Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ରେଡ୍

ସମ୍ବଲପୁର: ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ରେଡ୍ । ବୁର୍ଲା ଜ୍ୟୋତିବିହାର ସ୍ଥିତ ସରକାରୀ ବାସଭବନରେ ପହଞ୍ଚିଲା ସିବିଆଇ । ନାକ୍ ରେଟିଂରେ ଲାଞ୍ଚ ମାମଲାର ଖୋଳତାଡ଼ କରିବା ସିବିଆଇ । ଘରୋଇ ବିଶ୍ବବିଦ୍ୟାଳୟର ରେଟିଂ ପାଇଁ ଲାଞ୍ଚ ନେଇ ଗିରଫ ହୋଇଛନ୍ତି ପ୍ରଫେସର ବୁଲୁ ମହାରଣା ।…

ବିୟର କ୍ୟାନରେ ଫସିଯାଇଥିଲା ଢମଣା ସାପର ମୁଣ୍ଡ, ଆଉ ତାପରେ…

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ପ୍ରଶାନ୍ତି ବିହାର, ପଟିଆ ଅଞ୍ଚଳରେ ମଙ୍ଗଳା ମନ୍ଦିର ନିକଟରେ ଥିବା ଖାଲି ଜାଗାରେ ବଣ ବୁଦା ଭିତରେ ଏକ ପରିତ୍ୟକ୍ତ ବିୟର କ୍ୟାନ୍ ଭିତରେ ଏକ ୫ ଫୁଟ ଲମ୍ବର ଢମଣା ସାପ ମୁଣ୍ଡ ଭର୍ତ୍ତି କରି ଦେଇଥିଲା। ସ୍ଥାନୀୟ ବାଳକ ମାନେ ଗତକାଲି ସନ୍ଧ୍ୟାବେଳେ ଉକ୍ତ…

ମୋ ବସ ଧକ୍କାରେ ଚାଲିଗଲା ନାବାଳିକାର ଜୀବନ

ଭୁବନେଶ୍ୱର: ପୁଣି ମୋ ବସ୍ ଦୁର୍ଘଟଣାରେ ଗଲା ଜୀବନ। ‘ମୋ ବସ୍ ’ ଧକ୍କାରେ ଜଣେ ନାବାଳିକାର ମୃତ୍ୟୁ ହୋଇଛି। ସାଇକେଲରେ ଯାଉଥିବାବେଳେ ଧକ୍କା ଦେଇଥିଲା ମୋ ବସ । ଏହି ମର୍ମନ୍ତୁଦ ଦୁର୍ଘଟଣାଟି ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଅଞ୍ଚଳରେ ଘଟିଛି। ରଘୁନାଥପୁର ପାଖରେ ୫୪ ନମ୍ବର ମୋ ବସ…

କଣାସରେ ଥମୁନି ଝାଡ଼ାବନ୍ତି: ପୁଣି ୩ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି

ପୁରୀ: ପୁରୀ ଜିଲ୍ଲା କଣାସ ବ୍ଲକରେ ଥମୁନି ଝାଡ଼ାବାନ୍ତି। ପ୍ରଶାସନର ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଜାଗୁଳେଇପଦରରୁ ପୁଣି ୩ଜଣ ଝାଡ଼ାବାନ୍ତି ରୋଗୀ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦୟା ନଦୀର ପ୍ରଦୂଷିତ ଜଳ ବ୍ୟବହାର କରି କଣାସ ବ୍ଲକର ଶତାଧିକ ଲୋକ ଝାଡ଼ାବାନ୍ତିରେ…

ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ…

ସକ୍ରିୟ ହେଉଛି ପଶ୍ଚିମ ଝଡ଼: ଓଡ଼ିଶା ସମେତ ଏହି ସବୁ ସ୍ଥାନରେ ଘୂର୍ଣ୍ଣିବାତ୍ୟା ଆଶଙ୍କା

ନୂଆଦିଲ୍ଲୀ: ଆସୁଛି ବଡ଼ ଘୂର୍ଣ୍ଣିଝଡ! ୪ ଓ ୫ ତାରିଖରେ ଓଡ଼ିଶା ସମେତ ଅନେକ ସ୍ଥାନରେ ଘୂର୍ଣ୍ଣିବାତ୍ୟା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଦିଲ୍ଲୀ-ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ପାଗ ହଠାତ୍‌ ପରିବର୍ତ୍ତନ ହେଉଛି। ଆଇଏମଡି ଅନୁଯାୟୀ, ପଶ୍ଚିମ ଝଡ ପୁଣି ସକ୍ରିୟ ହେବ।…

