Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଇନକମ ଟ୍ୟାକ୍ସ ଭରୁଥିବା ୮ ଲକ୍ଷ ହାତେଇଛନ୍ତି ରାସନ କାର୍ଡ

ଭୁବନେଶ୍ୱର: ରାସନ୍‌କାର୍ଡ ଇ-କେୱାଇସି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ କରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ସୂଚନା ଅନୁସାରେ ଇ-କେୱାଇସି ପାଇଁ ରାସନ ହିତାଧିକାରୀଙ୍କ ପାଖରେ ଆଉ ମାତ୍ର ୬ ଦିନ ସମୟ ରହିଛି। ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଜଣ ଲୋକ ଇ-କେୱାଇସି…

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ

ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସଟର ଭାଙ୍ଗିବା ସହିତ ନିଆଁକୁ…

ଫ୍ଲଡ ଲାଇଟରେ ତ୍ରୁଟି; ଅଧାରେ ଅଟକିଲା ବାରବାଟୀ ମ୍ୟାଚ୍

କଟକ: କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ଦିନିକିଆ କ୍ରିକେଟ୍ ମ୍ୟାଚରେ ବିଭ୍ରାଟ। ସୂଚନା ଅନୁଯାୟୀ, ଫ୍ଲଡ ଲାଇଟରେ ତ୍ରୁଟି ଯୋଗୁ ଅନ୍ଧାର ହୋଇଯାଇଛି ସାରା ପରିବେଶ। ପ୍ରଥମେ ଷ୍ଟାଣ୍ଡର କିଛି ଲାଇଟ ବନ୍ଦ ହୋଇ ଯାଇଥିଲା। ପରେ ପରେ ସମ୍ପୂର୍ଣ୍ଣ ଷ୍ଟାଣ୍ଡର ଲାଇଟ ଲିଭି ଯାଇଥିଲା। ୬.୧ ଓଭରରେ…

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି କହିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ।…

ଫେବୃଆରୀ ୧୬ରେ ବିଧାନସଭା ଘେରିବେ ଶିକ୍ଷକ

ଭୁବନେଶ୍ବର: ଆସନ୍ତା ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ । ଯାହା ଅନିର୍ଦ୍ଧିଷ୍ଟ କାଳ ପାଇଁ ଚାଲିବ ବୋଲି ଚେତାବନୀ ଦେଇଛି ସଂଘ । ଉକ୍ତ ଦାବି ଗୁଡିକ ହେଲା, ୨୦୧୦ ମସିହାରେ ରାଜ୍ୟରେ ଲାଗୁ ହୋଇଥିବା ଶିକ୍ଷା…

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ…

‘ଦିଲ୍ଲୀ ବିଜୟ ପରେ ୨୦୨୬ରେ ଦିଦିଙ୍କ ପାଳି’

କୋଲକତା: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ହୋଇଛି । ଆପକୁ ହରାଇ ଦିଲ୍ଲୀର ଶାସନ ଗାଦିରେ ବସିଛି ବିଜେପି । ଏନେଇ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି ପଶ୍ଚିମବଙ୍ଗ ବିଜେପି ନେତା ଶୁଭେନ୍ଦୁ ଅଧିକାରୀ । ସେ କିଛନ୍ତି ଯେ, ୨୦୨୬ରେ ପଶ୍ଚିମବଙ୍ଗ ପାଳି ।…

ବଡ ଖବର: ୧୫ ପରେ ଆଉ ବଢ଼ିବନି ରାସନ କାର୍ଡ ଇ-କେୱାଇସି ଅବଧି

ଭୁବନେଶ୍ଵର: ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଲୋକ ଇ-କେୱାଇସି କରିନାହାନ୍ତି ।…

କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ, ରେସରେ ୫ ନେତା… 

ନୂଆଦିଲ୍ଲୀ: ୨୭ ବର୍ଷର ଦୀର୍ଘ ପ୍ରତୀକ୍ଷା ପରେ ଭାରତୀୟ ଜନତା ପାର୍ଟି ଦିଲ୍ଲୀରେ କ୍ଷମତାକୁ ଫେରିପାରିଛି। ଆମ ଆଦମୀ ପାର୍ଟି ଏକ ବଡ଼ ପରାଜୟର ସମ୍ମୁଖୀନ ହୋଇଥିବା ବେଳେ ବିଜେପି କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପିରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅନେକ…

ପୁଣି ଯୌତୁକ ଜୁଇରେ ଜଳିଳା ନବ ବଧୂ!

ଗଞ୍ଜାମ: ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରୁ । ଶନିବାର ରାତିରେ ବୋହୁର ମୃତଦେହ ଉଦ୍ଧାର କରିଛି ପୋଲିସ । ନବ ବଧୂର ବେକରେ ରକ୍ତ ଲାଗି ଥିବାରୁ ବାପଘର ଲୋକେ ହତ୍ୟା ଅଭିଯୋଗ ଆଣି ଶ୍ୱଶୁର…