Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭାରତ ନୁହେଁ ବର୍ତ୍ତମାନ ଏହି ଦେଶ ପାଇଁ ଖେଳିବେ ଷ୍ଟାର ସ୍ପିନର ଚହଲ..

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ ପରେ ଭାରତୀୟ ଷ୍ଟାର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ଏକ ବିଦେଶୀ ଦଳ ପାଇଁ ଖେଳୁଥିବାର ଦେଖିବାକୁ ମିଳିବ । ଦୀର୍ଘ ଦିନ ଧରି ଟିମ୍ ଇଣ୍ଡିଆ ଦଳରୁ ବାହାରେ ଥିବା ଚହଲ ଏକ ବିଦେଶୀ ଦଳ ସହ ଚୁକ୍ତି କରିଛନ୍ତି । ସେ ପୂର୍ବରୁ ମଧ୍ୟ ଏହି ଦଳ ପାଇଁ ଖେଳି ସାରିଛନ୍ତି ।…

ଏକାମ୍ର ରେ ଦୋଳ ପରମ୍ପରା…

ଭୁବନେଶ୍ଵର: ଦୋଳ ଉତ୍ସବ ଓଡ଼ିଆ ଜାତିର ନିଜସ୍ୱ ଉତ୍ସବ। ସାରା ଭାରତ ରେ କେବଳ ହୋଲିକା ଦହନ ଓ ହୋଲି ପାଳନ କରାଯାଉଥିବା ବେଳେ ଓଡ଼ିଶାରେ ହୋଲିକା ଦହନ, ଦୋଳ ପୁର୍ଣ୍ଣିମା ଓ ହୋଲି ବିପୁଳ ଉତ୍ସାହରେ ପାଳନ କରାଯାଇଥାଏ । ଦୋଳ ଓ ହୋଲି ଗାଁ ଗାଁ ରେ ଏକ ଉତ୍ସବ ର ବାତାବରଣ ସୃଷ୍ଟି କରିଥାଏ ।…

ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍

ଭୁବନେଶ୍ଵର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ହୋଲି ପୂର୍ବରୁ ବଢିଲା ସୁନା ଦର: ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର…

ଭୁବନେଶ୍ବର: ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ସେ ଦିଲ୍ଲୀ ହେଉକି ଭୁବନେଶ୍ବର ସବୁଠି ସୁନା ଦରରେ ନିଆଁ । ଗ୍ରାହକଙ୍କ ଚାହିଦା ଯେତେ ବଢୁଛି, ସେତେ ଦର ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଗତକାଲି ଭୁବନେଶ୍ବରରେ ପ୍ରମୁଖ ସୁନା ଦୋକାନ ଗୁଡିକରେ ସୁନା ଦର ୮୮ ହଜାର ଥିବା ବେଳେ…

ଜେଲ୍ ଗଲେ ରାଜା, ବିଚାର ବିଭାଗୀୟ ହାଜତରେ ରହିବେ ବିଜେଡି ନେତା

ବାଲେଶ୍ଵର:ଜେଲ୍ ଗଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ସୋସାଇଟି ଆର୍ଥିକ ଅନିୟମିତା ମାମଲାରେ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି ରାଜା । ଆସନ୍ତା ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତରେ ରହିବେ ରାଜା ଚକ୍ର । ଆଜି ଇଓଡବ୍ଲୁ ତାଙ୍କୁ ବାଲେଶ୍ୱର କୋର୍ଟରେ ହାଜର…

‘୧୨ରୁ ୧ଟା ଭିତରେ ସାର ହୋଲି ଖେଳ’, କହିଦେଲେ ଡିସିପି..

କଟକ: ଆଜି ଦୋଳ ପୂର୍ଣ୍ଣିମା । ଏବେଠୁ ଚାରିଆଡେ ଉଡିଲାଣି ଫଗୁ । ରାତି ପାହିଲେ ହୋଲି ମହୋତ୍ସବ । ଏଥିପାଇଁ ରାଜ୍ୟରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏବେ ସଜାଗ ରହିଛି ପୋଲିସ୍ ବାହିନୀ । ଯେଉଁଭଳି କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେଉ, ତାହା ଉପରେ ନଜର ରଖିବା ପାଇଁ ଠାବେ ଠାବେ…

‘ବିଶ୍ବ ଜାଣିଛି ଆତଙ୍କବାଦର କେନ୍ଦ୍ର କିଏ?’, ପାକିସ୍ତାନର ଅଭିଯୋଗକୁ ନେଇ ବର୍ଷିଲା ଭାରତ

ନୂଆଦିଲ୍ଲୀ: ବିଶ୍ବ ଜାଣିଛି ଆତଙ୍କବାଦର କେନ୍ଦ୍ର କିଏ?, ତେଣୁ ପର ଉପରେ ଦୋଷ ନ ଲଦି ନିଜ ଦୋଷ ଦେଖିୁ ପାକିସ୍ତାନ । ଭାରତ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା, ନେଇ ପାକିସ୍ତାନ ଅଭିଯୋଗ କରିବା ପରେ, ଏବେ ଏହାକୁ ପ୍ରତ୍ୟାଖ୍ୟାନ କରି କିଛି ଏପରି କହି ବର୍ଷିଛି ଭାରତ । ଏନେଇ ଭାରତର…

ଭାଙ୍ଗୁଛି ମାଓଗଡ଼, ପୁଣି ଆତ୍ମସମର୍ପଣ କଲେ ୧୭ ମାଓବାଦୀ

ବିଜାପୁର: ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୋଲିସକୁ ବଡ଼ ସଫଳତା। ଗାଙ୍ଗାଲୁର ଏରିଆ କମିଟି ମୁଖ୍ୟ ଦିନେଶ ମୋଡିଅମଙ୍କ ସହ ୧୭ ଜଣ ସକ୍ରିୟ ମାଓବାଦୀ ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ଜଣେ DVCM ମେମ୍ବର, ଦୁଇ ଜଣ ACM, ଦୁଇ ଜଣ ମିଲିସିଆ ପ୍ଲାଟୁନ୍ କମାଣ୍ଡର,…

ଭିଜିଲାନ୍ସ ଜାଲରେ ସବ-ରେଜିଷ୍ଟ୍ରାର୍‌ ଅଫିସ୍‌ କିରାଣି

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ସବ-ରେଜିଷ୍ଟ୍ରାର୍‌ ଅଫିସ୍‌ କିରାଣି। କିରାଣି ଶ୍ରୀକାନ୍ତ ଡାକୁଆଙ୍କୁ ଧରିଲା ଭିଜିଲାନ୍ସ ଟିମ୍। କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ବୁଗୁଡ଼ା ମୋଟାବାଡ଼ି ଗାଁ ନିକଟରେ ଧରାପଡ଼ିଲେ ଶ୍ରୀକାନ୍ତ। କାର୍‌ ଭିତରୁ ୧ ଲକ୍ଷ ୮୬ ହଜାର…

୧୯ ସୁଦ୍ଧା ମହାକାଶରୁ ଫେରିବେ ସୁନିତା, ସନ୍ଧ୍ୟାରେ ବାହାରିବ ଏଲୋନ ମସ୍କଙ୍କ ମହାକାଶଯାନ

ଫ୍ଲୋରିଡା: ଚଳିତ ମାସ ୧୯ ସୁଦ୍ଧା ନାସାର ଦୁଇ ମହାକାଶଚାରୀ ସୁନିତା ୱିଲିୟମ୍‌ସ ଓ ବଚ୍‌ ୱିଲମୋର ପୃଥିବୀପୃଷ୍ଠକୁ ଫେରିବେ ବୋଲି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ କୁହାଯାଇଛି। ଏହି ଦୁଇ ମହାକାଶଚାରୀଙ୍କୁ ଫେରାଇ ଆଣିବାକୁ ସ୍ପେସ୍‌ଏକ୍ସର ଫାଲକନ୍‌-୯ ରକେଟ ବା କ୍ରୁ-୧୦…