Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ହସ୍ପିଟାଲରେ ସୁଶାନ୍ତ ସିଂହଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ମଙ୍ଗଳବାର ଦିନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭେଟିଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ଗଣମାଧ୍ୟମ ସହିତ କଥାବାର୍ତ୍ତା କରି ନବୀନ କହିଛନ୍ତି ଯେ ପୂର୍ବତନ ଭଟଲି ବିଧାୟକଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର…

ଭାଙ୍ଗୁଛି ମାଓଗଡ଼, ଆତ୍ମସମର୍ପଣ କଲେ ୪ ହାର୍ଡକୋର ମାଓବାଦୀ

ମୁମ୍ବାଇ: ଦୁର୍ବଳ ହେଉଛି ମାଓ ସଙ୍ଗଠନ। ୪ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିବାର ଖବର ମିଳିଛି। ମହାରାଷ୍ଟ୍ରର ଗଢଚିରୋଲି ଠାରେ ୨ ମହିଳା ଓ ୨ ପୁରୁଷ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ନାଁରେ ୨୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ଜୋରଦାର ଅପରେସନ ପରେ…

ବିଶ୍ବ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଓଡ଼ିଶାରେ ତିଆରି ହେବ କ୍ୟାନ୍‌ସର ରେଜିଷ୍ଟ୍ରି

ଭୁବନେଶ୍ୱର: ବିଶ୍ବ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଓଡ଼ିଶାରେ ତିଆରି ହେବ କ୍ୟାନ୍‌ସର ରେଜିଷ୍ଟ୍ରି। ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର। ସାରା ରାଜ୍ୟର ତଥ୍ୟକୁ ନେଇ ଦୁଇ ପ୍ରକାର ରେଜିଷ୍ଟ୍ରି ରହିବ। ହସ୍ପିଟାଲ୍‌ ଆଧାରିତ ଓ ଜନସଂଖ୍ୟା ଆଧାରିତ…

ଜିବିଏସକୁ ନେଇ ଓଡ଼ିଶାକୁ ସତର୍କ ଘଣ୍ଟି

ଭୁବନେଶ୍ୱର: ଦେଶରେ ସ୍ଥିତି ସଂଗୀନ କଲାଣି ଆଉ ଏକ ମାରାତ୍ମକ ଭୂତାଣୁ। ଏହା ଗୁଲେନବାରି ସିଣ୍ଡ୍ରମ। ଯାହା ଜଳ ବହିତ। ଏଥିରେ ରୋଗୀ ଦୁର୍ବଳ ହେବା ସହ ପକ୍ଷାଘାତ (paralysis) ହୋଇଯାଉଛି। ମହାରାଷ୍ଟ୍ର, ଗୁଜୁରାଟ ଏବଂ କୋଲକାତାରେ ଏହି ମାମଲା ଦେଖା ଦେଲାଣି। ତେବେ ଏହି ରୋଗକୁ ନେଇ ଓଡ଼ିଶା…

ଗୁଜରାଟରେ ଖୁବଶୀଘ୍ର ଲାଗୁ ହେବ ୟୁସିସି, ୫ ଜଣିଆ କମିଟି ଗଠନ

ଗାନ୍ଧୀନଗର: ପ୍ରଥମେ ଉତ୍ତରାଖଣ୍ଡ ପରେ, ଏବେ ଗୁଜରାଟରେ ଖୁବ ଶୀଘ୍ର ଲାଗୁ ହୋଇପାରେ ୟୁସିସି । ମୁଖ୍ୟମନ୍ତ୍ରୀ ଏକ ସମାନ ନାଗରିକ ସଂହିତା (ୟୁସିସି) ପ୍ରସ୍ତୁତ ଏବଂ ପ୍ରଣୟନ ପାଇଁ ଏକ ୫ ଜଣିଆ କମିଟି ଗଠନ କରିଛନ୍ତି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏ ସମ୍ପର୍କରେ ଏକ ବଡ଼ ଘୋଷଣା…

ମୋ ବସ୍ ଧକ୍କାରେ କୁନି ଝିଅ ମୃତ ଘଟଣା: କ୍ରୁଟ୍ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ

ଭୁବନେଶ୍ୱର: ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଇଛି। ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ ରାସ୍ତାରୋକ କରିଥିଲେ ସେମାନେ ହଟିଛନ୍ତି। ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣାକୁ ସ୍ୱୀକାର କଲେ…

ଖୁସି ଖବର: ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଅଗ୍ନିଶମ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ବଡ ଉପହାର । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍‌…

ଦୁଇ ଦିନିଆ ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ, ୧୩ରେ ଟ୍ରମ୍ପଙ୍କୁ ଭେଟିବେ

ନୂଆଦିଲ୍ଲୀ: ଆସନ୍ତା ୧୨ ତାରିଖରେ ଦୁଇ ଦିନିଆ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ୧୪ ତାରିଖ ଯାଏଁ ରହିବେ । ଏହି ଗସ୍ତ ସମୟରେ ସେ ୧୩ ତାରିଖରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଜାନୁଆରୀ ୨୦ ତାରିଖରେ ଡୋନାଲ୍ଡ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ପୋଲିସ ବାବୁ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୋଲିସ ବାବୁ। ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନାରେ କାର୍ଯ୍ୟରତ ଏଏସଆଇ ବୁଡୁ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ଏକ ଦୁର୍ଘଟଣାରେ ଜବତ ହୋଇଥିବା ମୋଟର ସାଇକେଲ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବୁଡୁ।…

ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ରେଡ୍

ସମ୍ବଲପୁର: ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ରେଡ୍ । ବୁର୍ଲା ଜ୍ୟୋତିବିହାର ସ୍ଥିତ ସରକାରୀ ବାସଭବନରେ ପହଞ୍ଚିଲା ସିବିଆଇ । ନାକ୍ ରେଟିଂରେ ଲାଞ୍ଚ ମାମଲାର ଖୋଳତାଡ଼ କରିବା ସିବିଆଇ । ଘରୋଇ ବିଶ୍ବବିଦ୍ୟାଳୟର ରେଟିଂ ପାଇଁ ଲାଞ୍ଚ ନେଇ ଗିରଫ ହୋଇଛନ୍ତି ପ୍ରଫେସର ବୁଲୁ ମହାରଣା ।…