Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: କୋର୍ଟରେ ହାଜର ହେଲା ପୁଞ୍ଜିଲାଲ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ଆଜି ହେବ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ବୟାନ ରେକର୍ଡ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ପୂର୍ବ ତାରିଖରେ…

ମହିଳାଙ୍କୁ ସଶକ୍ତ କରୁଛି ଏହି ସରକାରୀ ଯୋଜନା..ଆପଣ ଆବେଦନ କରିଛନ୍ତି ନା ନାହିଁ?

ନୂଆଦିଲ୍ଲୀ: ମହିଳାଙ୍କୁ ସଶକ୍ତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଅନେକ ଅଭିଯାନ ଆରମ୍ଭ କରିଥିବା ବେଳେ ଅନେକ ଯୋଜନା ମଧ୍ୟ ଚଲାଉଛନ୍ତି । ଯେଉଁଥିରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଭିନ୍ନ ଭିନ୍ନ ସହାୟତା ପ୍ରଦାନ କରାଯାଉଛି । ରାଜ୍ୟରେ ବର୍ତ୍ତମାନ ସୁଭଦ୍ରା ଯୋଜନାର…

ପିଓକେ ଦିଅ, କାଶ୍ମୀର ସମସ୍ୟା ସମାଧାନ ହେଇଯିବ: ଜୟଶଙ୍କର

ନୂଆଦିଲ୍ଲୀ: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ବ୍ରିଟେନ ଗସ୍ତରେ ଅଛନ୍ତି। ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଇଥିବା ବୟାନକୁ ନେଇ ସାରା ଦେଶରେ ଚର୍ଚ୍ଚା ଚାଲିଛି। ପାକ୍ ଅଧିକୃତ କାଶ୍ମୀର ପ୍ରସଙ୍ଗରେ ଏକ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, "ପାକିସ୍ତାନ ପାକ୍ ଅଧିକୃତ…

ଆସନ୍ତାକାଲି ମହିଳାମାନେ ଘରେ ଜାଳନ୍ତୁ ସୁଭଦ୍ରା ଦୀପ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହ ମହିଳାଙ୍କୁ ସଶକ୍ତ କରିବା ପାଇଁ ଏବଂ ସଶକ୍ତ ଓଡ଼ିଶା ଗଠନ…

ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରାର ଆଉ ଏକ ପର୍ଯ୍ୟାୟ ଟଙ୍କା । ଆଜି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି, ମହିଳାଙ୍କ ଖାତାକୁ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଡିବିଟି ମାଧ୍ୟମରେ ପଠାଇଛନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ…

ନନ୍ଦା ଏବଂ ନନ୍ଦିନୀଙ୍କ ସହ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି…

ଆସିଲା ମାଟ୍ରିକ୍ ରେଜଲ୍ଟ ଡେଟ୍: ଏହିଦିନ ବାହାରିବ…

ଭୁବନେଶ୍ବର: ଆଜି ଶେଷ ପରୀକ୍ଷା । ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ ଛାତ୍ର ଛାତ୍ରୀଙ୍କ ମୁଣ୍ଡରେ ବଡ ଚିନ୍ତା, କେବେ ବାହାରିବ ଫଳାଫଳ । ତେବେ ଏନେଇ ପରୀକ୍ଷା ସରୁ ସରୁ…

ବ୍ରିଟେନରେ ଜୟଶଙ୍କରଙ୍କୁ ଖଲିସ୍ତାନୀଙ୍କ ବିରୋଧ: ଚିରିଲେ ତ୍ରିରଙ୍ଗା

ନୂଆଦିଲ୍ଲୀ: ଲଣ୍ଡନରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ବିରୋଧ । ଖଲିସ୍ତାନୀ ସମର୍ଥକମାନେ ଜୟଶଙ୍କର ଯୋଗ ଦେବାକୁ ଥିବା ଏକ ଆଲୋଚନା ସମୟରେ ଜୋରଦାର ପ୍ରତିବାଦ କରିଥିଲେ । ଖଲିସ୍ତାନୀ ଉଗ୍ରବାଦୀଙ୍କ ଏକ ଗୋଷ୍ଠୀ ଲଣ୍ଡନରେ ଜୟଶଙ୍କରଙ୍କ ଗସ୍ତକୁ ବାଧା ଦେବାକୁ ଚେଷ୍ଟା କରିଥିଲେ,…

ନୂତନ ଶିକ୍ଷାନୀତି ୨୦୨୦: ଏପ୍ରିଲ ୨ରେ ହେବ ଖଡିଛୁଆଁ, ରାଜ୍ୟରେ ଆରମ୍ଭ ହେବ ‘ଶିଶୁ ବାଟିକା’

ଭୁବନେଶ୍ୱର: ଏପ୍ରିଲ ୨ରେ ହେବ ଖଡିଛୁଆଁ । ନୂତନ ଶିକ୍ଷାନୀତି ୨୦୨୦ ଅନୁଯାୟୀ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ‘ଶିଶୁ ବାଟିକା’। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଜାତୀୟ…

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣା: ଗିରଫ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

କଟକ: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପୂର୍ବରୁ କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଉମର ପଞ୍ଚାୟତ ହନୁମାନ ଛକ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରୁ କୌଣସି ଦୁର୍ବୃତ୍ତ ମୁଣ୍ଡ ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଥିଲା। ଏହି ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି।…