ପୁଣି ବଡ଼ ସଫଳତା: ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ, ଜଣେ ମାଓବାଦୀ ନିହତ

ମାଲକାନଗିରି: ଓଡିଶା ସୀମାନ୍ତ ଛଡିଶଗଡର କାଙ୍କେର ଏବଂ ନାରାୟଣପୁର ଜିଲ୍ଲାରେ ଗୁଳିବିନିମୟ ଆରମ୍ଭ ହୋଇଛି। ପୋଲିସ ଓ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଗୋଟିଏ ଏସଏଲଆର ବନ୍ଧୁକ ସହ ବିପୁଳ ପରିମାଣର ମାଓ…

ଦାନ୍ତ ବିନ୍ଧୁଥିଲେ ଆପଣାନ୍ତୁ ଏହି ଘରୋଇ ଉପଚାର

ଭୁବନେଶ୍ବର: ଦାନ୍ତବିନ୍ଧିଲେ ବହୁଥ କଷ୍ଟ ଅନୁଭବ ହୋଇଥାଏ । ଦାନ୍ତ ସଂକ୍ରମଣ,ଦନ୍ତକ୍ଷୟ, ମାଢ଼ିଫୁଲା ଓ ଦାନ୍ତ ଉଠୁଥିଲେ ଦାନ୍ତ ଯନ୍ତ୍ରଣା ହୋଇଥାଏ । ତେବେ କିଛି ଏପରି ଘରୋଇ ଉପଚାର ରହିଛି ଯାହାଦ୍ବାରା ଆପଣଙ୍କୁ କଷ୍ଟରୁ ମୁକ୍ତି ମିଳିବ । - ଦାନ୍ତବିନ୍ଧିଲେ ଲବଙ୍ଗ ତେଲ ବ୍ୟବହାର ସମସ୍ତେ…

ଏହି ଦିନ କେଶ ଧୋଇବା ଅଶୁଭ..

ଭୁବନେଶ୍ବର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେଶ ଧୋଇବାକୁ ନେଇ  କିଛି ନିୟମ ରହିଛି । କେଶ ଧୋଇବା ପାଇଁ କେଉଁ ଦିନ ଶୁଭ ଓ କେଉଁ ଦିନ ଅଶୁଭ ଜାଣିଛନ୍ତି କି? ତେବେ ମହିଳାମାନେ ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଦିନ କେଶ ଧୋଇବା ଉଚିତ୍ ନୁହେଁ ବୋଲି ବିଶ୍ୱାସ କରାଯାଏ । ସେହିପରି ପୁରୁଷମାନେ…

ଏଣିକି ଭିକ୍ଷ ମାଗିବା ଓ ଦେବା ହେବ ଅପରାଧ! ଜାରି ହେବାକୁ ଯାଉଛି ନିର୍ଦ୍ଦେଶ

ଭୋପାଳ: ଖୁବ୍ ଶୀଘ୍ର ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭିକ୍ଷା ମାଗିବା ଏବଂ ଦାନ ଦେବା ଏକ ଅପରାଧ ଭାବରେ ବର୍ଗୀକୃତ ହେବ। ଜିଲ୍ଲାପାଳ କୌଶଳେନ୍ଦ୍ର ବିକ୍ରମ ସିଂହ ଗୋଟିଏ କିମ୍ବା ଦୁଇ ଦିନ ମଧ୍ୟରେ ଏହାର ନିର୍ଦ୍ଦେଶ ଜାରି କରିବାକୁ ଯାଉଛନ୍ତି। ଭିକ ନେଉଥିବା ଏବଂ ଦେଉଥିବା ବ୍ୟକ୍ତିଙ୍କ ଉପରେ…