Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଜମ୍ମୁ କଶ୍ମୀରରେ ମୁଷଳଧାରାର ବର୍ଷା; ୧୧ ମୃତ, ଉଦ୍ଧାରକାର୍ଯ୍ୟ ଜାରି

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ବର୍ଷାର କରାଳ ରୂପ । ଲଗାତାର ବର୍ଷାରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ଅନେକ ସ୍ଥାନ ଜଳାର୍ଣ୍ଣବ ହୋଇଛି । ଫଳରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ବର୍ତ୍ତମାନ ସୁଦ୍ଧା ପୁଞ୍ଚ ଜିଲ୍ଲାରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ମୁଷଳଧାରାର ବର୍ଷା ଯୋଗୁଁ ୨୫୦ରୁ…

Drama at All-Party Meet: ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ହାଇଡ୍ରାମ, ବିଦ୍ରୋହୀ ସାଂସଦକୁ ଦେଖି ଛାଡିଲେ…

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ରବିବାର ଆୟୋଜିତ ସର୍ବଦଳୀୟ ବୈଠକରେ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ତୃଣମୂଳ କଂଗ୍ରେସ (TMC)ର ୨୦ ଜଣ ବିଦ୍ରୋହୀ ସାଂସଦଙ୍କୁ ବୈଠକକୁ ଆମନ୍ତ୍ରଣ କରାଯିବାକୁ ବିରୋଧ କରି କଂଗ୍ରେସ, ସମାଜବାଦୀ ପାର୍ଟି, DMK, ଆମ୍ ଆଦମୀ ପାର୍ଟି,…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇରାନ; ରିକ୍ଟର ସ୍କେଲରେ ତୀବ୍ରତା ୫.୦

ତେହେରାନ: ପୁଣି ଭୂକମ୍ପ ଝଟକାରେ ଥରିଲା ଇରାନ୍ । ଇରାନର ଦକ୍ଷିଣ-ପଶ୍ଚିମ ପ୍ରଦେଶ ଖୁଜେସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ରହିଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠଠାରୁ ପ୍ରାୟ ୧୨ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା ।…

ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୭ଟି ଜିଲ୍ଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି…

‘ବିଦ୍ରୋହୀ ଫେରିଲେ ଗୋଟିଏ ଘଣ୍ଟାରେ ଇସ୍ତଫା ଦେବି’ କହିଲେ ଅଭିଷେକ, ପାଲଟା ଜବାବ ଦେଲେ ଋତବ୍ରତ

କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ତୃଣମୂଳ କଂଗ୍ରେସ (ଟିଏମସି) ର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଦଳର ହାଇକମାଣ୍ଡ ମମତା ବାନାର୍ଜୀଙ୍କ ପୁତୁରା ତଥା ଟିଏମସି ନେତା ଅଭିଷେକ ବାନାର୍ଜୀ ଏବଂ ବିରୋଧୀ ଦଳ ନେତା ଋତବ୍ରତ ବାନାର୍ଜୀଙ୍କ ମଧ୍ୟରେ ରାଜନୈତିକ ବୟାନବାଜି ତୀବ୍ର ରୂପ…

ମହାପ୍ରଭୁଙ୍କ ଶ୍ରୀଅଙ୍ଗଙ୍କୁ ବାଧା; ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ତିନି ଦିନ ଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗଙ୍କୁ ବାଧା ପହଞ୍ଚିଛି । ଶ୍ରୀମୁଖ ମଳିନ ପଡ଼ିଯାଇଛି । ଏଣୁ ଠାକୁରଙ୍କ ଶ୍ରୀମୁଖ ସିଂହାର ହେବ । ଏହି ବିଶେଷ ନୀତି ପାଇଁ ଠାକୁର ଦର୍ଶନ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ବନ୍ଦ ହେବ…

ହୀରାକୁଦ ଜଳଭଣ୍ଡାରରେ ବଢ଼ୁଛି ଜଳସ୍ତର: ବନ୍ୟା ଜଳ ନିଷ୍କାସନ ପାଇଁ ଖୋଲିଲା ଆଉ ୪ଟି ଅତିରିକ୍ତ ସ୍ଲୁଇସ୍ ଗେଟ୍

ସମ୍ବଲପୁର: ଛତିଶଗଡ଼ ସମେତ ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଅବ୍ୟାହତ ରହିଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳର ପ୍ରବାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଜଳଭଣ୍ଡାରର ସ୍ଥିତି ଓ ବର୍ଦ୍ଧିତ ଜଳସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଆଜି ଆଉ ୪ଟି…

ରୁଷିଆରେ ୟୁକ୍ରେନର ଭୟଙ୍କର ଡ୍ରୋନ୍ ଆକ୍ରମଣ: ୱାଇଲ୍ଡବେରିସ୍ ଗୋଦାମରେ ବିସ୍ଫୋରଣ, ୯ ମୃତ ଓ ୮୦ ଆହତ

ମସ୍କୋ: ରୁଷିଆ ଏବଂ ୟୁକ୍ରେନ୍ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ରୂପ ନେଇଛି। ୟୁକ୍ରେନ୍ ପକ୍ଷରୁ ରୁଷିଆ ଉପରେ ଏକ ବଡ଼ ଧରଣର ଡ୍ରୋନ୍ ଆକ୍ରମଣ କରାଯାଇଛି। ରୁଷିଆର ପ୍ରସିଦ୍ଧ ଇ-କମର୍ସ କମ୍ପାନୀ 'ୱାଇଲ୍ଡବେରିସ୍'ର ଏକ ବିଶାଳ ଗୋଦାମକୁ ଟାର୍ଗେଟ୍ କରି ୟୁକ୍ରେନ୍ ଏହି ଡ୍ରୋନ୍…

ଶ୍ରଦ୍ଧା ଓ ଶୃଙ୍ଖଳାର ଅପୂର୍ବ ସମନ୍ୱୟ: ଜନ୍ମବେଦୀ ଆଡପ ମଣ୍ଡପକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ଦର୍ଶନ ଆରମ୍ଭ

ପୁରୀ:ଶ୍ରଦ୍ଧାଳୁଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ରଥଯାତ୍ରାର ମହାପର୍ବ ମଧ୍ୟରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ତଥା ଆଡପ ମଣ୍ଡପକୁ ବିଜେ କରିଛନ୍ତି କାଳିଆ ସାଆନ୍ତେ। କେବଳ କାଳିଆ ଠାକୁର ନୁହନ୍ତି, ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ…

Rath Yatra 2026:ଆଡ଼ପ ମଣ୍ଡପକୁ ବିଜେ କଲେ ମହାପ୍ରଭୁ…ମଥାରେ ଝଟକିଲା ଟାହିଆ; ଆସନ୍ତାକାଲି ବାହାରିବ ପ୍ରଥମ…

ପୁରୀ:ଭକ୍ତିମୟ ପରିବେଶରେ ଜନ୍ମବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ଭକ୍ତଙ୍କ ଗହଣରେ ଶରଧାବାଲିରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗୋଟି ପହଣ୍ଡିରେ ଯାଇଛନ୍ତି ଚାରିଠାକୁର । ଶୁକ୍ରବାର ଶରଧାବାଲିରେ ତିନି ରଥ ପହଞ୍ଚିବା ପରେ ଆଜି ଆଡ଼ପ ମଣ୍ଡପେ ବିଜେ କରିଛନ୍ତି ଚତୁର୍ଦ୍ଧା ମୂରତି। ଶନିବାର…