Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର, ୨୧.୮୮ ଲକ୍ଷ ନଗଦ…

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ଓଡ଼ିଶା ଭିଜିଲାନ୍ସ କଟକ ଜଗତପୁର ସ୍ଥିତ ମହାନଦୀ ଉତ୍ତର ଡିଭିଜନର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ପ୍ରସନଜିତ ଦାସଙ୍କୁ ଅଟକ ରଖିଛି। ତାଙ୍କ ନିକଟରୁ ୨୧.୮୮ ଲକ୍ଷ ଟଙ୍କାର ନଗଦ ଅର୍ଥ ଜବତ କରାଯାଇଛି। ବିଭିନ୍ନ ଠିକାଦାରଙ୍କ ଠାରୁ ଲାଞ୍ଚ ଆଦାୟ…

ଚଳିତ ମାସରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ସଫଳ ଓ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆଜି ଲୋକସେବା ଭବନରେ…

ସିଜେପି ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଗିରଫ…

ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଆଜି ତାଙ୍କୁ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଆଗରେ ହାଜର କରାଯିବ। ଶୁକ୍ରବାର ଦିଲ୍ଲୀର କନଟ୍ ପ୍ଲେସରେ ତ୍ରିରଙ୍ଗା ମାର୍ଚ୍ଚ ପୂର୍ବରୁ ଦୀପକେଙ୍କୁ ଅଟକ…

ଆଜି ଓଡ଼ିଶା ଆସିବେ ନବନିଯୁକ୍ତ ରାଜ୍ୟପାଳ, ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ…

ଭୁବନେଶ୍ୱର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ ଆଜି ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ ଆସନ୍ତାକାଲି ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ବ୍ରଜ ମୋହନ ରାମ ରାଞ୍ଚିର ବିର୍ସା ମୁଣ୍ଡା ବିମାନବନ୍ଦରରୁ ଏକ…

ଅଟୋକୁ ଧକ୍କା ଦେଲା ଟ୍ରକ୍; ୭ ଗୁରୁତର

ଭୁବନେଶ୍ୱର: ବାରିପଦା ସହରର ପାଲବଣୀ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ-୧୮ର ସର୍ଭିସ୍ ରୋଡ୍‌ରେ ଏକ ଟ୍ରକ୍ ଏବଂ ଯାତ୍ରୀବାହୀ ଅଟୋ-ରିକ୍ସା ମଧ୍ୟରେ ଧକ୍କା ହେବା ଫଳରେ ୭ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଯାତ୍ରୀବାହୀ ଅଟୋଟି ସର୍ଭିସ୍…

ହସ୍ପିଟାଲରେ ଭର୍ତ୍ତି ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁଯାୟୀ, ଛାତି ସଂକ୍ରମଣ ଏବଂ ବୟସ ସମ୍ବନ୍ଧୀୟ ସ୍ୱାସ୍ଥ୍ୟ ସମସ୍ୟା ପାଇଁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଶନିବାର ସକାଳୁ ଥରିଲା ଶିମଲା, ୪.୧ ତୀବ୍ରତାର ଭୂମିକମ୍ପ

ନୂଆଦିଲ୍ଲୀ: ଆଜି ସକାଳେ ହିମାଚଳ ପ୍ରଦେଶର ଶିମଲା ଜିଲ୍ଲାରେ ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ଥିଲା। ଏହା ୪:୩୬ ମିନିଟରେ ଅନୁଭୂତ ହୋଇଥିଲା। ଶିମଲାର ପ୍ରାୟ ୪୦ କିଲୋମିଟର ପୂର୍ବ-…

Gold winning hockey players:ପୁରୁଷ ଓ ମହିଳା ହକି ଟିମ୍‌କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ;ଓଡ଼ିଆ…

ଭୁବନେଶ୍ୱର:ଜାପାନରେ ଅନୁଷ୍ଠିତ ୨୦୨୬ ଏସୀୟ କ୍ରୀଡ଼ାରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଆଗାମୀ ୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ…

ସରପଞ୍ଚ,ନାଏବ ସରପଞ୍ଚଙ୍କୁ ମିଳିବ ୬ ମାସର ସମ୍ମାନ ରାଶି; ଜାଣନ୍ତୁ କେତେ…

ଭୁବନେଶ୍ବର:ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି(Honorarium) ମଂଜୁର କରିଛନ୍ତି । ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ…

ଟିପିଏସ୍ଓଡିଏଲ୍ ତରଫରୁ ଏହି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ;ସୌର ଶକ୍ତି ବାବଦରେ ସଚେତନ କରିବ

କୋରାପୁଟ: ମାସବ୍ୟାପୀ ଚାଲୁ ରହିଥିବା ସେବା ସଂକଳ୍ପ ଅଭିଯାନ ଅବସରରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ କୋରାପୁଟ ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ ହୋଇଛି। କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ମନୋଜ…