Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଯୁକ୍ତ ତିନି ପ୍ରଶ୍ନପତ୍ର ଲିକ୍ ମାମଲାରେ ଛାତ୍ରଙ୍କ ସମେତ ୧୨ ଗିରଫ

ବରଗଡ଼: ବରପାଲି ମହାବିଦ୍ୟାଳୟରେ ଯୁକ୍ତ ତିନି ଥାର୍ଡ ସେମିଷ୍ଟାର ପରୀକ୍ଷାର ପଲିଟିକାଲ ସାଇନ୍ସ ବିଷୟର ପ୍ରଶ୍ନପତ୍ର ଲିକ ମାମଲା ଏବେ ଚାଞ୍ଚଲ୍ୟ ଖେଳାଇଛି। ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୦ ଜଣ କଲେଜ ଛାତ୍ର ରହିଥିବା ସୂଚନା ମିଳିଛି। ସେହିପରି…

ଏଲଓସିରେ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ସେନା ଗୁଳିରେ ଟଳିରେ ୩ ଆତଙ୍କୀ

ଶ୍ରୀନଗର: ସୁରକ୍ଷାକର୍ମୀକୁ ବଡ ସଫଳତା। ଏଲଓସିରେ ଆତଙ୍କୀଙ୍କ ପ୍ରବେଶ ଯୋଜନା ପଣ୍ଡ ହୋଇଛି। ସୀମାରେ ଫୁଟିଲା ଗୁଳି। ଯବାନଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ। ଜମ୍ମୁକାଶ୍ମୀର ପୁ଼ଞ୍ଛରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୩ ଆତଙ୍କୀଙ୍କୁ ନିପାତ…

ପୋଲିସକୁ ବଡ଼ ସଫଳତା: କୋମ୍ବିଂ ଅପରେସନ ବେଳେ ବଡ଼ ମାଓ କ୍ୟାମ୍ପ ଠାବ

ବିଜାପୁର: ଛତିଶଗଡ଼ର ବିଜାପୁର ଜିଲ୍ଲା ପୋଲିସକୁ ମିଳିଛି ବଡ଼ ସଫଳତା। ତୁମରେଲ ଜଙ୍ଗଲରେ ଯବାନଙ୍କ କୋମ୍ବିଂ ଅପରେସନ ବେଳେ ଏକ ବଡ଼ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରେ ଚାଲିଥିଲା ଇଆଇଡି ତିଆରି କାରଖାନା। ଯାହାକୁ ଠାବ କରିବାରେ ସଫଳ ହୋଇଛି ପୋଲିସ। ସୂଚନା ଅନୁସାରେ ମାଟି ତଳେ…

ରାଜ୍ୟର ପ୍ରତି ଜିଲ୍ଲାରେ ସ୍ଥାପନ ହେବ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍

ଭୁବନେଶ୍ୱର: ରାଜ୍ୟର ପ୍ରତି ଜିଲ୍ଲାରେ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଗୃହୀତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏହି ଯୋଜନା ହାତକୁ…

ସରିଗଲା ଶୀତ: ଆରମ୍ଭ ହେଲାଣି ଖରା, ବଢୁଛି ଦିନ ସହ ରାତିର ତାପମାତ୍ରା

ଭୁବନେଶ୍ବର: ଶୀତଋତୁରେ ଶୀତ ଉଭାନ। ରାଜ୍ୟରେ ନାହିଁ ସେମିତି ଥଣ୍ଡା। ସରିଗଲା ଶୀତ। ମାଘ ମାସ ଆହୁରି ୧୫ଦିନ ପରେ ‌ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା ।…

ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଶୀତଳ ଭଣ୍ଡାର ସ୍ଥାପନ କରିବାକୁ ଗୁଜୁରାଟ କମ୍ପାନୀ ଆଗ୍ରହୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ ସଫଳତାର ସହ ଶେଷ ହୋଇଛି । ହେଲେ ଏହା ପରେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କ ସୁଅ ଛୁଟିଛି । ବର୍ତ୍ତମାନ ଗୁଜୁରାଟର ଫଣିଧର ଗ୍ରୁପ ଓଡ଼ିଶାରେ ନିବେଶ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏହି ଗ୍ରୁପ ଓଡ଼ିଶାରେ ଶୀତଳ ଭଣ୍ଡାର କରିବା ସହିତ ଖାଦ୍ୟ…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ମାର୍ଗଦର୍ଶିକା ଜାରି ପରେ ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର: ପୂର୍ବ ସରକାର ସମୟରେ ‘ଆମ ଗାଁ ଓ ଆମ ବିକାଶ’ ଯୋଜନାର ନାଁ ପରିବର୍ତ୍ତନ କରି ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କରିଛି ବିଜେପି । ଏଥିପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି ହେବା ପରେ ବିଜେପିକୁ ଘେରିଛନ୍ତି ବିଜେଡି ଓ କଂଗ୍ରେସ । ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର…

ଆସନ୍ତା ୩ରେ ଜନ ଅଭିଯୋଗ ଶୁଣାଣି; କାଲିଠୁ ପଞ୍ଜୀକରଣ

ଭୁବନେଶ୍ବର: ଫେବୃୟାରୀ ୩ ତାରିଖ ସୋମବାରରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧…

ପରିବାର ସଦସ୍ୟଙ୍କୁ ନିଶାଦେଇ ନାବାଳିକା ଫେରାର

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ନଠୁଆବର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପ୍ରେମିକର ପ୍ରରୋଚନାରେ ନିଜ ପରିବାର ଲୋକଙ୍କୁ ନିଶାଦେଇ ଘରୁ ଫେରାର ହୋଇଯାଇଛି ନାବାଳିକା । ପରିବାର ଲୋକେ ଯାଜପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଚିକିତ୍ସାଧୀନ ଥିବା ବାପା…

ସରସ୍ୱତୀ ପୂଜାକୁ ନେଇ ତୁଟିଲା ଦ୍ବନ୍ଦ୍ବ; ଏହି ଦିନ ହେବ ପାଳନ

ଭୁବନେଶ୍ୱର: ସରସ୍ୱତୀ ପୂଜା ପାଳନର ସଠିକ୍ ତାରିଖକୁ ନେଇ ସାରା ଓଡ଼ିଶାର ଭକ୍ତଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଦେଖାଦେଇଥିଲା। ଯାହାର ଅନ୍ତ ଘଟିଛି। ବିଭିନ୍ନ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ତାରିଖ ଥିବାରୁ ଏକ ବିବାଦ ଉପୁଜିଥିଲା। ତେବେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ପକ୍ଷରୁ…