Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ତାମିଲନାଡ଼ୁରେ ଝିଅଙ୍କୁ ନିର୍ଯାତନା ପ୍ରତିବାଦରେ ସୁନ୍ଦରଗଡ଼ ବନ୍ଦ ଡାକରା

ସୁନ୍ଦରଗଡ଼: ଆଜି କୋଶଳ ସମାଜ ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ। ତାମିଲନାଡୁରୁ ନିର୍ଯାତିତ ଓଡ଼ିଆ ଯୁବତୀଙ୍କୁ ଫେରାଇ ଆଣିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ଚାକିରି ନାଁରେ ନିର୍ଯାତନା ଅଭିଯୋଗ ଏବଂ ଫେରାଇ ଆଣିବା ଦାବିରେ ଆନ୍ଦୋଳନ କରାଯାଉଛି। ପତ୍ରାପାଲି ଛକରେ ପିକେଟିଂ…

ଆମେରିକାରେ କ୍ବାଡ୍ ବୈଦେଶିକ ମନ୍ତ୍ରୀସ୍ତରୀୟ ବୈଠକ, ପରୋକ୍ଷ ଭାବେ ଚୀନ୍‌କୁ ଚେତାବନୀ

ୱାଶିଂଟନ: ଆମେରିକାରେ କ୍ବାଡ୍ ବୈଦେଶିକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ପରେ ଏହି କ୍ବାଡ୍ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଭାରତ, ଆମେରିକା, ଜାପାନ, ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ସାମିଲ ଅଛନ୍ତି। ସାମୁଦ୍ରିକ କ୍ଷେତ୍ରକୁ ସୁଦୃଢ଼ କରିବା…

ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଜନତା ମୈଦାନରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସେଠାରେ ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉପସ୍ଥିତ…

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମିଳିବ ୫ ଲକ୍ଷ ଟଙ୍କା, ଉପକୃତ ହେବେ ଚାଷୀ

ଭୁବନେଶ୍ୱର: ରାଜ୍ୟରେ ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ । ଏହାଦ୍ୱାରା ନବଗଠିତ ୧୫୪୨ଟି ସଂସ୍ଥାକୁ ମିଳିବ ୭୬ କୋଟି ୮୦ ଲକ୍ଷ ଟଙ୍କା । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁରୀ ପ୍ରଦାନ…

ବଢ଼ିଲା ପାଚକ-ପାଚିକାଙ୍କ ପାରିଶ୍ରମିକ; ଏଣିକି ମାସକୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର: ପାଚକ, ପାଚିକା ମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ…

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ଅଧିବେଶନ, ୧୭ରୁ ବଜେଟ୍

ଭୁବନେଶ୍ୱର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଫେବୃଆରୀ ୧୭ରେ ଉପସ୍ଥାପନ ହେବ ବଜେଟ୍ । ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ । ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ…

ଏଣିକି ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ ଏମବିଏ (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ । ଏନେଇ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଆଇଜିଏନଓୟୁ) ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ଏମବିଏପୁସ୍ତକ ପ୍ରସ୍ତୁତ କରିଛି । ଏନେଇ ସୂଚନା…

ଏନକାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ନିହତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ସୁରକ୍ଷା ବାହିନୀକୁ ମିଳିଛି ବଡ଼ଧରଣର ସଫଳତା । ଏନ୍‌କାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ଓରଫ ଜୟରାମର ମୃତ୍ୟୁ ହୋଇଛି । ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୋଲିସ ଓ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ନିହତ…

ଆରଜି କର ମାମଲା: ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ଲାଗି ହାଇକୋର୍ଟରେ ସରକାରଙ୍କ ଆବେଦନ

କୋଲକାତା: ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ସଞ୍ଜୟ ରାୟକୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି। ସିଆଲଦା କୋର୍ଟ ଦ୍ୱାରା ଆଜୀବନ କାରାଦଣ୍ଡର ରାୟକୁ ଚ୍ୟାଲେଞ୍ଜ କରିଛନ୍ତି ପଶ୍ଚିମବଙ୍ଗ ସରକାର। ସଞ୍ଜୟକୁ ମୃତ୍ଯୁ ଦଣ୍ଡାଦେଶ ଲାଗି କୋଲକାତା ହାଇକୋର୍ଟରେ ଆବେଦନ କରିଛନ୍ତି…

ହଂସପାଳ ଫ୍ଲାଏଓଭରକୁ ଉଦଘାଟନ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରର ହଂସପାଳରେ ଜାତୀୟ ରାଜପଥ-୧୬ର ବହୁ ପ୍ରତୀକ୍ଷିତ ଫ୍ଲାଏଓଭରକୁ ମଙ୍ଗଳବାର ଦିନ ସାଂସଦ ଅପରାଜିତା ଷଡଙ୍ଗୀ ଉଦଘାଟନ କରିଛନ୍ତି। ତେବେ ୧୮ ମାସ ମଧ୍ୟରେ ସମାପ୍ତ ହେବାକୁ ଥିବା ଏହି ପ୍ରକଳ୍ପକୁ ଶେଷ ହେବା ପାଇଁ ପାଞ୍ଚ ବର୍ଷ ଲାଗିଥିଲା। ୬୦୦ ମିଟର ଫ୍ଲାଏଓଭର ନିର୍ମାଣ…