Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କୋଟିଏ ସୁଭଦ୍ରା, କୋଟିଏ ଦୀପ: ସନ୍ଧ୍ୟାରେ ହିତାଧିକାରୀ ଜାଳିବେ ସୁଭଦ୍ରା ଦୀପ

ଭୁବନେଶ୍ଵର: ମହିଳାଙ୍କୁ ସଶକ୍ତ କରିବା ପାଇଁ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ। ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି ହେବ। ଗୁରୁବାର ସୁଭଦ୍ରା ଟଙ୍କା ବାଣ୍ଟିବା ପରେ ‘ଗୋଟିଏ ସୁଭଦ୍ରା, ଗୋଟିଏ ଦୀପ’ ଆହ୍ୱାନ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ…

ଏଣିକି ଘରେ ବସି ପାଇପରିବେ କାଷ୍ଟ୍, ଇନକମ୍, ରେସିଡେଣ୍ଟ ସାର୍ଟିଫିକେଟ୍

ଭୁବନେଶ୍ୱର: ରାଜସ୍ୱ ବିଭାଗର ବଡ଼ ନିଷ୍ପତ୍ତି। କାଷ୍ଟ୍, ଇନକମ୍, ରେସିଡେଣ୍ଟ ସାର୍ଟିଫିକେଟ ପାଇଁ ଆଉ ତହସିଲ ଅଫିସକୁ ଯାଇ ଘଣ୍ଟା ଘଣ୍ଟା ଛିଡା ହେବାକୁ ପଡ଼ିବନି। ଘରେ ବସି ମୋବାଇଲରେ ସାର୍ଟିଫିକେଟ ପାଇଁ ଆବେଦନ କରିପାରିବେ। ଓଡ଼ିଶା ସରକାର ଖୁବ୍‌ଶୀଘ୍ର ଏକ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରିବେ।…

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ: ସୁରୁଖୁରୁରେ ହେବ ଶ୍ରୀଜିଉଙ୍କ ଦୋଳପୂର୍ଣ୍ଣିମା ନୀତି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଚାଲିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଆସନ୍ତା ୧୩ ଓ ୧୪ ତାରିଖରେ ହେବାକୁ ଥିବା ମେଣ୍ଢା ପୋଡି ଓ ଦୋଳପୂର୍ଣ୍ଣମୀ…

ଲିପ୍ ମାସ୍କ ବନାମ ଲିପ୍ ବାମ୍: ଫଟା ଓଠ ସମସ୍ୟାରୁ ତୁରନ୍ତ କିଏ ଦିଏ ମୁକ୍ତି?

ଶୀତ ଋତୁରେ ଓଠ ଫାଟିବା ଏକ ସାଧାରଣ ସମସ୍ୟା। ଓଠ ଡ୍ରାଏ ହେବା ସହ ଭୟଙ୍କର ଭାବେ ଫାଟିବାକୁ ଲାଗିଥାଏ । ଦେଖାଯାଏକି ଅଧିକାଂଶ ଝିଅ ମାନେ ଏଥିପାଇଁ ମହଙ୍ଗା ଲିପବାମ ବା କ୍ରିମ ବ୍ୟବହାର କରିଥାନ୍ତି। କିନ୍ତୁ ଫାଟିଲା ଓଠ ପାଇଁ ଲିପ୍ ମାସ୍କ ଭଲ ନା ଲିପ୍ ବାମ୍ ସେନେଇ ବିତର୍କ କେନ୍ଦ୍ରସ୍ଥଳକୁ…

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, କଟିଗଲା ବାମ ହାତ

ରାୟଗଡ଼ା: ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି । ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେସନ ଠାରେ ଖସିପଡିଲେ ଯବାନ ଜଣକ । ତାଙ୍କୁ ପ୍ରଥମେ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅଶୋକଙ୍କର ପ୍ରାଥମିକ…

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ । ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି । ସୂଚନା ଅନୁସାରେ, ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି । ମାର୍ଚ୍ଚ ୯ରେ…

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି । ତାଙ୍କ…

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ…

ପାରାଦୀପ ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବୋଟ୍

ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୧୦ରୁ ଅଧିକ ବୋଟ୍ । ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । ହେଲେ ବୋଟ୍ ଗୁଡିକ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ…