Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦୁର୍ବଳ ହେଉଛି ମାଓଗଡ଼, ଆତ୍ମସମର୍ପଣ କଲେ ୭ ହାର୍ଡକୋର୍ ନକ୍ସଲ

ସୁକୁମା: ଦୁର୍ବଳ ହେଉଛି ମାଓଗଡ଼। ଆତ୍ମସମର୍ପଣ କଲେ ୭ ହାର୍ଡକୋର୍ ମାଓବାଦୀ। ଛତିଶଗଡ଼ର ସୁକୁମା ଜିଲ୍ଲା ଏସପି କିରଣ ଚୌହାନ ଓ ସିଆରପିଏଫ କମାଣ୍ଡେଣ୍ଟଙ୍କ ନିକଟରେ ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହିଂସାର ରାସ୍ତା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି।…

ବିଚ୍ ରାସ୍ତାରେ ସହଦେବ ହତ୍ୟା ମାମଲା: ଆଉ ଜଣଙ୍କୁ ଧରିଲା ପୋଲିସ୍

ଭୁବନେଶ୍ବର: ରାଜଧାନୀ ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣା, ଆଉ ଜଣେ ମୁଖ୍ୟ ଅଭିଯୁକ୍ତକୁ ଧରିଲା ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତକୁ କଟକ କାନପୁରରୁ ଗିରଫ କରିଛି ମଞ୍ଚେଶ୍ବର ପୋଲିସ୍ । ପୂର୍ବରୁ ଏହି ମାମଲାରେ ପୋଲିସ୍ ୭ ଜଣଙ୍କୁ ଗିରଫ କରିଥିବା ବେଳେ…

ମାଟ୍ରିକ୍ ପରୀକ୍ଷା: ପ୍ରଶ୍ନ ପତ୍ରରେ ତ୍ରୁଟି

ଭୁବନେଶ୍ଵର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି । ବିଜ୍ଞାନ ବି- ସେଟ୍‌ରେ ୪ ମାର୍କ କମ୍‌ ଥିବା ବେଳେ ସି-ସେଟରେ ମଧ୍ୟ କିଛି ତ୍ରୁଟି ଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ତ୍ରୁଟିକୁ ସ୍ବୀକାର କରିଛନ୍ତି ବୋର୍ଡ ସଭାପତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ସେ ନେଇ…

ଘରେ ଶୋଇଥିବା ବେଳେ ଯୁବକଙ୍କୁ ଏସିଡ ମାଡ

ଭଦ୍ରକ: ଘରେ ଶୋଇଥିବା ବେଳେ ଏସିଡ ମାଡ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ରାମଚନ୍ଦ୍ରପୁର ଗାଁରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ଉପରକୁ ଏସିଡ୍ ମାଡ ହୋଇଛି। ଯୁବକଙ୍କ ମୁହଁ ଆଖି ଓ ମୁଣ୍ଡ ପୋଡି ଯାଇଛି। ଗୁରୁତର ଅବସ୍ଥାରେ…

ବଦ୍ରିନାଥ ହିମସ୍ଖଳନ: ଏବେବି ବରଫ ତଳେ ୮ ଜୀବନ

ଡେରାଡୁନ୍: ଉତ୍ତରାଖଣ୍ଡ ବଦ୍ରିନାଥରେ ଗତକାଲି ଭୟଙ୍କର ହିସ୍ଖଳନ ହୋଇଥିବା ବେଳେ ଏବେବି ବରଫ ତଳେ ୮ ଜୀବନ ଫସିରହିଛନ୍ତି । ୮ ଜରଙ୍କୁ ଉଦ୍ଧାର କରିବା ପାଇଁ ଭାରତୀୟ ସେନା ଏବଂ ଉଦ୍ଧାରକାରୀ ଦଳ ନିଜର ଜି ଜାନ୍ ଲଗେଇଦେଇଛନ୍ତି । ଆଜି ସନ୍ଧାନର ଦ୍ବିତୀୟ ଦିନରେ ଆଉ ୧୪ ଜଣଙ୍କୁ ଉଦ୍ଧାର…

ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ। ଉକ୍ତ ଅନୁଦାନ ପ୍ରଧାନମନ୍ତ୍ରୀ…

ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍

ଭବାନୀପାଟଣା: ଫରେଷ୍ଟ ରେଞ୍ଜ ଅଫିସରଙ୍କ ଘର ଓ ଅଫିସରେ ଇଡି ରେଡ୍। କଳାହାଣ୍ଡି ଜିଲ୍ଲା ଜୟପାଟଣା ଫରେଷ୍ଟ ରେଞ୍ଜ ଅଫିସର ଅଶୋକ ସାହୁଙ୍କ ଘରେ ଭୁବନେଶ୍ବର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରେଡ୍ କରିଛି। ବେନାମୀ ଆକାଉଣ୍ଟ କାରବାର ନେଇ ରେଡ ହୋଇଥିବା ସୂଚନା ରହିଛି। ସର୍ଚ୍ଚରେ ଏକାଧିକ ଏଟିଏମ…

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଭୁବନେଶ୍ୱର: ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ। ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ। ନବଦାସଙ୍କ ପୁଅ-ଝିଅଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ୍। ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ। ମାମଲାରେ…

ଦୁନିଆ ଦେଖିଲା ଟ୍ରମ୍ପ-ଜେଲେନସ୍କି କଥା କଟାକଟି: ଟ୍ରମ୍ପ କହିଲେ ଯୁଦ୍ଧ ପଛରେ ଜେଲେନସ୍କି !

ୱାସିଂଟନ: ୟୁକ୍ରେନ ରାଷ୍ଟ୍ରପତି ବୋଲଡିମିର ଜେଲେନସ୍କି ଆଜି ହ୍ବାଇଟ୍‌ ହାଉସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ‌ଙ୍କୁ ଭେଟିଛନ୍ତି। ଏଠାରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏବଂ ୟୁକ୍ରେନର ଜେଲେନସ୍କିଙ୍କ ମଧ୍ୟରେ ଯୁଦ୍ଧକୁ ନେଇ ଆଲୋଚନା ହୋଇଛି। ଏହି ଆଲୋଚନା ବେଳେ ଦୁଇ…

ଏମାନଙ୍କ ଉପରେ ଶୀଘ୍ର ପଡିଥାଏ ଖରାପ ଶକ୍ତିର ପ୍ରଭାବ..

ଭୁବନେଶ୍ବର: କିଛି ଜଣଙ୍କ ଉପରେ ଶୀଘ୍ର ଖରାପ ଶକ୍ତିର ପ୍ରଭାବ ପଡିଥାଏ । ପରେ ଏହାର ପ୍ରଭାବ ବହୁତ ଖରାପ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଦୁଷ୍ଟଆତ୍ମାର ପ୍ରଭାବ କାହା ଉପରେ ଅଧିକ ପଡେ ଓ କେତେବେଳେ .. - ଆପଣ ଘରକୁ ଖାଲି ଛାଡି ବାହାରକୁ ଯାଉଛନ୍ତି ,ସେତେବେଳେ ଭୁଲରେ ସଂପୂର୍ଣ୍ଣ ଘରକୁ…