Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟରେ ଭୂକମ୍ପ ଝଟକା, ଥରିଲା ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ ଭୂକମ୍ପ ଝଟକା। ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି। ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ କମ୍ପନ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୧ ରହିଛି। ଭୁବନେଶ୍ବର ଓ…

ପୋଲିସ ଆଗରେ ଆତ୍ମସମର୍ପଣ କଲେ ହାର୍ଡକୋର ମହିଳା ମାଓବାଦୀ

ମାଲକାନଗିରି: ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ । ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଏସପି ଡପି ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି । ତାଙ୍କ ନାମରେ ୮ ଲକ୍ଷ…

ମହାକୁମ୍ଭରେ ବୁଡ଼ ପକାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ । ଏହି ସମୟରେ ବୁଡ ପକାଇବାକୁ ପ୍ରତ୍ୟେକ ଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଲାଗୁଛି । ଏହି ଅବସରରେ ପବିତ୍ର ତ୍ରିବେଣୀ ସଙ୍ଗମରେ ସୋମବାର ବୁଡପକାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସପ୍ତଲୋକକୁ ସ୍ମରଣ କରି…

ଶ୍ରୀଲୋକନାଥଙ୍କ ପୀଠରେ ପ୍ରଜ୍ବଳିତ ହେଲା ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ

ପୁରୀ: ଶ୍ରୀଲୋକନାଥ ଦେବଙ୍କ ପବିତ୍ର ପୀଠରେ ପଙ୍କୋଦ୍ଧାର ଏକାଦଶୀ ସନ୍ଧ୍ୟାରେ ପ୍ରଜ୍ବଳିତ ହେଲା ପଞ୍ଚଦଶତମ ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ । ସନ୍ଧ୍ୟାରେ ଶ୍ରୀଲୋକନାଥଙ୍କ ଗମ୍ଭିରାରୁ ଦ୍ଵୀପ ଆସି ଏହି ବୃହତ୍ ଦୀପ ପ୍ରଜ୍ବଳନ କରାଯାଇଥିଲା । ଉତ୍ସବରେ ପ୍ରାକ୍ତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଦେବୀ…

ସରକାରୀ ବସରେ ଚାଲିଥିଲା ଗଞ୍ଜେଇ ଚାଲାଣ, ୪ ଜଣଙ୍କୁ ଗିରଫ କଲା ପୋଲିସ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ଆମ୍ବିଆନ୍ସ ଛକ ନିକଟରୁ ଗଞ୍ଜେଇ ଭର୍ତ୍ତି ସରକାରୀ ବସ୍ ଜବତ ହୋଇଛି । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଚଢାଉ ବେଳେ ବସରୁ ୪ ପ୍ୟାକେଟ ଗଞ୍ଜେଇ ମିଳିଥିଲା, ଯାହାର ଓଜନ ୪୦ କେଜି ହେବ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି । ସୂଚନାମୁତାବକ, ଏକ…

ଜାଣନ୍ତୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ କେତେ ମିଳିବ ଦରମା? କେଜ୍ରିଓ୍ବାଲ ପାଇବେ କେତେ ପେନସନ..

ନୂଆଦିଲ୍ଲୀ: ଦିଲ୍ଲୀରେ ଏଥର ବିଧାନସଭା ନିର୍ବାଚନରେ ​​ବିଜେପିକୁ ବଡ଼ ବିଜୟ ମିଳିଛି । କେନ୍ଦ୍ରଶାସିତ ଅଞ୍ଚଳ ଏବେ ରେଖା ଗୁପ୍ତାଙ୍କ ରୂପରେ ଜଣେ ନୂତନ ମୁଖ୍ୟମନ୍ତ୍ରୀ ପାଇଛି । ବିଜେପିରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଏବଂ ସେ…

ଯବାନଙ୍କୁ ନକ୍ସଲଙ୍କ ଟାର୍ଗେଟ୍; ବୋତଲ ବୋମା ଠାବ କଲେ ସୁରକ୍ଷାକର୍ମୀ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ବଡ ବିସ୍ଫୋରଣରୁ ଅଳ୍ପକରେ ବର୍ତ୍ତିଲେ ସୁରକ୍ଷାକର୍ମୀ । ଯବାନ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏକ ବିୟର ବୋତଲ ବୋମାକୁ ଠାବ କରିଥିଲେ । ଏହାପରେ ଯବାନ ମାନେ ବୋମା ନିଷ୍କ୍ରିୟକାରୀ ଦଳକୁ ଡାକି ଏହାକୁ ନିଷ୍କ୍ରିୟ କରିଥିଲେ…

ଭାରତ ସହ ୪୫ଟି ଦେଶ ପାଇଁ ଏବେ ଇ-ଭିସା ଜାରି କଲା ଏହି ଦେଶ

ନୂଆଦିଲ୍ଲୀ: ଅନେକ ଦେଶରେ ଭିସା ସମ୍ପର୍କରେ ବିଭିନ୍ନ ସୁବିଧା ରହିଛି । କିଛି ଦେଶ ପାଇଁ, ଆଗମନ ସମୟରେ ଭିସା ଉପଲବ୍ଧ, ଯେତେବେଳେ କିଛି ଦେଶ ଇ-ଭିସାର ବିକଳ୍ପ ମଧ୍ୟ ପ୍ରଦାନ କରନ୍ତି । ଯେତେବେଳେ ଅନ୍ୟ ଦେଶଗୁଡ଼ିକ କେବଳ ଦୂତାବାସ ମାଧ୍ୟମରେ ଭିସା ଆବେଦନ ଗ୍ରହଣ କରନ୍ତି । ତେବେ ରୁଷ…

ଅତ୍ୟଧିକ ଭୋକ ଲାଗିବା ଏକ ରୋଗ କି?

ଭୁବନେଶ୍ବର:କିଛି ଲୋକଙ୍କୁ ବହୁତ ଭୋକ ଲାଗେ । ଏପରି ଲୋକମାନେ ଖାଦ୍ୟ ଖାଇବା ପରେ ମଧ୍ୟ ଭୋକିଲା ଅନୁଭବ କରନ୍ତି । ଯଦି ଆପଣଙ୍କୁ ମଧ୍ୟ ଆବଶ୍ୟକତାଠାରୁ ଅଧିକ ଭୋକ ଲାଗୁଛି ତେବେ ଏହା ସାମାନ୍ୟ କଥା ନୁହେଁ । ଏପରି ଅନେକ ରୋଗ ହେତୁ  ମଧ୍ୟ ହୋଇପାରେ । -ଆମ ମଧ୍ୟରେ ଅନେକ ଲୋକ ଅଛନ୍ତି,…

ସରିଲା ପଙ୍କୋଦ୍ଧାର, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ବାବା ଲୋକନାଥଙ୍କ ପୀଠରେ ପାଳିତ ହୋଇଛି ପଙ୍କୋଦ୍ଧାର ଏକାଦଶୀ ନୀତି । ଏହି ଅବସରରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଲୋକନାଥ । ବର୍ଷ ତମାମ ଫୁଲ, ବେଲପତ୍ର, କ୍ଷୀର ଓ କଦଳୀରେ ବୁଡି ରହୁଥିବା ଜଳବିହାରୀ ଲୋକନାଥଙ୍କ ଶ୍ରୀଲିଙ୍ଗରୁ ଉଦ୍ଧାର ହୁଏ ପାଦୁକ । ବର୍ଷକର ଏହି ଗୋଟିଏ…