରାଜସ୍ବ ନିରୀକ୍ଷକ । ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ତହସିଲ ଅନ୍ତର୍ଗତ କାଲୋସିହିରାର ରାଜସ୍ୱ ନିରୀକ୍ଷକ (ଆରଆଇ) ଅନିତା ଜେନାଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି । ପୈତୃକ ଜମିର ସୀମା ନିର୍ଦ୍ଧାରଣ ରିପୋର୍ଟ…

ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବଡ ଆଶ୍ବସ୍ତି, ସିଧା ସଳଖ ଆକାଉଣ୍ଟକୁ ଯିବ କ୍ଷତିପୂରଣ ରାଶି

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ ଜାରି ରହିଛି ଲଗାଣ ବର୍ଷା । ଏହି ସମୟରେ ବର୍ଷା କାରଣରୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ଆଶ୍ବସ୍ତିକର ଖବର ଆଣିଛନ୍ତି ରାଜ୍ୟ ସରକାର । ବର୍ଷା ଯୋଗୁଁ ଫସଲ ନଷ୍ଟ ହୋଇଥିବା ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସ୍ପଷ୍ଟ କରିଛନ୍ତି…

ଭିସୁଟରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ; ହଷ୍ଟେଲ ସମସ୍ୟା, ନିମ୍ନମାନର ଖାଦ୍ୟ ନେଇ ବିକ୍ଷୋଭ

ବୁର୍ଲା:ସମ୍ବଲପୁର ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ୱବିଦ୍ୟାଳୟ ଅଫ୍ ଟେକ୍ନୋଲୋଜି (VSSUT-ଭିସୁଟ)ରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ହଷ୍ଟେଲରେ ଦିଆଯାଉଥିବା ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରଛାତ୍ରୀମାନେ ଆନ୍ଦୋଳନରେ ଓହ୍ଲାଇଛନ୍ତି । ଏହାର ପ୍ରତିବାଦରେ ଛାତ୍ରଛାତ୍ରୀମାନେ…

ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ‘ଅର୍ଗାନେଲ୍ ଫାର୍ମ’, ପଟିଆରେ ଖୋଲିଲା ନୂଆ ରିଟେଲ୍ ଷ୍ଟୋର୍

ଭୁବନେଶ୍ୱର: ନିଜର ଅଭିବୃଦ୍ଧି ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ଓଡ଼ିଶାର ଅର୍ଗାନିକ୍ ବ୍ରାଣ୍ଡ୍ ଅର୍ଗାନେଲ୍ ଫାର୍ମସ୍ । ଭୁବନେଶ୍ୱରର ପଟିଆର କଳାରାହାଙ୍ଗ, ଜେଡ୍-୧ ଆପାର୍ଟମେଣ୍ଟ ନିକଟରେ ଏହାର ଆଉ ଏକ ରିଟେଲ୍ ଷ୍ଟୋର୍‌ର ଉଦ୍‌ଘାଟନ କରିଛି । ଏହି ଷ୍ଟୋର୍‌ କମ୍ପାନୀର ବଜାର…

ଆଗାମୀ ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ୨୦ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ତତ୍ପରତା: SIR ସରିବା ପରେ ଅକ୍ଟୋବରରୁ ରାଜ୍ୟରେ ଭୋଟର ତାଲିକା ପ୍ରସ୍ତୁତି

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ। ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ନିର୍ବାଚନ ପ୍ରଶାସନ ସହ ଜଡ଼ିତ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇଥିଲେ। ବୈଠକରେ ୨୦୨୭…

ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାମ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ପ୍ରଶାସନିକ ପରିବର୍ତ୍ତନ କରାଯାଇଛି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ (Regional Directorate of Education)’ର ନାମ ପରିବର୍ତ୍ତନ କରି ‘ଆଞ୍ଚଳିକ…

CJP ପ୍ରତିନିଧିଙ୍କ ସହ ସାକ୍ଷାତ ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ନଡ୍ଡା, ପ୍ରତିବାଦ ଶେଷ କରିବାକୁ କଲେ ଅପିଲ୍

ନୂଆଦିଲ୍ଲୀ: କୋକ୍ରୋଚ୍ ଜନତା ପାର୍ଟି (CJP) ଦ୍ୱାରା "ଚଲୋ ସଂସଦ" ଡାକରା ମଧ୍ୟରେ, CJP ଦାବି କରିଛି ଯେ ସରକାର ସେମାନଙ୍କୁ ଆଲୋଚନା ପାଇଁ ନିମନ୍ତ୍ରଣ କରିଥିଲେ। ଏହି ସମୟରେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା କହିଛନ୍ତି ଯେ ପ୍ରତିବାଦକାରୀମାନେ ଆଲୋଚନା ପ୍ରସ୍ତାବ ଦେଇଥିଲେ। କକ୍ରୋଚ ଜନତା…

‘ମୋ ଜୀବନର କାହାଣୀ କୌଣସି ସିନେମା ଠାରୁ କମ୍ ନୁହେଁ’

ମୁମ୍ବାଇ: ‘ମୋ ଜୀବନର କାହାଣୀ କୌଣସି ସିନେମା ଠାରୁ କମ୍ ନୁହେଁ’... ଏହା ଆମେ କହୁନୁ, ଏହା କହିଛନ୍ତି ଲୋକପ୍ରିୟ ଅଭିନେତ୍ରୀ ଶେହନାଜ ଗିଲ୍। 'ବିଗ୍ ବସ୍-13' ରୁ ଘରେ ଘରେ ପରିଚିତ ହୋଇଥିବା ଶେହନାଜ ଏବେ ତାଙ୍କ ଆଗାମୀ ଫିଲ୍ମ ‘ଇଶ୍କନାମା’ (Ishqnama) କୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ନିଜ…

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଅତ୍ୟାଧୁନିକ ‘ଜିନ୍ଦଲ ଆରୋଗ୍ୟମ ହସ୍ପିଟାଲ’ ଲୋକାର୍ପଣ

ଯୋଡ଼ା/ବଡବିଲ: ପବିତ୍ର ହେରାପଞ୍ଚମୀ ଅବସରରେ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ କେନ୍ଦୁଝର ଜିଲ୍ଳା ବଡବିଲ ସ୍ଥିତ ଦେଓଝର ଠାରେ ଏକ ଅତ୍ୟାଧୁନିକ ମଲ୍ଟିସ୍ପେଶିଆଲିଷ୍ଟ ୨୫ ଶଯ୍ୟା ବିଶିଷ୍ଟ ଜିନ୍ଦଲ ଆରୋଗ୍ୟମ କମ୍ୟୁନିଟି ହସ୍ପିଟାଲ ଉଦଘାଟନ କରାଯାଇଛି। ଏହାସହ…